ତାହାଙ୍କର ଚ଼ା ରୋଟି ଅବିବାହିତା ଝିଅ ଥିଲେ। ସମାନେେ ଭାବବାଦିନୀ ଥିଲେ।
Cross references
ଏହାପରେ ହାରୋଣର ଭଉଣୀ, ଭବିଷ୍ଯଦ୍ବକ୍ତୀ ମରିଯମ ଦ୍ବାରା ନେଲେ ଏବଂ ସମସ୍ତ ସ୍ତ୍ରୀ ଲୋକମାନେ ଦାରା ବଜାଇଲେ ଓ ନାଚିଲେ। ମରିଯମ ସମାନଙ୍କେୁ ଗାଇବା ରେ ଅନୁସରଣ କଲେ।
ସହେି ସମୟରେ ଦାବୋରା ନାମକ ଜଣେ ଭବିଷ୍ଯତ୍ବକ୍ତି ଥିଲେ। ସେ ଲପ୍ପୀଦୋତର ସ୍ତ୍ରା ଥିଲେ। ସେ ଇଶ୍ରାୟେଲର ଲୋକମାନଙ୍କ ଉପରେ ବିଚାରପତି ହେଲେ।
ଏଣୁ ହିଲକିଯ ଯାଜକ, ଅହୀକାମ୍, ଅକ୍ବୋର, ଶାଫନ ଓ ଅସାଯ ବସ୍ତ୍ରାଗାର ରକ୍ଷକ ହର୍ହସର ପୌତ୍ର, ତିକ୍ବର ପୁତ୍ର ଶଲ୍ଲୁମର ଭାର୍ୟ୍ଯା ହୁଲଦା ଭବିଷ୍ଯଦ୍ବକ୍ତା ନିକଟକୁ ଗଲେ। ୟିଏ ଯାଜକର ଲୁଗାର ଯତ୍ନ ନେଲେ। ସେ ୟିରୁଶାଲମର ଦ୍ବିତୀୟ କୋଠରୀ ରେ ବାସ କରୁଥିଲା। ସମାନେେ ତା' ସହିତ କଥାବାର୍ତ୍ତା ହେଲେ।
ହେ ପରମେଶ୍ବର, ଟୋବିୟ ଓ ସନ୍ବଲ୍ଲଟର ଯାହା କରିଛନ୍ତି ମନେ ପକାଅ, ନାରୀ ଭବିଷ୍ଯଦ୍ବକ୍ତା ନୋଯଦିଯା ସହିତ ଅନ୍ୟ ଯାଜକମାନେ ମାେତେ ଭୟଭୀତ କରିବା ପାଇଁ ଚେଷ୍ଟା କରିଥିଲେ।
ଏହାପ ରେ ସବୁପ୍ରକାର ଲୋକଙ୍କ ଉପ ରେ ଆମ୍ଭର ଆତ୍ମା ପ୍ରଦାନ କରିବା। ତହିଁରେ ତୁମ୍ଭର ପୁତ୍ର ଓ କନ୍ଯାଗଣ ସଦାପ୍ରଭୁଙ୍କର ଭବିଷ୍ଯତବାର୍ତ୍ତା ଗ୍ରହଣ କରି ଲୋକମାନଙ୍କ ମଧିଅରେ ପ୍ରଗ୍ଭର କରିବେ। ତୁମ୍ଭର ବୃଦ୍ଧ ଲୋକମାନେ ସ୍ବପ୍ନ ଦେଖିବେ ଓ ତୁମ୍ଭର ୟୁବକଗଣ ଦର୍ଶନ ଲାଭ କରିବେ।
ସେତବେେଳେ ହାନ୍ନା ନାମ ରେ ଜଣେ ମହିଳା ଭବିଷ୍ଯଦ୍ବକ୍ତୀ ମନ୍ଦିର ଭିତ ରେ ଥିଲେ। ସେ ଆଶରେ ବଂଶର ଫିନୂଯଲଙ୍କେ ଝିଅ ଥିଲେ। ହାନ୍ନା ବହୁତ ବୁଢୀ ହାଇେ ଯାଇଥିଲେ। ବିବାହ ପରେ ମାତ୍ର ସାତବର୍ଷ ପର୍ୟ୍ଯନ୍ତ ସେ ସ୍ବାମୀଙ୍କ ସହିତ ରହିଥିଲେ।
