Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 20:4 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 20:4 · ଓଡ଼ିଆ ବାଇବେଲ

ତାହାଙ୍କ ସହିତ ବରଯୋ ନଗରର ପୁରଙ୍କ ପୁତ୍ର ସୋପାତ୍ର, ଥସେଲନୀକୀୟର ଆରିସ୍ତାର୍ଖ ଓ ସକେୂନ୍ଦ, ଦର୍ବାର ଗାୟ ଓ ତୀମଥି, ଏସିଆର ତୁଖିକ ଓ ତ୍ରଫିମ ଗଲେ।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 14:6

ପାଉଲ ଓ ବର୍ଣ୍ଣବ୍ବା ଏହା ଜାଣିପାରି ଲୁକାଅନିଆର ଲୁସ୍ତ୍ରାର ଦର୍ବୀ ନଗର ଓ ଚ଼ାରିପାଖ ଅଞ୍ଚଳକୁ ଚ଼ାଲିଗଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:20

କିନ୍ତୁ ଶିଷ୍ଯମାନେ ପାଉଲଙ୍କ ଚ଼ାରିପାଖେ ଘରେି ୟିବାରୁ ସେ ଉଠି ପଡ଼ି ନଗରକୁ ଚ଼ାଲିଗଲେ। ତହିଁ ଆରଦିନ ସେ ବର୍ଣ୍ଣବ୍ବାଙ୍କ ସହିତ ଦର୍ବୀ ନଗରକୁ ଚ଼ାଲିଗଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:1

ପାଉଲ ଦର୍ବୀ ଓ ଲୁସ୍ତ୍ରା ନଗରକୁ ଗଲେ। ସଠାେରେ ତୀମଥି ନାମକ ଜଣେ ଶିଷ୍ଯ ଥିଲେ। ସେ ଜଣେ ବିଶ୍ବାସୀନୀ ଯିହୂଦୀ ସ୍ତ୍ରୀଙ୍କର ପୁତ୍ର ଥିଲେ କିନ୍ତୁ ତାହାଙ୍କର ପିତା ଗ୍ରୀକ୍ ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 17:1

ପାଉଲ ଓ ଶୀଲା ଆଂଫିପଲ ଓ ଆପଲ୍ଲୋନିଆ ନଗର ଦଇେ ଥସେଲନୀକୀ ନଗର ରେ ପହନ୍ଚିଲେ। ସଠାେରେ ଯିହୂଦୀୟମାନଙ୍କର ଗୋଟିଏ ସମାଜଗୃହ ଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 17:10

ପାଉଲ ଓ ଶୀଲାଙ୍କୁ ଭାଇମାନେ ସହେି ରାତି ରେ ସାଙ୍ଗେ ସାଙ୍ଗେ ବରଯୋ ନଗରକୁ ପଠାଇ ଦେଲେ। ସମାନେେ ସଠାେରେ ପହଞ୍ଚି ଯିହୂଦୀୟମାନଙ୍କ ସମାଜଗୃହକୁ ଗଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:29

ସମ୍ପୂର୍ଣ୍ଣ ସହର ରେ ଚ଼ହଳ ପଡ଼ିଗଲା। ପାଉଲଙ୍କ ସହଯାତ୍ରୀ ମାକିଦନୀଯା ନିବାସୀ ଗାୟ ଓ ଆରିସ୍ତାର୍ଖଙ୍କୁ ଧରିନଇେ ସମାନେେ ଖଳେ ପଡ଼ିଆ ଆଡ଼କୁ ଦୌଡ଼ିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:29

ସମାନେେ ଆଗରୁ ଏଫିସର ତ୍ରଫିମ ସହିତ ପାଉଲଙ୍କୁ ଦେଖିଥିଲେ। ତ୍ରଫିମ ଜଣେ ଗ୍ରୀକ୍ ଲୋକ ଥିଲେ। ତେଣୁ ସମାନେେ ଅନୁମାନ କରି ନେଲେ ଯେ, ପାଉଲ ତାହାଙ୍କୁ ମନ୍ଦିରକୁ ଆଣିଥିବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:2

ସହେି ଜାହାଜଟି ଏସିଆ ଉପକୂଳବର୍ତ୍ତୀ ବନ୍ଦରଗୁଡ଼ିକୁ ଯାଉଥିଲା। ଥସଲିେନିକୀର ଆରିସ୍ତାର୍ଖ ନାମକ ଜଣେ ମାକିଦନିଆ ଅଧିବାସୀ ଆମ୍ଭ ସହିତ ଥିଲେ।

