ପାଉଲ କହିଲେ, ଭାଇମାନେ ଓ ପିତାମାନେ, ଯେ ହତେୁ ମୁଁ ମାରେ ନିଜ ସପକ୍ଷ ରେ କଥା କହୁଛି, ତେଣୁ ଆପଣମାନେ ମାେ କଥା ଶୁଣନ୍ତୁ।
Cross references
ଯେତବେେଳେ ଲୋକମାନେ ତୁମ୍ଭମାନଙ୍କୁ ଯିହୂଦୀ ପ୍ରାର୍ଥନାଗୃହ, ଶାସକ ଏବଂ ଅନ୍ଯାନ୍ଯ ଅଧିକାରୀମାନଙ୍କ ଆଗକୁ ଆଣିବେ, ସେତବେେଳେ ତୁମ୍ଭମାନେେ କିପରି ଉତ୍ତର ଦବେ, ଓ କ'ଣ କହିବ, ସେ ବିଷୟ ରେ ଆଦୌ ଚିନ୍ତା କରନାହିଁ।
ତୁମ୍ଭମାନେେ ନିଜକୁ ରକ୍ଷା କରିବା ପାଇଁ କ'ଣ କହିବ, ସେଥିପାଇଁ ଆଦୌ ବ୍ଯସ୍ତ ହୁଅ ନାହିଁ।
ସେ ଉତ୍ତର ଦେଲେ, ମାରେ ଯିହୂଦୀ ପିତାମାନେ ଓ ଭାଇମାନେ, ମାେ କଥା ଶୁଣ। ଆମ୍ଭର ପିତା ଅବ୍ରାହାମ ହାରୋଣ ନଗର ରେ ବାସ କରିବା ପୂର୍ବରୁ ଯେତବେେଳେ ମସପେତାମିଆ ରେ ଥିଲେ, ସେତବେେଳେ ଗୌରବମୟ ପରମେଶ୍ବର ତାହାଙ୍କୁ ଦର୍ଶନ ଦଇେ କହିଲେ,
ହେ ଭାଇମାନେ, ଅବ୍ରହାମଙ୍କ ପୁତ୍ରମାନେ ଓ ପ୍ରକୃତ ପରମେଶ୍ବରଙ୍କୁ ଉପାସନା କରୁଥିବା ଅନ୍ୟଜାତୀୟମାନେ, ଆମ୍ଭମାନଙ୍କ ପାଇଁ ଏହି ପରିତ୍ରାଣର ସୁସମାଚ଼ାର ପଠାଯାଇଛି।
ସେତବେେଳେ ଯିହୂଦୀୟମାନେ ଆଲେକ୍ଜାଣ୍ଡରକୁ ଆଗକୁ ପଠାଇଥିଲେ ଓ ତାହାଙ୍କୁ କିଛି କହିବା ପାଇଁ ଉପଦେଶ ଦେଉଥିଲେ। ଆଲେକ୍ଜାଣ୍ଡର ଲୋକମାନଙ୍କ ଆଗ ରେ ହାତ ହଲଇେ ସମାନଙ୍କେୁ ବୁଝାଇବା ପାଇଁ ଚେ଼ଷ୍ଟା କରୁଥିଲେ।
ପାଉଲ ଏକ ଲୟ ରେ ସହାସଭାକୁ ଚ଼ାହିଁ କହିଲେ, ହେ ମାରେ ଭାଇମାନେ! ମୁଁ ଆଜି ପର୍ୟ୍ଯନ୍ତ ଉତ୍ତମ ବିବକେ ଅନୁସାରେ କର୍ମ କରି ପରମେଶ୍ବରଙ୍କ ସମ୍ମୁଖ ରେ ଜୀବନ ଅତିବାହିତ କରିଛି।
