Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 22:13 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 22:13 · ଓଡ଼ିଆ ବାଇବେଲ

ହନନିୟ ମାେ ପାଖ ରେ ଆସି ଠିଆ ହାଇେ କହିଲେ, ' ହେ ଭାଇ ଶାଉଲ, ତୁମ୍ଭେ ପୁଣି ଥରେ ଦେଖିବାକୁ ପାଅ।' ମୁଁ ସହେି ମୁହୂର୍ତ୍ତ ରେ ତାହାଙ୍କୁ ଦେଖିପାରିଲି।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 9:17

ତେଣୁ ହନନିୟ ୟିହୂଦାଙ୍କ ଘରକୁ ଯାଇ ଶାଉଲଙ୍କ ଉପରେ ହାତ ରଖିଲେ ଓ କହିଲେ, ଭାଇ ଶାଉଲ! ପ୍ରଭୁ ଯୀଶୁ ମାେତେ ପଠାଇଛନ୍ତି, ସେ ତୁମ୍ଭର ଆସିବା ବାଟରେ ତୁମ୍ଭକୁ ଦର୍ଶନ ଦଇେଥିଲେ, ଯେପରି ତୁମ୍ଭେ ପୁଣି ଥରେ ଦେଖିପାରିବ ଓ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହାଇପୋରିବ।

ଫିଲୀମୋନଙ୍କ ପ୍ରତି ପତ୍ର 1:16

ଦାସ ହବୋ ପାଇଁ ନୁହେଁ, ବରଂ ଦାସଠାରୁ ବଳି ଏକ ପ୍ରିୟ ଭାଇ ଭଳି। ମୁଁ ତାହାକୁ ବହୁତ ଭଲ ପାଏ। କିନ୍ତୁ ତୁମ୍ଭେ ଆହୁରି ଅଧିକ ଭଲ ପାଇବ। ତୁମ୍ଭେ ତାହାକୁ ଜଣେ ମଣିଷ ଓ ପ୍ରଭୁଙ୍କଠା ରେ ଜଣେ ଭାଇ ଭଳି ଭଲ ପାଇବ।

Interlinear

Choose Theme