ରୋମୀୟଙ୍କ ପ୍ରତି ପତ୍ର 16:21

ମାରେସହକାରୀ ତୀମଥି ଓ ମାରେ ସ୍ବଜାତୀୟ ଯିହୂଦୀମାନେ ଲୂକିୟ, ଯାସୋନ୍ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।

ରୋମୀୟଙ୍କ ପ୍ରତି ପତ୍ର 16:23

ମାେତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ଯ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରମାଣ ଜଣାଉଛନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:1

ଯୀଶୁ ଖ୍ରୀଷ୍ଟଙ୍କ ଜଣେ ପ୍ ରରେିତ ପାଉଲଙ୍କର ନମସ୍କାର। ପରମେଶ୍ବରଙ୍କ ଇଚ୍ଛା ରେ ମୁଁ ଜଣେ ପ୍ ରରେିତ ହାଇେଛି। ଆମ୍ଭ ଭାଇ ତୀମଥି ମଧ୍ଯ ତୁମ୍ଭମାନଙ୍କୁ ଶୁଭେଚ୍ଛା ଜଣାନ୍ତି। କରିନ୍ଥୀଠା ରେ ଥିବା ପରମେଶ୍ବରଙ୍କ ମଣ୍ଡଳୀ ଓ ସମଗ୍ର ଆଖାଯା ପ୍ରଦେଶର ପରମେଶ୍ବରଙ୍କ ସମସ୍ତ ପବିତ୍ର ଲୋକଙ୍କ ନିକଟକୁ ପତ୍ର।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:19

ମୁଁ ଏବଂ ସିଲ୍ବାନ୍ ଓ ତୀମଥିଙ୍କ ଦ୍ବାରା ପ୍ରଚାରିତ ପରମେଶ୍ବରଙ୍କ ପୁତ୍ର ଯୀଶୁଖ୍ରୀଷ୍ଟ ଉଭୟ ହଁ' ଓ ନା' ଏକ ସମୟରେ କହନ୍ତି ନାହିଁ। ଯୀଶୁ ଖ୍ରୀଷ୍ଟଙ୍କଠା ରେ ସର୍ବଦା ହଁ କଥା ହଁ ହୁଏ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:23

ତିତସଙ୍କ ସମ୍ବନ୍ଧ ରେ ଏହା କୁ ହେ ଯେ, ସେ ମାରେ ସହକର୍ମୀ ଓ ସେ ମାେ ସହିତ କାର୍ୟ୍ଯ କରି ତୁମ୍ଭମାନଙ୍କୁ ସାହାୟ୍ଯ କରୁଛନ୍ତି। ଅନ୍ୟ ଭାଇମାନଙ୍କ ବିଷୟ ରେ ଏହା କ ହେ ଯେ, ସମାନେେ ବିଭିନ୍ନ ମଣ୍ଡଳୀଗୁଡ଼ିକରୁ ପଠା ଯାଇଛନ୍ତି, ଓ ଖ୍ରୀଷ୍ଟଙ୍କ ପାଇଁ ଗୌରବ ସ୍ବରୂପ।

ଏଫିସୀୟଙ୍କ ପ୍ରତି ପତ୍ର 6:21

ମୁଁ ତୁମ୍ଭ ପାଖକୁ ଆମ୍ଭର ପ୍ରିୟ ଭାଇ ତୁଖିକଙ୍କୁ ପଠାଉଛି। ସେ ପ୍ରଭୁଙ୍କ କାମ ରେ ଜଣେ ବିଶ୍ବସ୍ତ ସବେକ। ମାେ ସହିତ ଯାହା ଘଟୁଛି, ସେ ସମସ୍ତ ବିଷୟ ସେ ତୁମ୍ଭକୁ କହିବେ। ତା ହେଲେ ତୁମ୍ଭେ ଜାଣି ପାରିବ ଯେ ମୁଁ କିପରି ଅଛି ଓ କ'ଣ କରୁଛି।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:19

ପ୍ରଭୁ ଯୀଶୁଙ୍କଠା ରେ ମୁଁ ଆଶା କରେ ଯେ ତୀମଥିଙ୍କୁ ଖୁବ୍ ଶୀଘ୍ର ତୁମ୍ଭମାନଙ୍କ ପାଖକୁ ପଠାଇବି। ତୁମ୍ଭମାନେେ କିପରି ଅଛ ଜାଣି ମୁଁ ଆନନ୍ଦିତ ହବେି।