ସଭା ରେ ସମାନଙ୍କେ ଭିତରୁ କେତକେ ଲୋକ ସାଦ୍ଦୁକୀ ଓ ଅନ୍ୟ କେତକେ ଫାରୁଶୀ ମଧ୍ଯ ଥିଲେ। ଏହା ପାଉଲ ଜାଣିପାରିଲେ। ତେଣୁ ସେ ଖୁବ୍ ଜୋର୍ ରେ କହିଲେ, ହେ ଭାଇମାନେ, ମୁଁ ଜଣେ ଫାରୂଶୀ ଓ ମାେ ପିତା ମଧ୍ଯ ଫାରୂଶୀ ଥିଲେ। ମୁଁ ଲୋକମାନଙ୍କର ମୃତ୍ଯୁରୁ ପୁନରୁତ୍ଥାନ ରେ ବିଶ୍ବାସ କରେ। ଏହି ବିଶ୍ବାସ ପାଇଁ ମୁଁ ଆଜି ଏଠା ରେ ଏହି ବିଚ଼ାରର ସମ୍ମୁଖୀନ ହେଉଛି।
ରାଜ୍ଯପାଳ ଯେତବେେଳେ ପାଉଲଙ୍କୁ କହିବା ପାଇଁ ଆଦେଶ ଦେଲେ, ସେତବେେଳେ ପାଉଲ ଉତ୍ତର ଦଇେ କହିଲେ, ମୁଁ ଜାଣେ ଯେ ଆପଣ ଅନକେ ବର୍ଷ ଧରି ଏ ଜାତିର ବିଚ଼ାରକର୍ତ୍ତା ଭାବରେ କାର୍ୟ୍ଯ କରିଆସୁଛନ୍ତି। ତେଣୁ ଆପଣଙ୍କ ସମ୍ମୁଖ ରେ ମୁଁ ଆନନ୍ଦ ରେ ମାରେ ପକ୍ଷସମର୍ଥନ କରୁଅଛ।
ପାଉଲ ଆତ୍ମରକ୍ଷାର ସୁଯୋଗ ପାଇ ଉତ୍ତର ଦେଲେ, ମୁଁ ଯିହୂଦୀୟ ବ୍ଯବସ୍ଥା କି ମନ୍ଦିର କି କାଇସରଙ୍କ ବିରୁଦ୍ଧ ରେ କୌଣସି ଦୋଷ କରି ନାହିଁ।
ମୁଁ ସମାନଙ୍କେୁ ଉତ୍ତର ଦଲେି, 'ଯେତବେେଳେ କୌଣସି ବ୍ଯକ୍ତି କୌଣସି ଦୋଷ ପାଇଁ ଅଭିୟୁକ୍ତ ହୁଏ, ସେ ନିଜ ଅଭିଯୋଗକାରୀମାନଙ୍କର ମୁଖାମୁଖି ନ ହବୋ ପର୍ୟ୍ଯନ୍ତ ଓ ନିଜ ବିରୁଦ୍ଧ ରେ ଆଗତ ଅଭିଯୋଗର ଉତ୍ତର ନଦବୋ ପର୍ୟ୍ଯନ୍ତ ରୋମୀୟମାନେ ସହେି ଲୋକକୁ ଅନ୍ୟ କାହାକୁ ବିଚ଼ାର ପାଇଁ ଦିଅନ୍ତି ନାହିଁ।'
ଆଗ୍ରିପ୍ପା ପାଉଲଙ୍କୁ କହିଲେ, ତୁମ୍ଭକୁ ନିଜ ସପକ୍ଷ ରେ କହିବା ପାଇଁ ଅନୁମତି ଦିଆଗଲା।
ପାଉଲ ଆତ୍ମରକ୍ଷା ପାଇଁ ଏହି ସବୁ କଥା କହିଲା ବେଳେ, ଫେଷ୍ଟ ଖୁବ୍ ଜାରେ ରେ କହିଲେ, ପାଉଲ, ତୁମ୍ଭେ ପାଗଳା ବହୁତ ପଢ଼ିବା କାରଣରୁ ତୁମ୍ଭେ ପାଗଳ ହାଇଯୋଇଛ।
