କିନ୍ତୁ ଯେତବେେଳେ ଲୋକମାନେ ଆଲେକ୍ଜାଣ୍ଡରଙ୍କୁ ଜଣେ ଯିହୂଦୀୟ ବୋଲି ଜାଣି ପାରିଲେ, ସେତବେେଳେ ସମାନେେ ଦୁଇ ଘଣ୍ଟା ପର୍ୟ୍ଯନ୍ତ ଚ଼ିତ୍କାର କଲେ ଓ କହିଲେ, ଏଫିସୀୟମାନଙ୍କର ମହାଦବେୀ ଆର୍ତ୍ତମେୀ ମହାନ୍ ଅଟନ୍ତି...!
Cross references
ତେଣୁ ସମାନେେ ବୃଷଭଟିକୁ ନେଲେ ଓ ପ୍ରସ୍ତୁତ କଲେ। ସମାନେେ ପ୍ରାତଃକାଳରୁ ମଧ୍ଯାହ୍ନ ପର୍ୟ୍ଯନ୍ତ ବାଲ ନାମ ରେ ପ୍ରାର୍ଥନା କରି କହିଲେ, ହେ ବାଲ୍ ଆମ୍ଭମାନଙ୍କ ବିନତି ଶୁଣ। ମାତ୍ର କୌଣସି ଶଦ୍ଦ ହେଲାନାହିଁ କି କହେି ଉତ୍ତର ଦେଲେ ନାହିଁ। ସମସ୍ତ ଭବିଷ୍ଯଦ୍ବକ୍ତାଗଣ ସମାନଙ୍କେ ନିର୍ମିତ ୟଜ୍ଞବଦେୀର ଗ୍ଭରିପଟେ ନାଚିଲେ। ମାତ୍ର ଅଗ୍ନି ସଂଘଟିତ ହେଲା ନାହିଁ।
ତୁମ୍ଭେ ପ୍ରାର୍ଥନା କଲା ବେଳେ ଯେଉଁମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ, ସମାନଙ୍କେ ଭଳି ନିରର୍ଥକ କଥା ବାରମ୍ବାର କୁହନାହିଁ। ସମାନେେ ଭାବନ୍ତି ଯେ, ବହୁତ କଥା କହିବା ଯୋଗୁଁ ତାହାଙ୍କ କଥା ପରମେଶ୍ବର ଶୁଣିବେ।
ସମାନଙ୍କେୁ ନଗରପାଳମାନଙ୍କ ପାଖ ରେ ପହଞ୍ଚାଇ କହିଲେ, ଏମାନେ ଯିହୂଦୀ ଯେଲାକ। ଏମାନେ ଆମ୍ଭ ନଗର ରେ ବହୁତ ଉପଦ୍ରବ ସୃଷ୍ଟି କରୁଛନ୍ତି।
ତୁମ୍ଭମାନେେ ଦେଖୁଛ ଓ ଶୁଣୁଛ ଯେ, ଏହି ପାଉଲ କବଳେ ଏଫିସ ନଗର ରେ ନୁହେଁ, ପୁରା ଏସିଆ ରେ ଲୋକମାନଙ୍କୁ ମତଇେ ପ୍ରଭାବିତ କରୁଛି। ସେ କହୁଛି ଯେ, ମନୁଷ୍ଯର ହାତ ତିଆରି ଦବେତାମାନେ ପ୍ରକୃତ ଦବେତା ନୁହଁନ୍ତି।
ସମାନେେ ଏହାଶୁଣି ଭୀଷଣ ରାଗିଗଲେ ଓ ଚ଼ିତ୍କାର କରି କହିଲେ, ଏଫିସୀୟମାନଙ୍କର ଆର୍ତ୍ତମେୀ ମହାଦବେୀ ମାହାନ୍ ଅଟନ୍ତି।
ତୁମ୍ଭେ କହୁଛ ଲୋକେ ବ୍ଯଭିଚ଼ାର ପାପ କରିବା କଥା ନୁହେଁ। କିନ୍ତୁ ତୁମ୍ଭେ ନିଜେ ସହେି ପାପରେ ଦୋଷୀ। ତୁମ୍ଭେ ମୂର୍ତ୍ତିକୁ ଘୃଣା କରିଥାଅ।
ଲୋକାମନେ ସହେି ସାପକୁ ପୂଜା କଲେ, କାରଣ ସେ ତା'ର କ୍ଷମତା ପଶୁକୁ ଦାନ କରିଦଇେଥିଲା। ଲୋକମାନେ ସହେି ପଶୁକୁ ମଧ୍ଯ ପୂଜା କଲେ। ସମାନେେ କହିଲେ, ଏହି ପଶୁ ଭଳି ଶକ୍ତିଶାଳୀ କିଏ ଅଛି ? ତା' ବିରୁଦ୍ଧ ରେ କିଏ ୟୁଦ୍ଧ କରିପାରିବ ?