Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 2:5 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 2:5 · ଓଡ଼ିଆ ବାଇବେଲ

ସେ ସମୟରେ ପୃଥିବୀର ସବୁ ଦେଶରୁ ଯିହୂଦୀ ଭକ୍ତମାନେ ଆସି ୟିରୂଶାଲମ ରେ ରହୁଥିଲେ।

Cross references

ଯାତ୍ରା ପୁସ୍ତକ 23:16

ପ୍ରଥମ ଫସଲର ଫଳ ସଂଗ୍ରହ ଉତ୍ସବ ହେଉଛି ଦ୍ବିତୀୟ ଉତ୍ସବ। ତୁମ୍ଭମାନେେ ଏହାକୁ ଗ୍ରୀଷ୍ମ ସମୟର ଆରମ୍ଭ ରେ ପାଳନ କରିବ।

ଦିତୀୟ ବିବରଣ 2:25

ଆଜି ଆମ୍ଭେ ସବୁଆଡେ ସମସ୍ତଙ୍କ ମନ ରେ ତକ୍ସ୍ଟମ୍ଭ ବିଷଯ ରେ ଭୟ ସୃଷ୍ଟି କରିବକ୍ସ୍ଟ। ସମାନେେ ଏହି ଖବର ପାଇଲା ମାତ୍ ରେ ସମାନେେ ବହକ୍ସ୍ଟତ ଭୟ କରିବେ ଓ ଭୟ ରେ ଥରିବେ।'

ଯିଶାଇୟ 66:18

କାରଣ ଆମ୍ଭେ ସମାନଙ୍କେର କାର୍ୟ୍ଯ ଓ ଶିକ୍ଷାପ୍ରଣାଳୀ ଜାଣୁଁ, ସର୍ବଦେଶୀଯ ଓ ଭାଷାବାଦି ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସମାନେେ ଆସି ଆମ୍ଭର ମହିମା ଦେଖିବେ।

ଯିଖରିୟ 8:18

ସର୍ବଶକ୍ତିମାନ୍ ସଦାପ୍ରଭୁ ଏହି ବାର୍ତ୍ତା ମାେ ନିକଟକୁ ପଠାଇଲେ।

ମାଥିଉଲିଖିତ ସୁସମାଚାର 24:14

ଇଶ୍ବରଙ୍କ ରାଜ୍ଯର ସୁସମାଚ଼ାର ସାରା ଜଗତ ରେ ପ୍ରଚ଼ାରିତ ହବେ। ସମସ୍ତ ଦେଶର ଲୋକମାନେ ଏହା ଶୁଣିବେ। ତା'ପରେ ଅନ୍ତକାଳ ଆସିବ।

ଲୂକଲିଖିତ ସୁସମାଚାର 2:25

ୟିରୁଶାଲମ ରେଶିମିଯୋନ ନାମ ରେ ଜଣେ ଅତ୍ଯନ୍ତ ଧାର୍ମିକ ଓ ନିଷ୍ଠାପର ଭକ୍ତ ରହୁଥିଲେ। ଇଶ୍ରାୟେଲକୁ ସାନ୍ତ୍ବନା କରିବା ନିମନ୍ତେ ପରମେଶ୍ବର କବେେ ଆସିବେ, ସହେି ସମୟକୁ ସେ ଅପେକ୍ଷା କରି ରହିଥିଲେ। ପବିତ୍ର ଆତ୍ମା ତାହାଙ୍କ ମଧିଅରେ ଥିଲେ।

ଲୂକଲିଖିତ ସୁସମାଚାର 17:24

ମନୁଷ୍ଯପୁତ୍ରଙ୍କର ଫରେି ଆସିବା ସମୟ ତୁମ୍ଭମାନେେ ଜାଣି ପାରିବ। ଯେଉଁ ଦିନ ସେ ଫରେି ଆସିବେ, ସେ ଆକାଶ ରେ ଗୋଟିଏ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତର ପର୍ୟ୍ଯନ୍ତ ଉଜ୍ଜ୍ବଳ ବିଜୁଳି ଝଲକିଲା ଭଳି ଦଖାେଯିବେ।

ଲୂକଲିଖିତ ସୁସମାଚାର 24:18

ତାହାଙ୍କ ଭିତରୁ କ୍ଲୟେପା ନାମକ ଲୋକଟି ଉତ୍ତର ଦଲୋ, ତୁମ୍ଭେ ୟିରୁଶାଲମଠା ରେ ରହୁଥିବା ଜଣେ ମାତ୍ର ଲୋକ ଯେ କି ଗତ କେତଦେିନ ଭିତ ରେ ଘଟି ଯାଇଥିବା ଘଟଣାଗୁଡିକ ବିଷୟ ରେ କିଛି ଜାଣନାହିଁ।

ଯୋହନଲିଖିତ ସୁସମାଚାର 12:20

ନିସ୍ତାର ପର୍ବ ରେ ଉପାସନା କରିବା ପାଇଁ ୟିରୂଶାଲମ ଯାଇଥିବା ଲୋକମାନଙ୍କ ମଧ୍ଯରୁ କେତକେ ଗ୍ରୀକ୍ ଲୋକଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:1

ଯେତବେେଳେ ପେଣ୍ଟିକଷ୍ଟ ଦିନ ଆସିଲା ସମାନେେ ସମସ୍ତେ ଗୋଟିଏ ସ୍ଥାନ ରେ ଏକାଠି ଜମା ହାଇେଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:2