ମୁଁ ଶଷେ ସମୟରେ ସମସ୍ତଙ୍କ ଉପରେ ମାରେ ଆତ୍ମା ଢ଼ାଳି ଦବେି। ଯାହାଦ୍ବାରା ତୁମ୍ଭମାନଙ୍କର ପୁଅ ଝିଅମାନେ ଭବିଷ୍ଯତ ବାଣୀ କହିପାରିବେ। ତୁମ୍ଭମାନଙ୍କର ୟୁବକମାନେ ଦର୍ଶନ ପାଇବେ ଓ ବୃଦ୍ଧ ଲୋକମାନେ ସ୍ବପ୍ନ ଦେଖିବେ।
ଆନ୍ତିୟଖିଆ ମଣ୍ଡଳୀ ରେ କେତକେ ଭବିଷ୍ଯଦ୍ବକ୍ତା ଓ ଶିକ୍ଷକ ଥିଲେ। ସମାନେେ ହେଲେ, ବର୍ଣ୍ଣବ୍ବା,ଶିମିଯୋନ ଏହାକୁ ନିଗର ବୋଲି କୁହାଯାଉଥିଲା, କୁରୀଣୀୟ, ଲୂକିୟ, ମନ ହେମ୍ ୟିଏ େ ହରୋଦ ରାଜାଙ୍କ ସହିତ ବଢ଼ିଥିଲେ ଓ ଶାଉଲ।
ଏବେ ମୁଁ ଅବିବାହିତ ଲୋକମାନଙ୍କ ବିଷୟ ରେ କହୁଛି। ଏ ବିଷୟ ରେ ପ୍ରଭୁଙ୍କଠାରୁ ମାେତେ କୌଣସି ଆଦେଶ ମିଳି ନାହିଁ। କିନ୍ତୁ ପ୍ରଭୁ ମାେ ପ୍ରତି ଦୟା ଦଖାଇେ ଥିବାରୁ ଓ ମୁଁ ବିଶ୍ବାସଭାଜନ ହାଇେ ଥିବାରୁ, ମୁଁ ମାରେ ମତାମତ ଦେଉଛି।
ଅତଏବ ୟିଏ ନିଜର କୁମାରୀ କନ୍ଯାର ବିବାହ କରାଉଛି, ସେ ଭଲ କରୁଛି ଓ ୟିଏ କୁମାରୀ କନ୍ଯାର ବିବାହ କରାଉ ନାହିଁ, ସେ ଅଧିକ ଭଲ କରୁଛି।
ଯେ କୌଣସି ପୁରୁଷଲୋକ ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ ବା ଭବିଷ୍ଯଦ୍ ବାଣୀ କ ହେ, ସେ ନିଜ ମସ୍ତକର ଅପମାନ କରେ।
କିନ୍ତୁ ମାରେତୁମ୍ଭ ବିରୁଦ୍ଧ ରେ ଏହି କଥା ଅଛି : ତୁମ୍ଭେ ସହେି ୟିଜବଲେ ନାମଧାରିଣୀ ମହିଳାକୁ ତା'ର ଇଚ୍ଛାନୁସା ରେ କାର୍ୟ୍ଯ କରିବାକୁ ଦେଉଛ। ସେ ନିଜକୁ ଭବିଷ୍ଯଦ୍ ବକ୍ତ୍ରୀ ବୋଲି କ ହେ। ସେ ତା'ର ଶିକ୍ଷା ଦ୍ବାରା ମାରେ ଲୋକମାନଙ୍କୁ ଭୁଲାଉଅଛି। ସେ ମାରେ ଦାସମାନଙ୍କୁ ବ୍ଯଭିଚାର ପାପ କରିବାକୁ ଓ ପ୍ରତିମାକୁ ଦିଆଯାଉଥିବା ଖାଦ୍ୟ ଖାଇବାକୁ ଶିକ୍ଷା ଦେଉଛି।