ତା'ପରେ ସନୋପତି ପାଖକୁ ଆସିଲେ ଓ ପାଉଲଙ୍କୁ ବନ୍ଦୀ କଲେ। ସେ ପାଉଲଙ୍କୁ ଦୁଇଟି ଶିକୁଳି ରେ ବାନ୍ଧି ଦବୋ ପାଇଁ ସୈନ୍ଯମାନଙ୍କୁ ଆଦେଶ ଦେଲେ। ତା'ପରେ ପାଉଲ କିଏ ଓ ସେ କ'ଣ କରିଛନ୍ତି ବୋଲି ସନୋପତି ପଚ଼ାରିଲେ।
Cross references
ୟିହକ୍ସ୍ଟଦାର ଲୋକମାନେ କହିଲେ, ଆମ୍ଭେ ଏହି ପ୍ରସ୍ଥାବ ରେ ରାଜିଅଛକ୍ସ୍ଟ। ଆମ୍ଭେ କବଳେ ତୁମ୍ଭକୁ ଧରିବକ୍ସ୍ଟ ଏବଂ ପଲେଷ୍ଟୀୟମାନଙ୍କୁ ହସ୍ତାନ୍ତର କରିଦବେକ୍ସ୍ଟ। ଆମ୍ଭେ ପ୍ରତିଜ୍ଞା କରୁଛକ୍ସ୍ଟ ତୁମ୍ଭକୁ କବେେ ହତ୍ଯା କରିବକ୍ସ୍ଟ ନାହିଁ। ତେଣୁ ସମାନେେ ଦକ୍ସ୍ଟଇଟି ନୂତନ ରସି ରେ ଶାମ୍ଶାେନ୍କକ୍ସ୍ଟ ବାନ୍ଧି ଶୈଳ ବାହାରକକ୍ସ୍ଟ ଆଣିଲେ।
ଏହାପରେ ପଲେଷ୍ଟୀୟ ଅଧିପତିମାନେ ଅଶକ୍ସ୍ଟଷ୍କ ସାତଟା କଞ୍ଚାତନ୍ତ ଆଣି ସହେି ସ୍ତ୍ରୀ ଲୋକଟିକକ୍ସ୍ଟ ଦେଲେ। ସେଥି ରେ ସେ ଶାମ୍ଶୋନ୍ଙ୍କକ୍ସ୍ଟ ବାନ୍ଧିଲା।
ତେଣୁ ଦଲୀଲା ନୂତନ ରଜ୍ଜକ୍ସ୍ଟ ନଇେ ତାହାଙ୍କକ୍ସ୍ଟ ବାନ୍ଧିଲା। ସେତବେେଳେ ଅକ୍ତିଆର କରିବାକୁ ଉତ୍କସ୍ଖିତ ଲୋକମାନେ ପରବର୍ତ୍ତୀ କଠାେରୀ ରେ ଲକ୍ସ୍ଟଚି ରହକ୍ସ୍ଟଥିଲେ। ତା'ପରେ ସେ କହିଲା, ଶାମ୍ଶାେନ୍ ପଲେଷ୍ଟୀୟମାନେ ତକ୍ସ୍ଟମ୍ଭ ନିମନ୍ତେ ଆସିଛନ୍ତି। କିନ୍ତୁ ସେ ଖଣ୍ଡେ ସୂତାପରି ନିଜର ବାହକ୍ସ୍ଟ ଉପରେ ଥିବା ରଜ୍ଜକ୍ସ୍ଟ ସବୁକକ୍ସ୍ଟ ଛିଣ୍ତାଇ ପକାଇଲେ।
ପଲେଷ୍ଟୀୟ ଲୋକମାନେ ଶାମ୍ଶାେନ୍ଙ୍କକ୍ସ୍ଟ ଅକ୍ତିଆର କଲେ। ସମାନେେ ତାଙ୍କର ଆଖିକକ୍ସ୍ଟ ଉପାଡି ଦେଲେ। ପକ୍ସ୍ଟଣି ତାଙ୍କୁ ଘସାକକ୍ସ୍ଟ ଆଣି ପିତ୍ତଳ ବେଢି ରେ ତାଙ୍କୁ ବାନ୍ଧି ରେ। ଆଉ ସେ କାରାଗାର ରେ ଚକି ପେଶିଲେ।
ତେଣୁ ପୀଲାତ ପ୍ରାସାଦ ବାହା ରେ ଯିହୂଦୀମାନଙ୍କ ପାଖକୁ ଗଲେ। ସେ ପଚାରିଲେ, ଏହି ଲୋକ ବିରୁଦ୍ଧ ରେ ତୁମ୍ଭମାନଙ୍କର ଅଭିଯୋଗ କ'ଣ?