ପାଉଲ ତିନି ଦିନ ପରେ ଯିହୂଦୀନେତାମାନଙ୍କୁ ଡ଼କାଇଲେ। ସମାନେେ ଏକତ୍ରୀତ ହେଲା ପରେ ସେ ସମାନଙ୍କେୁ କହିଲେ, ଭାଇମାନେ, ମୁଁ ଯଦି ଆମ୍ଭ ଲୋକମାନଙ୍କ ବିରୁଦ୍ଧ ରେ ବା ଆମ୍ଭ ପୂର୍ବପୁରୁଷ ମାନଙ୍କ ପରମ୍ପରା ବିରୁଦ୍ଧ ରେ କିଛି କରି ନଥିଲି, ତଥାପି ମାେତେ ୟିରୂଶାଲମ ରେ ବନ୍ଦୀ କରି ରୋମୀୟମାନଙ୍କ ପାଖ ରେ ସମର୍ପିତ କରାଗଲା।
ସମାନେେ ହୃଦୟ ରେ ଜାଣି ପାରନ୍ତି ଯେ କଣ ଠିକ୍ ଓ କଣ ଭୁଲ୍। ଯାହା ଠିକ୍ ତାହା ବ୍ଯବସ୍ଥା ଚ଼ା ହେଁ। ସମାନେେ ଠିକ୍ ଓ ଭୁଲ୍ ବିଷୟ ରେ ଯାହା ଅନୁଭବ କରନ୍ତି, ତାହା ଦଖାଇେ ମଧ୍ଯ ଦିଅନ୍ତି। େ ବେଳବେଳେ ସମାନଙ୍କେ ବିଚ଼ାର ସମାନଙ୍କେୁ କୁ ହେ ଯେ, ସମାନେେ ମନ୍ଦ କାମ କଲେ, ସମାନେେ ଦୋଷୀ ହୁଅନ୍ତି ଓ େ ବେଳବେଳେ ସମାନଙ୍କେର ବିଗ୍ଭର ସମାନଙ୍କେୁ କୁ ହେ ଯେ, ସମାନେେ ଉତ୍ତମ କାମ କଲେ, ସମାନେେ ନିଜକୁ ଦୋଷୀ ବିବଚେିତ କରନ୍ତି ନାହିଁ।
କେତକେ ମାରେ ବିଚାର କରିବାକୁ ଇଚ୍ଛା କରନ୍ତି। ସମାନଙ୍କେ ପାଇଁ ମାରେ ଉତ୍ତର ଏହି ଯେ,
ଦେଖ, ଈଶ୍ବରଙ୍କ ଇଚ୍ଛାନୁସା ରେ ତୁମ୍ଭମାନେେ ଏହି ଯେଉଁ ଦୁଃଖ ପାଇଲ ଏହା ତୁମ୍ଭମାନଙ୍କୁ ଉଦ୍ ଯୋଗୀ କରିଛି। ତୁମ୍ଭମାନେେ ଭୁଲ ରେ ନ ଥିଲ ବୋଲି ଏହା ପ୍ରମାଣିତ କରିଛି। ତୁମ୍ଭମାନଙ୍କ ପାଇଁ ଏହା କୋର୍ଧ, ଭୟ ଆଣିଛି, ଏବଂ ଆମ୍ଭ ସହିତ ମିଶିବା ପାଇଁ ତୁମ୍ଭମାନଙ୍କ ଭିତ ରେ ଇଚ୍ଛା ଜାଗ୍ରତ କରିଛି। ଏହା ତୁମ୍ଭମାନଙ୍କୁ ଅଧିକ ସମର୍ପିତ କରିଛି, ଏହା ତୁମ୍ଭମାନଙ୍କୁ ନ୍ଯାୟ ପ୍ରଦାନ କରିଛି। ତୁମ୍ଭମାନେେ ପ୍ରେତ୍ୟକକ କଥା ରେ ପ୍ରମାଣିତ କରି ଦଇେଛି ଯେ, ତୁମ୍ଭମାନେେ ସହେି ସମସ୍ଯାର କୌଣସି ଅଂଶ ପାଇଁ ମଧ୍ଯ ଦୋଷୀ ନ ଥିଲ।
