Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 19:41 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 19:41 · ଓଡ଼ିଆ ବାଇବେଲ

ଏହା କହି ସେ ସଭା ଭାଙ୍ଗିଲେ। ତା'ପରେ ସେ ଲୋକମାନଙ୍କୁ ଘରକୁ ୟିବାପାଇଁ କହିଲେ। ସମସ୍ତେ ଚ଼ାଲିଗଲେ।

Cross references

ଗୀତସଂହିତା 65:7

ପରମେଶ୍ବର ଅଶାନ୍ତ ସମୁଦ୍ରକୁ ଓ ଉତ୍ତାଳ ତରଙ୍ଗକୁ ଶାନ୍ତ କର। ଏପରିକି ଆମ୍ଭ ଚତୁପାଶର୍‌ବର ଭୟଙ୍କର ଦେଶଗୁଡ଼ିକୁ।

ହିତୋପଦେଶ 15:1

କୋମଳ ପୂର୍ଣ୍ଣ ଉତ୍ତର କୋରଧକୁ ଦମନ କରେ। ମାତ୍ର କଟୁବାକ୍ଯ କୋପ ଜନ୍ମାଏ।

ଉପଦେଶକ 9:17

ମୂର୍ଖମାନଙ୍କର ଶାସନକାରୀର ଚିତ୍କାର ଅପେକ୍ଷା ଶାନ୍ତି ପୂର୍ବକ କଥିତ ଜ୍ଞାନୀର ବାକ୍ଯ ଅଧିକ ଶୁଣାୟାଏ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:8

ଭାଇ ଓ ଭଉଣୀମାନେ ! ଏସିଆ ଦେଶ ରେ ଆମ୍ଭେ ଯେଉଁ ଯାତନା ସହିଲୁ ଆମ୍ଭେ ଚାହୁଁ ଯେପରି ସହେି ବିଷୟ ରେ ତୁମ୍ଭମାନେେ ମଧ୍ଯ ଜାଣ। ଆମ୍ଭମାନେେ ଭାରାକ୍ରାନ୍ତ ହାଇେ ପଡ଼ିଲୁ। ଏପରିକି ଏହା ଏତେ ଅଧିକ ଥିଲା ଯେ, ଆମ୍ଭମାନେେ ଜୀବନର ସମସ୍ତ ଆଶା ହରାଇଥିଲୁ। ସହେି ଭାର ଆମ୍ଭମାନଙ୍କର ବହନ କରିବା ଶକ୍ତିଠାରୁ ଅଧିକ ଥିଲା।

Interlinear

Choose Theme