Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 20:1 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 20:1 · ଓଡ଼ିଆ ବାଇବେଲ

ତ୍ତଜେନା ଶାନ୍ତ ହବୋ ପରେ ପାଉଲ ଯୀଶୁଙ୍କର ଶିଷ୍ଯମାନଙ୍କୁ ଡ଼ାକାଇ ପାଠାଇଲେ ଓ ସମାନଙ୍କେୁ ଉତ୍ସାହିତ କଲେ। ତା'ପରେ ସମାନଙ୍କେଠାରୁ ବିଦାୟ ନଇେ ସେ ମାକିଦନିଆକୁ ଯାତ୍ରା କଲେ।

Cross references

ଆଦି ପୁସ୍ତକ 48:10

ଇଶ୍ରାୟେଲ ବହୁତ ବୃଦ୍ଧ ହାଇେଥିବାରୁ ତାଙ୍କୁ ଭଲ ଦଖାେ ଯାଉ ନଥିଲା। ତେଣୁ ଯୋଷଫେ ତାଙ୍କର ପୁତ୍ରମାନଙ୍କୁ ଇଶ୍ରାୟେଲଙ୍କ ନିକଟକୁ ନେଲେ। ଇଶ୍ରାୟେଲ ସମାନଙ୍କେୁ ଚୁମ୍ବନ ଦେଲେ ଓ କୋଳାଇ ନେଲେ।

ପ୍ରଥମ ଶାମୁୟେଲ 20:41

ଯେତବେେଳେ ବାଳକଟି ପଳାଇଗଲା, ଦାଉଦ ଲକ୍ସ୍ଟଚିଥିବା ସ୍ଥାନରକ୍ସ୍ଟ ପର୍ବତର ଅପରପାଶର୍‌ବକକ୍ସ୍ଟ ପଳାଇଲା। ଦାଉଦ ମକ୍ସ୍ଟଣ୍ତ ନକ୍ସ୍ଟଆଇଁ ଯୋନାଥନକକ୍ସ୍ଟ ତିନିଥର ପ୍ରମାଣ କଲା। ଦାଉଦ ଓ ଯୋନାଥନ ପରସ୍ପରକକ୍ସ୍ଟ ଚକ୍ସ୍ଟମ୍ବନ କଲେ। ସମାନେେ ଉଭୟ ମଧ୍ଯ କାନ୍ଦିଲେ। କିନ୍ତୁ ଦାଉଦ ଯୋନାଥନଙ୍କଠାରକ୍ସ୍ଟ ଅଧିକ କାନ୍ଦିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 11:26

ଯେତବେେଳେ ସେ ତାହାଙ୍କୁ ପାଇଲେ, ସେ ତାହାଙ୍କୁ ଆନ୍ତିୟଖିଆକୁ ନଇେ ଆସିଲେ। ଶାଉଲ ଓ ବର୍ଣ୍ଣବ୍ବା ସଠାେରେ ବର୍ଷେ ପର୍ୟ୍ଯନ୍ତ ରହିଲେ ଓ ଯେତେଥର ବିଶ୍ବାସୀମାନଙ୍କ ଦଳ ସମାନଙ୍କେ ନିକଟକୁ ଆସିଲେ, ସମାନେେ ସମାନଙ୍କେୁ ସାକ୍ଷାତ କଲେ ଓ ବହୁତ ଲୋକଙ୍କୁ ଉପଦେଶ ଦେଲେ। ଆନ୍ତିୟଖିଆ ରେ ଯୀଶୁଙ୍କ ଅନୁଗମନକାରୀମାନେ ପ୍ରଥମ ରେ ଖ୍ରୀଷ୍ଟିଆନ ନାମ ରେ ନାମିତ ହେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:9

ରାତି ରେ ପାଉଲ ଏକ ଦର୍ଶନ ପାଇଲେ। ସେଥି ରେ ସେ ଜଣେ ମାକିଦନିଆର ଲୋକକୁ ତାହାଙ୍କ ଆଗ ରେ ଠିଆ ହାଇେ ଥିବାର ଦେଖିଲେ। ସେ ପାଉଲଙ୍କୁ କହିଲେ, ତୁମ୍ଭେ ମାକିଦନିଆକୁ ଆସି ଆମ୍ଭକୁ ସାହାୟ୍ଯ କର।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:21

ପାଉଲ ଏସବୁ ଘଟଣା ପରେ ମାକିଦନିଆ ଓ ଆଖାଯା ବାଟ ଦଇେ ୟିରୁଶାଲମ ୟିବା ପାଇଁ ନିର୍ଣ୍ଣୟ କଲେ। ସେ କହିଲେ ଯେ, ୟିରୁଶାଲମ ଗଲାପରେ ମୁଁ ରୋମକୁ ୟିବା କଥା।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:23