କେତକେ ନିଷ୍ଠାପର ଲୋକ ସ୍ତିଫାନଙ୍କୁ କବର ଦେଲେ ଓ ତାହାଙ୍କ ପାଇଁ ବହୁତ କାନ୍ଦିଲେ। ସହେିଦିନ ୟିରୂଶାଲମ ରେ ଥିବା ବିଶ୍ବାସୀମାନଙ୍କ ବିରୁଦ୍ଧ ରେ ଗୋଟିଏ ଭୀଷଣ ତାଡ଼ନା ହେଲା। ପ୍ ରରେିତମାନଙ୍କ ବ୍ଯତୀତ ଅନ୍ୟ ସମସ୍ତ ବିଶ୍ବାସୀ ୟିହୂଦା ଓ ଶମିରୋଣ ଦେଶର ବିଭିନ୍ନ ସ୍ଥାନ ରେ ଛିନ୍ନଭିନ୍ନ ହାଇଗେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:27

ଫିଲିପ୍ପ ପ୍ରସ୍ତୁତ ହାଇେ ବାହାରିଲେ। ସହେି ରାସ୍ତା ରେ ଜଣେ ନପୁଂସକ ସଙ୍ଗ ରେ ଦଖାେ ହେଲା। ସହେି ନଫୁସକ ଇଥିଓପିଆରୁ ଆସିଥିଲେ। ସେ କାଣ୍ଡାକି ନାମ୍ନୀ ରାଣୀଙ୍କର ଜଣେ ଉଚ୍ଚ ପଦସ୍ଥ କର୍ମଚ଼ାରୀ ଥିଲେ। ସେ ତାହାଙ୍କର ସମସ୍ତ ସମ୍ପତ୍ତିର ଦାଯିତ୍ବ ରେ ଥିଲେ। ନଫୁସକ ଜଣକ ଉପାସନା କରିବା ପାଇଁ ୟିରୂଶାଲମକୁ ଯାଇଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:2

ସେ ଜଣେ ଧାର୍ମିକ ଲୋକ ଥିଲେ ଓ ତାହାଙ୍କ ଗୃହ ରେ ବାସ କରୁଥିବା ଲୋକମାନଙ୍କ ସହ ସେ ସତ୍ଯ ପରମେଶ୍ବରଙ୍କର ଉପାସନା କରୁଥିଲେ। ସେ ଗରିବମାନଙ୍କୁ ବହୁତ ଦାନ ଦେଉଥିଲେ ଓ ସବୁବେଳେ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:7

ଏହା କହି ସ୍ବର୍ଗଦୂତ ଚ଼ାଲିଗଲେ। ଏହାପରେ କର୍ଣ୍ଣୀଲିୟ ନିଜର ବ୍ଯକ୍ତିଗତ ସହକାରୀ ମଧ୍ଯରୁ ତାହାଙ୍କର ଦୁଇଜଣ ସବେକ ଓ ଜଣେ ନିଷ୍ଠାପର ସୈନିକକୁ ଡାକିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:50

ଯିହୂଦୀୟମାନେ ଯିହୂଦୀଧର୍ମର ଉଚ୍ଚବଂଶୀୟ ସ୍ତ୍ରୀ ଲୋକଙ୍କୁ ଓ ନଗରର ମୁଖ୍ଯ ବ୍ଯକ୍ତିମାନଙ୍କୁ ଉତ୍ତଜେିତ କରାଇଲେ। ସମାନେେ ପାଉଲ ଓ ବର୍ଣ୍ଣବ୍ବା ବିରୁଦ୍ଧ ରେ ଅନ୍ୟମାନଙ୍କୁ ପ୍ରବର୍ତ୍ତାଇଲେ। ସମାନେେ ସମାନଙ୍କେୁ ତାଡ଼ନା କରିବା ଆରମ୍ଭ କଲେ ଓ ସମାନଙ୍କେୁ ସହେି ଅଞ୍ଚଳରୁ ବାହାର କରି ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 22:12

ହନନିୟ ନାମକ ଜଣେ ଭକ୍ତ ଦମ୍ମସକେ ନଗର ରେ ଥିଲେ। ସେ ମାଶାଙ୍କେ ବ୍ଯବସ୍ଥା ମାନୁଥିଲେ। ସଠାେରେ ରହୁଥିବା ସମସ୍ତ ଯିହୂଦୀୟମାନେ ତାହାଙ୍କୁ ସମ୍ମାନ ଦେଉଥିଲେ।

କଲସୀୟଙ୍କ ପ୍ରତି ପତ୍ର 1:23

ତୁମ୍ଭମାନେେ ଶୁଣିଥିବା ସୁସମାଚାର ଉପରେ ବିଶ୍ବାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଚାଲିବେ। ତୁମ୍ଭମାନେେ ନିଜ ବିଶ୍ବାସ ରେ ଦୃଢତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଚାର ତୁମ୍ଭମାନଙ୍କୁ ଯେଉଁ ଭରସା ଦଇେଛି ସେଥିରୁ ବିଚଳିତ ହବେ ନାହିଁ। ସହେି ସମାନ ସୁସମାଚାର ସମଗ୍ର ବିଶ୍ବ ରେ ସମସ୍ତଙ୍କୁ କୁହାୟାଇଛି। ମୁଁ ପାଉଲ, ସହେି ସୁସମାଚାର କହିବା ରେ ସାହାୟ୍ଯ କରିଛି।

Interlinear

Choose Theme