ତା' ପରଦିନ ପାଉଲ ଆମ୍ଭମାନଙ୍କ ସାଙ୍ଗ ରେ ଯାକୁବଙ୍କୁ ଭଟେିବାକୁ ଗଲେ। ସବୁ ପ୍ରାଚ଼ୀନ ଲୋକମାନେ ସମସ୍ତେ ସଠାେରେ ଉପସ୍ଥିତ ଥିଲେ।
Cross references
ସହେି ବାରଜଣ ଶିଷ୍ଯଙ୍କ ନାମ ଏହିଭଳି: ଶିମାନେ(ଯାହାଙ୍କୁ ପିତର ବୋଲି କୁହାୟାଏ), ତାହାଙ୍କ ଭାଇ ଆନ୍ଦ୍ରିୟ, ଜବଦେିଙ୍କ ପୁଅ ଯାକୁବ ଓ ତାହାଙ୍କ ଭାଇ ଯୋହନ।
ସମାନେେ ସବୁ ପଇସା ଏକାଠି କରି ଶାଉଲ ଓ ବର୍ଣ୍ଣବ୍ବାଙ୍କୁ ଦେଲେ। ଶାଉଲ ଓ ପର୍ଣ୍ଣବ୍ବା ତାହା ଆଣି ୟିହୂଦାର ପ୍ରାଚୀନ ବ୍ଯକ୍ତିମାନଙ୍କୁ ହାତ ରେ ଅର୍ପଣ କଲେ।
ପିତର ସମାନଙ୍କେୁ ହାତ ରେ ଠାରି ଚୁପ୍ ରହିବାକୁ କହିଲେ। ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାରକରି ଆଣିଲେ, ସେ ସବୁ କଥା ପିତର ସମାନଙ୍କେୁ ବୁଝାଇ କହିଲେ। ସେ ଏ ବିଷୟ ରେ ଯାକୁବ ଓ ଅନ୍ୟ ଭାଇମାନଙ୍କୁ ଜଣଇବୋ ପାଇଁ କହିଲେ। ତା'ପରେ ସେ ଅନ୍ୟ ସ୍ଥାନକୁ ଚ଼ାଲିଗଲେ।
ପାଉଲ ଓ ବର୍ଣ୍ଣବ୍ବା ସମାନଙ୍କେ ସହିତ ରାଜି ନହାଇେ ବହୁତ ୟୁକ୍ତି କଲେ। ଏହି ପ୍ରଶ୍ନ ଉପରେ ବିଚ଼ାର ଆଲୋଚ଼ନା ଲାଗି ପାଉଲ, ବର୍ଣ୍ଣବ୍ବା ଓ ଅନ୍ୟ କେତକଙ୍କେୁ ୟିରୂଶାଲମ ରେ ପ୍ ରରେିତ ଓ ପ୍ରାଚ଼ୀନମାନଙ୍କ ପାଖକୁ ୟିବାପାଇଁ ନିୟୁକ୍ତି ଦିଆଗଲା।
ପ୍ ରରେିତ ଓ ପ୍ରାଚ଼ୀନମାନେ ଏ ସମସ୍ଯା ଉପରେ ବିଚ଼ାର କରିବା ପାଇଁ ଏକତ୍ରୀତ ହେଲେ।
ସମାନେେ କହିବାପରେ ଯାକୁବ ଉତ୍ତର ଦେଲେ, ଭାଇମାନେ, ମାେ କଥା ଶୁଣ।
ସମାନେେ ତାହାଙ୍କ ହାତ ରେ ଏହି ଚ଼ିଠିଟି ଦେଲେ:
ପାଉଲ ମୀଲୀତଠାରୁ ଏଫିସକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚ଼ୀନମାନଙ୍କୁ ଡ଼କାଇଲେ।
ପିତରଙ୍କ ସହିତ ମୁଁ ପନ୍ଦର ଦିନ ରହିଲି। ମୁଁ ସଠାରୁେ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ଆଉ କୌଣସି ପ୍ ରରେିତଙ୍କୁ ଦଖାେ କଲି ନାହିଁ।
ଯାକୁବ, ପିତର ଓସଯାହନସନତା ରୂଲପ ପରିଗଣିତସହଉଥିଲଲ।ସସମାଲନସଦଖିଲଲସଯ, ପରଲମଶ୍ବରସମାଲତ ଏହି ବିଶଲଷ ଅନୁଗ୍ରହ ପ୍ରଦାନ କରିଛନ୍ତି।ସସଥିପାଇଁସସମାଲନ ବର୍ଣ୍ଣବବା ଓସମାଲତ ତାହାଙ୍କର ସହଭାଗୀତାର ଦକ୍ଷିଣହସ୍ତ ପ୍ରଦାନ କଲଲ। ଯାକୁବ, ପିତର ଓସଯାହନ କହିଲଲ, ପାଉଲ ଓ ବର୍ଣ୍ଣବବା, ତୁମ୍ଲଭମାଲନ ଅଣଯିହୂଦୀମାନଙ୍କ ପାଖକୁ ୟିବା କଥାସର ଆମ୍ଲଭମାଲନ ରାଜି ଅଛୁ। ମାତ୍ର ଆମ୍ଲଭମାଲନ ଯିହୂଦୀମାନଙ୍କ ପାଖକୁ ୟିବୁ।
ମୁଁ ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଜଣେ ସବେକ ଯାକୁବ, ସାରା ପୃଥିବୀ ରେ ବ୍ଯାପି ହାଇେ ରହିଥିବା ପ୍ରଭୁଙ୍କ ଲୋକମାନଙ୍କୁ ନମସ୍କାର ଜଣାଏ।