Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 2:25 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 2:25 · ଓଡ଼ିଆ ବାଇବେଲ

ଦାଉଦ ତାହାଙ୍କ ବିଷୟ ରେ କହିଥିଲେ,

Cross references

ଗୀତସଂହିତା 16:8

ମୁଁ ସବୁବେଳେ ସଦାପ୍ରଭୁଙ୍କୁ ମାରେ ସମ୍ମୁଖରେ ରଖିଅଛି। ମୁଁ କବେେ ହେଲେ ତାଙ୍କର ଉପୟୁକ୍ତ ମାର୍ଗରୁ ବଞ୍ଚିତ ହବେି ନାହିଁ।

ଗୀତସଂହିତା 21:7

ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ। ସର୍ବୋପରିସ୍ଥ ପରମେଶ୍ବରଙ୍କ ସ୍ନହପେୂର୍ଣ୍ଣ କରୁଣା କବେେ ହେଲେ ତା'କୁ ପଡ଼ିବା ପାଇଁ ଦବେେ ନାହିଁ।

ଗୀତସଂହିତା 30:6

ମୁଁ ସେତବେେଳେ ନିରାପଦରେ ନିଶ୍ଚିତ ଥିଲି, ମୁଁ ଭାବୁଥିଲି ମାରେ କିଛି କ୍ଷତି ହବେ ନାହିଁ।

ଗୀତସଂହିତା 62:2

ହଁ, ପରମେଶ୍ବର ମାରେ ଶୈଳ ୟିଏ ମାେତେ ନିରାପଦ ରଖନ୍ତି। ପରମେଶ୍ବର ହେଉଛନ୍ତି ଉଚ୍ଚ ପର୍ବତରେ ଥିବା ମାରେ ଦୁର୍ଗ। ମୁଁ ଧ୍ବଂସରୁ ନିରାପଦ ରହିବି।

ଗୀତସଂହିତା 62:6

ହଁ, ସତରେ ପରମେଶ୍ବର ହେଉଛନ୍ତି ମାରେ ଶୈଳ, ୟିଏକି ମାେତେ ସୁରକ୍ଷିତ ରଖନ୍ତି। ପରମେଶ୍ବର ହେଉଛନ୍ତି ଉଚ୍ଚତମ ପର୍ବତରେ ଥିବା ମାରେ ଦୁର୍ଗ। ମୁଁ ଧ୍ବଂସରୁ ନିରାପଦ ରହିବି।

ଗୀତସଂହିତା 73:23

ମୁଁ ସର୍ବଦା ତୁମ୍ଭ ପାଖରେ ଅଛି। ହେ ପରମେଶ୍ବର, ତୁମ୍ଭେ ମାରେ ଦକ୍ଷିଣ ହସ୍ତ ଧରି ସାହାରା ଦଇେଅଛ।

ଗୀତସଂହିତା 109:31

କାରଣ ସଦାପ୍ରଭୁ ନିଃସହାୟ ଲୋକମାନଙ୍କ ସପକ୍ଷରେ ଠିଆ ହୁଅନ୍ତି ଏବଂ ପରମେଶ୍ବର ସମାନଙ୍କେୁ ଅନ୍ୟମାନଙ୍କଠାରୁ ରକ୍ଷା କରନ୍ତି। ଯେଉଁମାନେ ତାଙ୍କୁ ନିନ୍ଦା କରନ୍ତି।

ଗୀତସଂହିତା 110:5

ମାରେ ପ୍ରଭୁ ତୁମ୍ଭର ଦକ୍ଷିଣ ପାଶର୍‌ବରେ ଅଛନ୍ତି। ଯେତବେେଳେ ସେ କୋପ କରିବେ, ଅନ୍ୟ ରାଜାମାନଙ୍କୁ ପରାସ୍ତ କରିବେ।

ଯିଶାଇୟ 41:13

କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ବର, ତୁମ୍ଭର ଦକ୍ଷିଣ ହସ୍ତ ଧରି କହିବା ଭୟ କର ନାହିଁ। ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା।

ଯିଶାଇୟ 50:7

ମାରେ ପ୍ରଭୁ ସଦାପ୍ରଭୁ ମାେତେ ସାହାୟ୍ଯ କରିବେ ; ତେଣୁ ସମାନଙ୍କେର ଅପମାନ ମାେତେ ବାଧିବ ନାହିଁ। ଏଥିପାଇଁ ମୁଁ ଚକମକି ପଥର ପରି ମାରେ ମୁଖକୁ ରଖିଅଛି। ମୁଁ ଜାଣେ ମୁଁ ଲଜ୍ଜିତ ହବେି ନାହିଁ।

ଯୋହନଲିଖିତ ସୁସମାଚାର 16:32

ଶୁଣ! ସମୟ ଆସୁଛି ଯେତବେେଳେ ତୁମ୍ଭେ ଛିନ୍ନଭିନ୍ନ ହଇୟିବେ। ତୁମ୍ଭମାନଙ୍କୁ ମଧ୍ଯରୁ ପ୍ରେତ୍ୟକକ ନିଜ ନିଜର ଘର ଭିତରକୁ ଛିନ୍ନଭିନ୍ନ ହାଇେ ଚାଲିୟିବ। ସହେି ସମୟ ଆସି ପହଞ୍ଚିଛି। ତୁମ୍ଭେ ମାେତେ ଏକାକୀ ଛାଡି ଦବେ। ମୁଁ ଏକୁଟିଆ ଥିବି। କିନ୍ତୁ ମୁଁ କଦାପି ଏକୁଟିଆ ନୁହେଁ, କାରଣ ପରମପିତା ସବୁବେଳେ ମାେ ସହିତ ଅଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:29

ହେ ମାରେ ଭାଇମାନେ, ମୁଁ ବିଶ୍ବାସର ସହିତ ଆମ୍ଭ ପୂର୍ବପୁରୁଷ ଦାଉଦଙ୍କ ବିଷୟ ରେ ତୁମ୍ଭମାନଙ୍କୁ କହି ପାରିବି। ସେ ମୃତ୍ଯୁବରଣ କରି କବରସ୍ଥ ହାଇେଛନ୍ତି, ଏବଂ ତାହାଙ୍କର ଏହି କବର ଅଦ୍ଯାବଧି ଆମ୍ଭ ନିକଟରେ ଅଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:32

ଆମ୍ଭ ପୂର୍ବ ପୁରୁଷମାନଙ୍କ ପ୍ରତିଜ୍ଞା କରାଯାଇଥିବା ଅନୁସାରେ ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚ଼ାର ଶୁଣାଉଛୁ।

Interlinear

Choose Theme