ସେସମୟରେ 'ପରମେଶ୍ବରଙ୍କ ପଥ' ବିଷୟ ରେ ଗୋଟିଏ ବଡ଼ ଧରଣର ଆନ୍ ଦୋଳନ ହେଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:10

ପାଉଲ ତଳକୁ ଆସି ଆଣ୍ଠଇେ ପଡ଼ିଲେ, ଓ ତାହାକୁ ନିଜ ହାତ ରେ ଟକେି ନେଲେ ଓ କହିଲେ, ତୁମ୍ଭମାନେେ ବ୍ଯସ୍ତ ହୁଅ ନାହିଁ। ସେ ଏବେ ଜୀବିତ ହବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:37

ସମାନେେ ସମସ୍ତେ ବହୁତ କାନ୍ଦିଲେ ଓ ପାଉଲଙ୍କୁ କୁଣ୍ଢଇେ ଧରି ଚ଼ମ୍ବନ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:5

ସମୟ ପୁରିଗଲା ପରେ ଆମ୍ଭେ ସଠାରୁେ ବିଦାୟ ନଲେୁ। ସେତବେେଳେ ସମାନେେ ସମସ୍ତେ ସ୍ତ୍ରୀ, ପିଲାମାନଙ୍କ ସହିତ ନଗର ବାହାର ପର୍ୟ୍ଯନ୍ତ ଆମ୍ଭ ସହିତ ଆସିଲେ। ଆମ୍ଭେ ସମସ୍ତେ ସମୁଦ୍ର କୂଳ ରେ ଆଣ୍ଠୁମାଡି ପାର୍ଥନା କଲୁ।

ରୋମୀୟଙ୍କ ପ୍ରତି ପତ୍ର 16:16

ତୁମ୍ଭମାନେେ ସମସ୍ତେ ପବିତ୍ର ଚୁମ୍ବନ ଦଇେ ଏକା ରକେକୁ ଅଭିବାଦନ ଜଣାଅ। ଖ୍ରୀଷ୍ଟଙ୍କର ସମସ୍ତ ମଣ୍ତଳୀ ବା ବିଶ୍ବାସୀ ସମୂହ ତୁମ୍ଭମାନଙ୍କୁ ଅଭିବାଦନଜଣାଉଛନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 16:5

ମାରେ ମାକିଦନିଆ ବାଟ ଦଇେ ୟିବା କାର୍ୟ୍ଯକ୍ରମ ଅଛି। ମାକିଦନିଆ ବାଟ ଦଇେ ଗଲା ପରେ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 16:20

ସମସ୍ତ ଭାଇ ଓ ଭଉଣୀଙ୍କର ତୁମ୍ଭମାନଙ୍କୁ ନମସ୍କାର। ଯେତବେେଳେ ତୁମ୍ଭମାନେେ ଏକତ୍ର ହେଉଛ, ପରସ୍ପରକୁ ପବିତ୍ର ଚୁମ୍ବନ ଦଇେ ଅଭିବାଦନ ଜଣାଅ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 7:5

ଯେତବେେଳେ ଆମ୍ଭେ ମାକିଦନିଆ ଆସିଥିଲୁ, ସେତବେେଳେ ଆମ୍ଭ ପାଇଁ ବିଶ୍ରାମ ମିଳି ନ ଥିଲା। ଆମ୍ଭର ଚାରି ପଟେ ଅସୁବିଧାମାନ ଘରେି ରହିଥିଲା। ବାହାରର ସଂଗ୍ରାମ ଓ ଭିତରର ଭୟ ମଧିଅରେ ଆମ୍ଭେ ଥିଲୁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 13:12

ପବିତ୍ର ଚୁମ୍ବନ ଦ୍ବାରା ପରସ୍ପରକୁ ସ୍ବାଗତ ଜଣାଅ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:26

ଏକତ୍ରୀତ ହେଲା ବେଳେ, ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପବିତ୍ର ଚୁମ୍ବନ ଦଇେ ନମସ୍କାର କର।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:3

ମୁଁ ଚା ହେଁ ଯେ ତୁମ୍ଭେ ଏଫିସଠା ରେ ରୁହ। ମାକିଦନିଆ ୟିବା ବେଳେ ମୁଁ ତୁମ୍ଭକୁ ତାହା କରିବା ପାଇଁ ଅନୁ ରୋଧ କରି କହିଥିଲି। ଏଫିସଠା ରେ କେତେ ଲୋକ ଭ୍ରାନ୍ତ ଶିକ୍ଷାଗୁଡ଼ିକ ଦେଉଛନ୍ତି। ଏଫିସଠା ରେ ରହି ତୁମ୍ଭେ ସମାନଙ୍କେୁ ଭ୍ରାନ୍ତ ଶିକ୍ଷା ନ ଦବୋ ପାଇଁ ଆଦେଶ ଦଇେ ପାରିବ।

Interlinear

Choose Theme