ରେରିତମାନଙ୍କ କାର୍ଯ୍ୟର ବିବରଣ 21:29 · ଓଡ଼ିଆ ବାଇବେଲ
ସମାନେେ ଆଗରୁ ଏଫିସର ତ୍ରଫିମ ସହିତ ପାଉଲଙ୍କୁ ଦେଖିଥିଲେ। ତ୍ରଫିମ ଜଣେ ଗ୍ରୀକ୍ ଲୋକ ଥିଲେ। ତେଣୁ ସମାନେେ ଅନୁମାନ କରି ନେଲେ ଯେ, ପାଉଲ ତାହାଙ୍କୁ ମନ୍ଦିରକୁ ଆଣିଥିବେ।
Cross references
ରେରିତମାନଙ୍କ କାର୍ଯ୍ୟର ବିବରଣ 18:19
ତା'ପରେ ସମାନେେ ଏଫିସ ନଗର ରେ ପହନ୍ଚିଲେ। ସଠାେରେ ପାଉଲ ପ୍ରୀସ୍କିଲ୍ଲା ଓ ଆକ୍ବିଲାଙ୍କୁ ଛାଡ଼ି ନିଜେ ସମାଜଗୃହ ରେ ପ୍ରବେଶ କଲେ ଓ ଯିହୂଦୀୟମାନଙ୍କ ସହିତ କଥାବାର୍ତ୍ତା କଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 20:4
ତାହାଙ୍କ ସହିତ ବରଯୋ ନଗରର ପୁରଙ୍କ ପୁତ୍ର ସୋପାତ୍ର, ଥସେଲନୀକୀୟର ଆରିସ୍ତାର୍ଖ ଓ ସକେୂନ୍ଦ, ଦର୍ବାର ଗାୟ ଓ ତୀମଥି, ଏସିଆର ତୁଖିକ ଓ ତ୍ରଫିମ ଗଲେ।
ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:20
ଏରାଷ୍ଟ କରିନ୍ଥ ନଗରଠା ରେ ରହିଛନ୍ତି ଏବଂ ତ୍ରଫିମଙ୍କୁ ମୁଁ ମୀଲୀତଠା ରେ ଛାଡ଼ି ଆସିଛି କାରଣ ସେ ଅସୁସ୍ଥ ଥିଲେ।