ପାତାରା ରେ ଫୈନିକୀଆକୁ ଯାଉଥିବା ଗୋଟିଏ ଜାହାଜ ପାଇ ଆମ୍ଭେ ସେଥି ରେ ଚ଼ଢ଼ିଲୁ ଓ ଯାତ୍ରା କଲୁ।
Cross references
ୟୂନସ ପରମେଶ୍ବରଙ୍କ କଥା ମାନିବାକୁ ଗ୍ଭହିଁଲା ନାହିଁ। ତେଣୁ ସେ ସଦାପ୍ରଭୁଙ୍କଠାରୁ ଦୂ ରଇେ ୟିବାକୁ ଚେଷ୍ଟା କଲା। ସେ ୟୋଫୋକୁ ଗ୍ଭଲିଗଲା। ସେ ଦେଖିଲା ଗୋଟିଏ ନେ ୗକା ସୁଦୂର ତର୍ଶୀଶ ନଗରୀକୁ ଯାଉଥିଲା। ସେ ଅର୍ଥ ଦଇେ ସହେି ନେ ୗକା ରେ ୟାତ୍ରା କଲା। ସେ ତର୍ଶୀଶ ଯାଉଥିବା ଲୋକମାନଙ୍କ ସହିତ ଭ୍ରମଣ କରିବାକୁ ଇଚ୍ଛା କଲା ଏବଂ ସଦାପ୍ରଭୁଙ୍କଠାରୁ ଦୂ ରଇେ ଗଲା।
ସ୍ତିଫାନ ମୃତ ହବୋପରେ ଯେଉଁ ତାଡ଼ନା ଘଟିଲା, ସେଥିପାଇଁ ବିଶ୍ବାସୀମାନେ ଚ଼ାରିଆଡ଼େ ଛିନ୍ନଭିନ୍ନ ହାଇଗେଲେ। ସମାନଙ୍କେ ମଧ୍ଯରୁ କେତଜେଣ ଫୈନୀକିଆ, କୁପ୍ର ଓ ଆନ୍ତିୟଖିଆକୁ ଗଲେ। ସଠାେରେ ସମାନେେ ୟିହୁଦୀମାନଙ୍କ ବ୍ଯତୀତ ଅନ୍ୟ କାହାରି ନିକଟରେ ସୁସମାଚ଼ାର ପ୍ରଚ଼ାର କଲେ ନାହିଁ।
ଖ୍ରୀଷ୍ଟୀୟ ମଣ୍ଡଳୀ ଦ୍ବାରା ସମାନଙ୍କେୁ ପଠାଗଲା। ସମାନେେ ଫୈନୀକିଆ ଓ ଶମିରୋଣ ଦଇଗେଲେ। ଅନ୍ୟ ଜାତୀୟ ଲୋକମାନେ କିପରି ପରମେଶ୍ବରଙ୍କ ପ୍ରତି ମନ ଫରୋଇଛନ୍ତି, ଏହା ସମାନେେ ସଠାେରେ କହିଲେ। ଏହା ଶୁଣି ଭାଇମାନେ ବହୁତ ଖୁସି ହେଲେ।
ସଠାେରେ ୟୁଲିଅ ଆଲକଜୋଣ୍ଡ୍ରିଆର ଜାହାଜଟିଏ ଇତାଲିଆକୁ ଯାଉଥିବାର ପାଇଲୋ ସେ ଆମ୍ଭମାନଙ୍କୁ ସେଥି ରେ ଚ଼ଢାଇ ଦେଲେ।