ହରେୋଦ ଯେଉଁଦିନ ପିତରଙ୍କୁ ବିଚ଼ାର ପାଇଁ ବାହାରକୁ ଆଣିବା ନିମନ୍ତେ ଯୋଜନା କରିଥିଲେ, ତା'ପୂର୍ବ ରାତ୍ରି ରେ ପିତର ଦୁଇଟି ଶିକୁଳି ରେ ବନ୍ଧା ହାଇେ ଦୁଇଜଣ ସୈନିକଙ୍କ ମଝି ରେ ଶୋଇଥିଲେ। ବହୁତ ଜଗୁଆଳୀମାନେ ଫାଟକ ପାଖ ରେ ରହି କାରାଗାରକୁ ଜଗି ରହିଥିଲେ।
ମାେତେ ପବିତ୍ର ଆତ୍ମା ଜଣାଉଅଛନ୍ତି ଯେ ପ୍ରତି ନଗର ରେ ମୁଁ କାରାବରଣ ଓ ଅସୁବିଧା ଭୋଗ କରିବି।
ସେ ଆମ୍ଭପାଖକୁ ଆସି ପାଉଲଙ୍କ କଟୀବନ୍ଧନ ମାଗି ନଇେ ନିଜ ହାତ ଗୋଡ ବାନ୍ଧି ପକାଇଲେ ଓ କହିଲେ, ପବିତ୍ର ଆତ୍ମା ଏପରି କହନ୍ତି ଏହି କଟୀବନ୍ଧନ ଯାହାର ଅଟେ, 'ତାହାଙ୍କୁ ୟିରୁଶାଲମ ରେ ଯିହୂଦୀମାନେ ଏହିପରି ବାନ୍ଧି ପକାଇବେ। ସମାନେେ ତାହାଙ୍କୁ ଅଣଯିହୂଦୀମାନଙ୍କ ହାତ ରେ ସମର୍ପଣ କରିବେ।'
ତା'ପରେ ସନୋପତି ପାଉଲଙ୍କୁ ସୈନ୍ଯ ନିବାସ ଭିତରକୁ ନଇୟିବୋ ପାଇଁ ଆଦେଶ ଦେଲେ। କାହିଁକି ଲୋକମାନେ ତାହାଙ୍କ ବିରୁଦ୍ଧ ରେ ଏଭଳି ପାଟିତୁଣ୍ଡ କରୁଥିଲେ, ତାହା ଜାଣିବା ପାଇଁ କୋରଡ଼ା ପ୍ରହାର ଦ୍ବାରା ପାଉଲଙ୍କୁ ପଚ଼ାରିବା ନିମନ୍ତେ ସେ ସୈନିକମାନଙ୍କୁ ଆଦେଶ ଦେଲେ।
ପାଉଲ ଜଣେ ରୋମୀୟ ନାଗରିକ ବୋଲି ଜାଣିବା ପରେ ତାହାଙ୍କୁ ପ୍ରଶ୍ନ କରିବା ପାଇଁ ଯାଉଥିବା ଲୋକମାନେ ସଙ୍ଗେ ସଙ୍ଗେ ତାହାଙ୍କୁ ଛାଡ଼ି ଚ଼ାଲି ଗଲେ। ସନୋଧ୍ଯକ୍ଷ ମଧ୍ଯ ତାହାଙ୍କୁ ବାନ୍ଧି ବେତ୍ରାଘାତ କରିବା ପାଇଁ ଆଦେଶ ଦଇେଥିବାରୁ ଡ଼ରିଗଲେ।
