ରେରିତମାନଙ୍କ କାର୍ଯ୍ୟର ବିବରଣ 21:23 · ଓଡ଼ିଆ ବାଇବେଲ
ତେଣୁ ଆମ୍ଭ କହିବା ଅନୁସାରେ କାମ କର। ଆମ୍ଭ ପାଖ ରେ ପରମେଶ୍ବରଙ୍କ ଠା ରେ ମାନତ କରିଥିବାର ଚ଼ାରି ଜଣ ଲୋକ ଅଛନ୍ତି।
Cross references
ଗଣନା ପୁସ୍ତକ 6:2
ଇଶ୍ରାୟେଲ ଲୋକମାନଙ୍କୁ ଏହିସବୁ କୁହ, କୌଣସି ପୁରୁଷ କି ସ୍ତ୍ରୀ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ଉତ୍ସର୍ଗିତ ହବୋ ନିମନ୍ତେ ବିଶଷେ ନାସରୀଯ ପ୍ରତିଜ୍ଞା କରିବା ଉଚିତ୍।
ରେରିତମାନଙ୍କ କାର୍ଯ୍ୟର ବିବରଣ 18:18
ପାଉଲ ସଠାେରେ ଭାଇମାନଙ୍କ ସହିତ ଅନକେ ଦିନ ରହିଲେ। ତା'ପରେ ସେ ବିଦାୟ ନଇେ ଜଳପଥରେ ସୁରିଆ ଦେଶକୁ ଗଲେ। ତାହାଙ୍କ ସହିତ ପ୍ରୀସ୍କିଲ୍ଲା ଓ ଆକ୍ବିଲା ମଧ୍ଯ ଗଲେ। ପରମେଶ୍ବରଙ୍କ ନିକଟରେ ଏକ ଶପଥ କରିଥିବାରୁ ପାଉଲ କେଙ୍କ୍ ରଯୋ ରେ ଲଣ୍ଡା ହେଲେ।