Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 21:12 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 21:12 · ଓଡ଼ିଆ ବାଇବେଲ

ଆମ୍ଭମାନେେ ଓ ଅନ୍ୟ ବିଶ୍ବାସୀମାନେ ଏହି କଥା ଶୁଣି ପାଉଲଙ୍କୁ ୟିରୂଶାଲମ ନୟିବା ପାଇଁ ବହୂତ ଅନୁ ରୋଧ କଲୁ।

Cross references

ମାଥିଉଲିଖିତ ସୁସମାଚାର 16:21

ସେ ସମୟରୁ ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିବାକୁ ଲାଗିଲେ ଯେ ସେ ନିଶ୍ଚିତ ଭାବରେ ୟିରୂଶାଲମକୁ ଯିବେ। ସଠାେରେ ଯିହୂଦୀ ନେତା, ପ୍ରମୁଖ ଯାଜକ ଓ ଧର୍ମଶାସ୍ତ୍ରୀମାନଙ୍କ ଦ୍ବାରା ସେ ଅନକେ ଯାତନା ପାଇବେ ଓ ବଧକରି ଦିଆଯିବେ। ସେ ମୃତ୍ଯୁରୁ ତୃତୀୟ ଦିନ ପୁନର୍ଜୀବିତ ହବେେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:22

କିନ୍ତୁ ମୁଁ ବର୍ତ୍ତମାନ ପବିତ୍ର ଆତ୍ମାଙ୍କର ବଧ୍ଯ ହାଇେ ୟିରୁଶାଲମକୁ ଯାଉଛି। ମୁଁ ଜାଣିନାହିଁ, ମାରେ ସଠାେରେ କ'ଣ ହବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:4

ଆମ୍ଭେ ସଠାେରେ ଯୀଶୁଙ୍କର କେତକେ ଶିଷ୍ଯମାନଙ୍କୁ ଦେଖିଲୁ। ସମାନଙ୍କେ ସହିତ ସାତ ଦିନ ପର୍ୟ୍ଯନ୍ତ ରହିଲୁ। ସମାନେେ ପବିତ୍ର ଆତ୍ମାଙ୍କ ଦ୍ବାରା ପାଉଲଙ୍କୁ ୟିରୁଶାଲମ ନୟିବା ପାଇଁ ଚେ଼ତାବନୀ ଦେଲେ।

Interlinear

Choose Theme