ରେରିତମାନଙ୍କ କାର୍ଯ୍ୟର ବିବରଣ 2:12 · ଓଡ଼ିଆ ବାଇବେଲ
ସମାନେେ ସମସ୍ତେ ଆଶ୍ଚର୍ୟ୍ଯ ଓ ବିଭ୍ରାନ୍ତ ହାଇେ ପଡ଼ିଲେ। ସମାନେେ ପରସ୍ପର ଭିତ ରେ ପଚ଼ାରା ଉଚ଼ରା ହେଲେ, ଏ ସବୁ କ'ଣ ହେଉଛି?
Cross references
ଲୂକଲିଖିତ ସୁସମାଚାର 15:26
ତେଣୁ ସେ ଜଣେ ଚାକରକୁ ଡାକି ପଚାରିଲା, 'ଏ ସବୁ କ'ଣ ଚାଲିଛି?'
ଲୂକଲିଖିତ ସୁସମାଚାର 18:36
ସେ ରାସ୍ତା ରେ ଯାଉଥିବା ଲୋକମାନଙ୍କ କୋଳାହଳ ଶୁଣିପାରି ପଚାରିଲା, ଘଟଣା କ'ଣ?
ରେରିତମାନଙ୍କ କାର୍ଯ୍ୟର ବିବରଣ 2:7
ଏଥି ରେ ଯିହୂଦୀମାନେ ଆଶ୍ଚର୍ୟ୍ଯ ହାଇେ ପରସ୍ପର ମଧିଅରେ କଥାବାର୍ତ୍ତା ହେଲେ, ଦେଖ, ଏହିପରି କଥା କହିଥିବା ଏହି ସମସ୍ତ ଲୋକେ ଗାଲିଲୀର ନୁହଁନ୍ତି କି?
ରେରିତମାନଙ୍କ କାର୍ଯ୍ୟର ବିବରଣ 10:17
ପିତର ଯେଉଁ ଦୃଶ୍ଯ ଦେଖିଥିଲେ, ତା'ର ଅର୍ଥ ବିଷୟ ରେ ଚ଼ିନ୍ତା କରି ହତବୁଦ୍ଧି ହାଇେ ପଡ଼ିଲେ। ଏହି ସମୟରେ କର୍ଣ୍ଣୀଲିୟଙ୍କ ଯେଉଁ ଲୋକମାନେ ଶିମାନଙ୍କେର ଘର ଖାଜେୁଥିଲେ, ସମାନେେ ଆସି ଫାଟକ ନିକଟରେ ଠିଆ ହାଇେଥିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17:20
ତୁମ୍ଭେ ଆମ୍ଭ ନିକଟରେ କେତକେ ଅଦ୍ଦ୍ଭୂତ ବିଚ଼ାରମାନ ଉପସ୍ଥାପିତ କରୁଛ ଓ ଆମ୍ଭମାନେେ ସଗେୁଡ଼ିକ କ'ଣ ତାହା ଜାଣିବାକୁ ଚ଼ାହୁଁ।