Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 2:6 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 2:6 · ଓଡ଼ିଆ ବାଇବେଲ

ଏହି ଶବ୍ଦ ଶୁଣିବା ମାତ୍ ରେ ସମାନଙ୍କେ ଭିତରୁ ବହୁତ ଲୋକ ଆସି ଜମା ହାଇଗେଲେ। ଲୋକମାନେ ଆଶ୍ଚର୍ୟ୍ଯ ହାଇଗେଲେ, କାରଣ ସମାନେେ ନିଜେ ଯେଉଁ ଭାଷା ରେ କଥା ହେଉଥିଲେ, ପ୍ ରରେିତମାନେ ସହେି ସହେି ଭାଷା ରେ କଥା ହେଉଥିବାର ଶୁଣିଲେ।

Cross references

ମାଥିଉଲିଖିତ ସୁସମାଚାର 2:3

ରାଜା ହରେୋଦ ଯିହୂଦୀମାନଙ୍କର ଏହି ନୂଆ ରାଜାଙ୍କ କଥା ଶୁଣିଲେ। ସେଥିପାଇଁ ସେ ଉଦ୍ ବିଗ୍ନ ହେଲେ। ୟିରୂଶାଲମର ସବୁ ଲୋକେ ମଧ୍ଯ ଚିନ୍ତିତ ହାଇେ ପଡିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:2

ସେତବେେଳେ ହଠାତ୍ ଆକାଶରୁ ଗୋଟିଏ ଶବ୍ଦ ଶୁଣାଗଲା। ଏହି ଶବ୍ଦ ଗୋଟିଏ ଭୀଷଣ ଝଡ଼ ବହିବା ପରି ଥିଲା। ଶବ୍ଦଟି ସମାନେେ ଯେଉଁ ଘର ଭିତ ରେ ବସିଥିଲେ, ସହେି ଘରର ଚ଼ାରିଆଡ଼େ ବ୍ଯାପି ଗଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:11

ସେ ସୁସ୍ଥ ଲୋକଟି ପିତର ଓ ଯୋହନଙ୍କ ପାଖେ ପାଖେ ରହିଲା। ତେଣୁ ସମସ୍ତେ ଆଶ୍ଚର୍ୟ୍ଯ ହାଇେ ଶଲୋମନଙ୍କ ମଣ୍ଡପ ରେ ସମାନଙ୍କେ ପାଖକୁ ଦୌଡ଼ି ଆସିଲେ। ତାହା ଦେଖି ପିତର ଲୋକମାନଙ୍କୁ କହିଲେ, ହେ ଇଶ୍ରଯଲରେ ଲୋକମାନେ, ତୁମ୍ଭମାନେେ ଏହା ଦେଖି କାହିଁକି ଆଶ୍ଚର୍ୟ୍ଯ ହେଉଅଛ?

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 16:9

କାରଣ ସଠାେରେ ଫଳପ୍ରଦ କାର୍ୟ୍ଯ ନିମନ୍ତେ ମାେ ପାଇଁ ଏକ ମହାନ୍ ସୁ ଯୋଗର ଦ୍ବାର ଖାେଲା ହାଇେଛି। ସଠାେରେ ମାରେ ଅନକେ ବିପକ୍ଷ ମଧ୍ଯ ଅଛନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:12

ମୁଁ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଚାର ପ୍ରଚାର କରିବା ପାଇଁ ତ୍ରୋଯା ନଗରକୁ ଯାଇଥିଲି। ପ୍ରଭୁ ସଠାେରେ ମାେତେ ଭଲ ସୁଯୋଗଟିଏ ଦେଲେ।

Interlinear

Choose Theme