Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 19:37 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 19:37 · ଓଡ଼ିଆ ବାଇବେଲ

ତୁମ୍ଭମାନେେ ଯେଉଁ ଲୋକମାନଙ୍କୁ ଏଠାକୁ ଆଣିଛ, ସମାନେେ କୌଣସି ମନ୍ଦିର ଲୁଟ କରି ନାହାଁନ୍ତି ବା ଆମ୍ଭ ଦବେୀଙ୍କର ଅପମାନ କରି ନାହାଁନ୍ତି।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 25:8

ପାଉଲ ଆତ୍ମରକ୍ଷାର ସୁଯୋଗ ପାଇ ଉତ୍ତର ଦେଲେ, ମୁଁ ଯିହୂଦୀୟ ବ୍ଯବସ୍ଥା କି ମନ୍ଦିର କି କାଇସରଙ୍କ ବିରୁଦ୍ଧ ରେ କୌଣସି ଦୋଷ କରି ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 2:22

ତୁମ୍ଭେ କହୁଛ ଲୋକେ ବ୍ଯଭିଚ଼ାର ପାପ କରିବା କଥା ନୁହେଁ। କିନ୍ତୁ ତୁମ୍ଭେ ନିଜେ ସହେି ପାପରେ ଦୋଷୀ। ତୁମ୍ଭେ ମୂର୍ତ୍ତିକୁ ଘୃଣା କରିଥାଅ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:32

ଏଭଳି କୌଣସି କାମ କର ନାହିଁ, ଯାହା ଦ୍ବାରା ୟିହୁଦୀ ବା ଅଣୟିହୁଦୀ ଲୋକେ ବା ପରମେଶ୍ବରଙ୍କ ମଣ୍ଡଳୀ ବାଧା ପାଇବେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 6:3

ଆମ୍ଭ କାମ ରେ ଲୋକେ ନିନ୍ଦା କରନ୍ତୁ, ଏହା ଆମ୍ଭେ ଇଚ୍ଚା କରୁ ନାହୁଁ। ସେଥିପାଇଁ ଆମ୍ଭେ କୌଣସି ଏପରି କାମ କରିବା ନାହିଁ ଯାହା ଅନ୍ୟମାନଙ୍କ ପାଇଁ ସମସ୍ଯା ସୃଷ୍ଟି କରିବ।

Interlinear

Choose Theme