କଲସୀୟଙ୍କ ପ୍ରତି ପତ୍ର 4:7

ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମାରେ ପ୍ରିୟ ଭାଇ ତୁଖିକ, ଜଣେ ବିଶ୍ବାସୀ ସବେକ ଓ ମାେ ସହିତ ପ୍ରଭୁଙ୍କର ଜଣେ ସବେକ ଅଟନ୍ତି। ମାେ ସହିତ ଏଠା ରେ ଯାହା କିଛି ଘଟୁଛି, ସହେି ସମସ୍ତ କଥା ସେ ତୁମ୍ଭମାନଙ୍କୁ କହିବେ।

କଲସୀୟଙ୍କ ପ୍ରତି ପତ୍ର 4:10

ଅରିସ୍ତାର୍ଖଙ୍କ ନମସ୍କାର ଜଣାଉଛି। ସେ ମାେ ସହିତ ଜଣେ ସହବନ୍ଦୀ। ବର୍ଣ୍ଣବାଙ୍କ କୁଟୁମ୍ବୀୟ ଭାଇ ମାର୍କ ନମସ୍କାର କରୁଛନ୍ତି। (ମୁଁ ଆଗରୁ ତାହାଙ୍କ ବିଷୟ ରେ କହି ସାରିଛି। ସେ ଯଦି ଆସନ୍ତି, ତାହାଙ୍କୁ ସ୍ବାଗତ କରିବ)।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:1

ଖ୍ରୀଷ୍ଟ ଯୀଶୁଙ୍କ ପ୍ ରରେିତ, ପାଉଲଙ୍କଠାରୁ ନମସ୍କାର। ଆମ୍ଭର ଉଦ୍ଧାରକର୍ତ୍ତା ପରମେଶ୍ବରଙ୍କ ଆଦେଶ ଦ୍ବାରା ପ୍ ରରେିତ ଏବଂ ଆମ୍ଭମାନଙ୍କର ଭରସା ଖ୍ରୀଷ୍ଟ ଯୀଶୁ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 1:2

ଏହି ପତ୍ର ତୀମଥିଙ୍କ ପାଇଁ। ତୁମ୍ଭେ ମାେ ପାଇଁ ମାେ ପ୍ରିୟ ପୁତ୍ର ଭଳି। ପରମପିତା ପରମେଶ୍ବରଙ୍କଠାରୁ ଓ ଆମ୍ଭ ପ୍ରଭୁ ଖ୍ରୀଷ୍ଟଯୀଶୁଙ୍କଠାରୁ ତୁମ୍ଭକୁ ଅନୁଗ୍ରହ, ଦୟା ଓ ଶାନ୍ତି ମିଳୁ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:12

ତୁଖିକଙ୍କୁ ମୁଁ ଏଫିସ ନଗରକୁ ପଠାଇଅଛି।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:20

ଏରାଷ୍ଟ କରିନ୍ଥ ନଗରଠା ରେ ରହିଛନ୍ତି ଏବଂ ତ୍ରଫିମଙ୍କୁ ମୁଁ ମୀଲୀତଠା ରେ ଛାଡ଼ି ଆସିଛି କାରଣ ସେ ଅସୁସ୍ଥ ଥିଲେ।

ତୀତସଙ୍କ ପ୍ରତି ପତ୍ର 3:12

ମୁଁ ତୁମ୍ଭମାନଙ୍କ ପାଖକୁ ଆର୍ତ୍ତମାେ ଓ ତୁଖିକଙ୍କୁ ପଠାଇବି। ସମାନଙ୍କେୁ ପଠାଇଲା ପରେ ତୁମ୍ଭେ ନିକପଲିଠା ରେ ମାେ ପାଖକୁ ଆସିବା ପାଇଁ ପ୍ରାଣପଣେ ଚେଷ୍ଟା କରିବ। ମୁଁ ଠିକ୍ କରିଛି ଯେ ଶୀତକାଳ ସଠାେରେ କଟାଇବି।

ଫିଲୀମୋନଙ୍କ ପ୍ରତି ପତ୍ର 1:24

ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ ଏମାନେ ମଧ୍ଯ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।

ଯୋହନଙ୍କ ତୃତୀୟ ପତ୍ର 1:1

ପ୍ରାଚୀନ ଯେ ମୁଁ, ମୁଁ ମୋର ପ୍ରିୟ ବନ୍ଧୁ ଗାୟଙ୍କ ନିକଟକୁ ଲେଖୁଛି। ମୁଁ ତାହାଙ୍କୁ ସତ୍ୟରେ ରହି ପ୍ରେମ କରେ।

Interlinear

Choose Theme