Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 2:32 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 2:32 · ଓଡ଼ିଆ ବାଇବେଲ

ଏହି ଯୀଶୁଙ୍କୁ ଇଶ୍ବର ଯେ ମୃତ୍ଯୁରୁ ଉଠାଇଛନ୍ତି, ଆମ୍ଭମାନେେ ସେଥି ରେ ନିଜେ ସାକ୍ଷୀ ଅଟୁ।

Cross references

ଲୂକଲିଖିତ ସୁସମାଚାର 24:46

ଯୀଶୁ ସମାନଙ୍କେୁ କହିଲେ, ଖ୍ରୀଷ୍ଟଙ୍କୁ ମାରି ଦିଆୟିବା ଓ ମୃତ୍ଯୁରୁ ତିନିଦିନ ପରେ ପୁଣି ସେ ବଞ୍ଚି ଉଠିବା କଥା ଲଖାେ ଅଛି।

ଯୋହନଲିଖିତ ସୁସମାଚାର 15:27

ତୁମ୍ଭେ ମାେ ବିଷୟ ରେ ଲୋକମାନଙ୍କୁ ମଧ୍ଯ କହିବ, କାରଣ ତୁମ୍ଭମାନେେ ପ୍ରଥମରୁ ମାେ ସହିତ ରହିଛ।

ଯୋହନଲିଖିତ ସୁସମାଚାର 20:26

ଗୋଟିଏ ସପ୍ତାହ ପରେ ଶିଷ୍ଯମାନେ ପୁଣି ଘର ଭିତ ରେ ଥିଲେ। ଥୋମା ସମାନଙ୍କେ ସହିତ ଥିଲେ। କବାଟରେ ତାଲା ପଡିଥିଲା। କିନ୍ତୁ ଯୀଶୁ ଆସି ସମାନଙ୍କେ ମଧିଅରେ ଠିଆ ହେଲେ। ସେ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ।

ରେରିତମାନଙ୍କ କାର୍ଯ୍ୟର ବିବରଣ 1:8

କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭମାନେେ ଶକ୍ତି ପାଇ ତୁମ୍ଭମାନେେ ମାରେ ସାକ୍ଷୀ ହବେ। ପ୍ରଥମେ ୟିରୂଶାଲମର ଲୋକମାନଙ୍କୁ, ତା'ପରେ ତୁମ୍ଭମାନେେ ସମଗ୍ର ୟିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳ ରେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 1:22

ଅନ୍ୟଭାଷା ରେ କହିବାକୁ ଗଲେ, ଯୋହନଙ୍କ ଦ୍ବାରା ବାପ୍ତିଜିତ ହବୋ ଦିନଠାରୁ ଯୀଶୁଙ୍କୁ ଆମ୍ଭମାନଙ୍କ ମଧ୍ଯରୁ ଉର୍ଦ୍ଧ୍ବକୁ ନିଆ ହାଇଯେିବା ପର୍ୟ୍ଯନ୍ତ ଏହି ଲୋକ ଜଣଙ୍କ ଆମ୍ଭ ସଙ୍ଗ ରେ ରହିଥିବା ଉଚ଼ିତ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:24

କିନ୍ତୁ ଇଶ୍ବର ଏସବୁ ଘଟିବ ବୋଲି ଆଗରୁ ଜାଣିଥିଲେ। ସେଥିପାଇଁ ସେ ଯୀଶୁଙ୍କୁ ମୃତ୍ଯୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ପୁଣି ଉଠାଇଅଛନ୍ତି। ମୃତ୍ଯୁ ତାହାଙ୍କୁ ବାନ୍ଧି ରଖିପାରିଲା ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:15

ଜୀବନ ଦାନ କରିଥିବା ବ୍ଯକ୍ତିକୁ ତୁମ୍ଭମାନେେ ହତ୍ଯା କଲ, ମାତ୍ର ଇଶ୍ବର ତାହାଙ୍କୁ ମୃତ୍ଯୁରୁ ଉଠାଇଲେ। ଆମ୍ଭେ ସମସ୍ତେ ଏହାର ସାକ୍ଷୀ, ଆମ୍ଭମାନେେ ବି ଏହା ନିଜ ଆଖି ରେ ଦେଖିଅଛୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:33

ପ୍ରଭୁ ଯୀଶୁ ଯେ ପ୍ରକୃତ ରେ ମୃତମାନଙ୍କ ମଧ୍ଯରୁ ଉଠିଛଅନ୍ତି, ଏହା ପ୍ ରରେିତମାନେ ମହାଶକ୍ତିର ସହିତ ସାକ୍ଷ୍ଯ ଦେଲେ। ପରମେଶ୍ବହର ସମସ୍ତ ବିଶ୍ବାସୀଙ୍କୁ ବହୁତ ଆଶୀର୍ବାଦ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:31

ପରମେଶ୍ବର ଇଶ୍ରାୟେଲର ଲୋକମାନଙ୍କ ହୃଦୟ ଓ ଜୀବନ ପରିବର୍ତ୍ତନ କରିବା ପାଇଁ ତାହାଙ୍କୁ ନେତା ଓ ଉଦ୍ଧାରକର୍ତ୍ତା କରି ନିଜ ଡ଼ାହାଣ ପଟେ ସ୍ଥାପିତ କରିଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:39

ଯୀଶୁ ୟିହୂଦା ଦେଶ ରେ ଓ ୟିରୂଶାଲମ ରେ ଯାହାସବୁ କରିଥିଲେ ସହେିସବୁ ଆମ୍ଭେ ନିଜେ ଦେଖିଅଛୁ। ଆମ୍ଭେ ତାହାର ସାକ୍ଷୀ ଅଟୁ। ସମାନେେ ତାହାଙ୍କୁ ବଧକଲେ। କାଠ ନିର୍ମିତ କୃଶ ରେ ସମାନେେ ତାହାଙ୍କୁ ଚ଼ଢ଼ାଇ ହତ୍ଯା କଲେ।

Interlinear

Choose Theme