Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 21:17 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 21:17 · ଓଡ଼ିଆ ବାଇବେଲ

ଆମ୍ଭମାନେେ ୟିରୂଶାଲମ ରେ ପହଞ୍ଚିବା ମାତ୍ ରେ ଆମ୍ଭକୁ ଭାଇମାନେ ଖୁସି ରେ ସ୍ବାଗତ ଜଣାଇଲେ।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 15:4

ପାଉଲ, ବର୍ଣ୍ଣବ୍ବା ଓ ଅନ୍ୟମାନେ ୟିରୂଶାଲମ ରେ ପହନ୍ଚିଲେ। ପ୍ ରରେିତ, ପ୍ରାଚ଼ୀନ ଓ ଅନ୍ୟ ବିଶ୍ବାସୀମାନେ ସଠାେରେ ସମାନଙ୍କେୁ ସ୍ବାଗତ କଲେ। ପରମେଶ୍ବର ସମାନଙ୍କେ ସହିତ ଯାହା ସବୁ କରିଥିଲେ, ସେ ସବୁକଥା ସମାନେେ କହିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:7

ସୋର ନଗରରୁ ଆମ୍ଭେ ଆମ୍ଭର ଯାତ୍ରା ଆରମ୍ଭ ଯାତ୍ରା ଆରମ୍ଭ କଲୁ ଓ ପତଲମାଇ ରେ ପହଞ୍ଚିଲୁ। ସଠାେରେ ଭାଇମାନଙ୍କୁ ଅଭିନନ୍ଦନ ଜଣଇେ ସମାନଙ୍କେ ସହିତ ଗୋଟିଏ ଦିନ ରହିଲୁ।

ରୋମୀୟଙ୍କ ପ୍ରତି ପତ୍ର 15:7

ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଗ୍ରହଣ କରିଛନ୍ତି, ଅତଏବ ତୁମ୍ଭେ ମାନେ ପରସ୍ପରକୁ ଗ୍ରହଣ କର।

ଏବ୍ରୀ 13:1

ଖ୍ରୀଷ୍ଟଙ୍କଠା ରେ ଥିବା ତୁମ୍ଭର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ ରମେଭାବ ରଖିଥାଅ।

ଯୋହନଙ୍କ ତୃତୀୟ ପତ୍ର 1:7

ସହେି ଭାଇମାନେ ଖ୍ରୀଷ୍ଟଙ୍କର ସବୋ ପାଇଁ ଭ୍ରମଣ କରନ୍ତି। ସମାନେେ ବିଶ୍ବାସ ନ କରୁଥିବା ଲୋକମାନଙ୍କଠାରୁ କିଛି ଗ୍ରହଣ କରନ୍ତି ନାହିଁ।

Interlinear

Choose Theme