ମୁଁ ସମାନଙ୍କେୁ ଉତ୍ତର ଦଲେି, 'ଯେତବେେଳେ କୌଣସି ବ୍ଯକ୍ତି କୌଣସି ଦୋଷ ପାଇଁ ଅଭିୟୁକ୍ତ ହୁଏ, ସେ ନିଜ ଅଭିଯୋଗକାରୀମାନଙ୍କର ମୁଖାମୁଖି ନ ହବୋ ପର୍ୟ୍ଯନ୍ତ ଓ ନିଜ ବିରୁଦ୍ଧ ରେ ଆଗତ ଅଭିଯୋଗର ଉତ୍ତର ନଦବୋ ପର୍ୟ୍ଯନ୍ତ ରୋମୀୟମାନେ ସହେି ଲୋକକୁ ଅନ୍ୟ କାହାକୁ ବିଚ଼ାର ପାଇଁ ଦିଅନ୍ତି ନାହିଁ।'
ପାଉଲ ଉତ୍ତର ଦେଲେ, ପରମେଶ୍ବର କରନ୍ତୁ, ଶୀଘ୍ର ବା ବିଳମ୍ବ ରେ ହେଉ, ଆପଣ ଓ ଅନ୍ୟ ସମସ୍ତେ, ମାେ କଥା ଶୁଣି, ପରିତ୍ରାଣ ପାଆନ୍ତୁ ଓ କୌଣସି ବନ୍ଧନ ବିନା ମାେ ପରି ହୁଅନ୍ତୁ।
ଏଇଥିପାଇଁ ମୁଁ ତୁମ୍ଭମାନଙ୍କ ସଙ୍ଗେ ସାକ୍ଷାତ କରିବା ଓ କଥା ହବୋ ପାଇଁ ଚ଼ାହିଁଲି। ଇଶ୍ରାୟେଲର ଭରସା ରେ ବିଶ୍ବାସ କରୁଥିବା ହତେୁ ମୁଁ ଆଜି ଏହି ଶିକୁଳି ରେ ବନ୍ଧା ହାଇେଛି।
ମାରେକାମ ହେଉଛି, ସୁସମାଚାର ନିମନ୍ତେ କହିବା। ଏବେ ମୁଁ ତାହା ଏହି ବନ୍ଦୀ ଘ ରେ ମଧ୍ଯ କରୁଅଛି। ମାେ ପାଇଁ ପ୍ରାର୍ଥନା କର ଯେ, ଯେପରିକି ମୁଁ ଯେତବେେଳେ ସୁସମାଚାର ପ୍ରଚାର କରେ, ସେତବେେଳେ ସମ୍ପୂର୍ଣ୍ଣ ନିର୍ଭୟତାର ସହ ତାହା କରିପା ରେ।
ମୁଁ ଜଲେ ରେ ରହିବା ଦ୍ବାରା ସେ ଲଜ୍ଜିତ ହାଇେ ନାହାଁନ୍ତି।
ଏହି ସୁସମାଚାର ମୁଁ ଲୋକଙ୍କୁ ଶୁଣାଏ। ସହେି ସୁସମାଚାର କହିଥିବାରୁ ମୁଁ ଯାତନା ଭୋଗ କରୁଛି। ଏପରିକି ଜଣେ ଅପରାଧୀ ଭଳି ମୁଁ ଶିକୁଳି ରେ ବନ୍ଧା ମଧ୍ଯ ହାଇେଛି।