ତୁମ୍ଭମାନେେ କ'ଣ ଭାବୁଛ ଯେ ଆମ୍ଭେ ଏତେ ସମୟ ଧରି ଆମ୍ଭ ପକ୍ଷ ରେ ୟୁକ୍ତି ବାଢୁ ଥିଲୁ। ଆମ୍ଭେ ଖ୍ରୀଷ୍ଟଙ୍କର ଅନୁସରଣକାରୀ ହିସାବ ରେ ପରମେଶ୍ବରଙ୍କ ଆଗ ରେ କହିଥିଲୁ। ତୁମ୍ଭମାନେେ ଆମ୍ଭର ପ୍ରିୟ ମିତ୍ର। ଆମ୍ଭେ ଯାହା କିଛି କହୁଛୁ ତାହା ତୁମ୍ଭମାନେେ ଆଧ୍ଯାତ୍ମିକ ଭାବରେ ଶକ୍ତିଶାଳୀ ହବେ ବୋଲି କହୁଛୁ।
ତୁମ୍ଭମାନଙ୍କ ବିଷୟ ରେ ମାରେ ଏପରି ଭାବିବା ଉଚିତ୍, କାରଣ ତୁମ୍ଭେ ସମସ୍ତେ ମାେ ହୃଦୟ ରେ ସ୍ଥାନ ପାଇଛ। ତୁମ୍ଭମାନେେ ପରମେଶ୍ବରଙ୍କ କୃପା ରେ ମାରେ ଭାଗୀଦାର। ବର୍ତ୍ତମାନ ମୁଁ ବନ୍ଦୀଘ ରେ ଅଛି, ଯେତବେେଳେ ମୁଁ ସୁସମାଚାରର ପକ୍ଷ ସମର୍ଥନ କରୁଛି ଓ ଯେତବେେଳେ ମୁଁ ସୁସମାଚାରର ସତ୍ଯ ପ୍ରମାଣିତ କରୁଛି, ସେତବେେଳେ ମଧ୍ଯ ତୁମ୍ଭମାନେେ ମାେ ସହିତ ପରମେଶ୍ବରଙ୍କ ଅନୁଗ୍ରହର ସହଭାଗୀ ଅଟ।
କିନ୍ତୁ ଅନ୍ୟ ଲୋକମାନେ ଖ୍ରୀଷ୍ଟଙ୍କ ବିଷୟ ରେ ପ୍ରଚାର କରୁଛନ୍ତି କାରଣ ସମାନେେ ସ୍ବାର୍ଥପର। ସମାନେେ ମନ୍ଦ ଅଭିପ୍ରାୟ ରେ ପ୍ରଚାର କରନ୍ତି। ସମାନେେ ବନ୍ଦୀଘ ରେ ମାେ ପାଇଁ ବିପଦ ସୃଷ୍ଟି କରିବା ପାଇଁ ଚାହାଁନ୍ତି।
ପ୍ରଥମଥର ନିଜକୁ ରକ୍ଷା କରିବା ପାଇଁ ମୁଁ ଅଦାଲତ ରେ ଠିଆ ହେଲା ବେଳେ କୌଣସି ଲୋକ ମାେତେ ସମର୍ଥନ କରିବାକୁ ଆଗଇେ ଆସି ନ ଥିଲା। ସମସ୍ତେ ମାେତେ ଛାଡ଼ି ଚାଲିଗଲେ। ମୁଁ ପ୍ରାର୍ଥନା କରେ ଯେ, ପ୍ରଭୁ ପରମେଶ୍ବର ସମାନଙ୍କେୁ କ୍ଷମା କରନ୍ତୁ। କିନ୍ତୁ ପ୍ରଭୁ ମାେ ସହିତ ଥିଲେ।
କିନ୍ତୁ ତୁମ୍ଭେ ପବିତ୍ର ଭାବରେ ପ୍ରଭୁ ଖ୍ରୀଷ୍ଟଙ୍କୁ ନିଜ ହୃଦୟ ରେ ଧରି ରଖ। ତୁମ୍ଭର ଭରସାର କାରଣ ବିଷୟ ରେ କହେି ତୁମ୍ଭକୁ ପ୍ରଶ୍ନ କଲେ ତାହାକୁ ବୁଝାଇବା ପାଇଁ ସର୍ବଦା ପ୍ରସ୍ତୁତ ରହିଥାଅ।