ତୁମ୍ଭମାନେେ ଜାଣିଛ ଯେ, ମୁଁ ନିଜେ ମାରେ ଓ ମାେ ସହିତ ରହିଥିବା ଲୋକମାନଙ୍କର ଆବଶ୍ଯକତା ପୂରଣ କରିବା ପାଇଁ ନିଜ ହାତ ରେ କାର୍ୟ୍ଯ କରିଛି।
Cross references
ଆମ୍ଭମାନେେ ବିନଯ କରି କହୁଅଛୁ, ଆମ୍ଭମାନେେ ୟର୍ଦ୍ଦନ ନଦୀ କୂଳକୁ ୟାଇ ପ୍ରେତ୍ୟକକ ଜଣ ଗୋଟିଏ ଗୋଟିଏ କଡିକାଠ ଆଣି ନିଜ ନିଜ ବସତିପାଇଁ ଗୋଟିଏ ସ୍ଥାନ ନିର୍ମାଣ କରୁ।
ସମାନେେ ତମ୍ବୁ ବ୍ଯବସାଯୀ ଥିଲେ। ପାଉଲ ମଧ୍ଯ ସହେି ବ୍ଯୟବସାଯୀ ଥିଲେ। ତେଣୁ ସେ ମଧ୍ଯ ସମାନଙ୍କେ ସହିତ ରହି ସହେି କାମ କଲେ।
ତେଣୁ ସେ ତାହାଙ୍କର ଦୁଇଜଣ ସାହାୟ୍ଯକାରୀ ଅର୍ଥାତ୍ ତୀମଥି ଓ ଏରାଷ୍ଟଙ୍କୁ ମାକିଦନିଆକୁ ପଠାଇଲେ। ସେ ନିଜେ ଆଉ କିଛି ଅଧିକ ସମୟ ଏସିଆ ରେ କଟାଇଲେ।
ଆମ୍ଭର ଲାଗି ଆମ୍ଭେ ହାତ ରେ କାମ କରୁଛୁ, ଅତି କଠିନ ପରିଶ୍ରମ କରୁଛୁ।
ଭାଇ ଓ ଭଉଣୀମାନେ! ତୁମ୍ଭମାନେେ ମନେ ପକାଅ ଯେ, ଆମ୍ଭେ କେତେ କଠିନ ପରିଶ୍ରମ କରିଛୁ। ଆମ୍ଭେ ଦିନରାତି କାମ କରିଛୁ। ଆମ୍ଭମାନେେ ପରମେଶ୍ବରଙ୍କ ସୁସମାଚାର ପ୍ରଚାର କଲା ବେଳେ, ତୁମ୍ଭମାନେେ ଆମ୍ଭକୁ କିଛି ଦଇେ ଭାରାକ୍ରାନ୍ତ ହୁଅ, ସେ କଥା ଆମ୍ଭେ ଚାହିଁଲୁ ନାହିଁ।
ମୂଲ୍ଯ ନ ଦଇେ ଆମ୍ଭେ କାହାରି ଘ ରେ ଭୋଜନ ଗ୍ରହଣ କରି ନାହୁଁ। ଆମ୍ଭମାନେେ କାହାରି ଉପରେ ଭାର ସ୍ବରୂପ ନ ହବେୁ ବୋଲି ସର୍ବଦା କର୍ମରତ ରହୁଥିଲୁ।