Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 22:15 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 22:15 · ଓଡ଼ିଆ ବାଇବେଲ

କାରଣ ତୁମ୍ଭେ ସମସ୍ତ ଲୋକମାନଙ୍କ ପାଖ ରେ ତାହାଙ୍କର ସାକ୍ଷୀ ହବେ। ତୁମ୍ଭେ ଯାହା ଯାହା ଦେଖିଛ ଓ ଶୁଣିଛ, ତାହା ସମସ୍ତଙ୍କୁ କହିବ।

Cross references

ଲୂକଲିଖିତ ସୁସମାଚାର 24:47

ତୁମ୍ଭମାନେେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭମାନେେ ତା'ର ସାକ୍ଷୀ। ତୁମ୍ଭମାନେେ ଲୋକମାନଙ୍କ ପାଖକୁ ଯାଇ କୁହ । ଯେ ସମାନଙ୍କେର ପାପ ଗୁଡିକୁ କ୍ଷମା କରାଯାଇ ପାରିବ। ସମାନଙ୍କେୁ କୁହ ଯେ, ସମାନେେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ।

ଯୋହନଲିଖିତ ସୁସମାଚାର 15:27

ତୁମ୍ଭେ ମାେ ବିଷୟ ରେ ଲୋକମାନଙ୍କୁ ମଧ୍ଯ କହିବ, କାରଣ ତୁମ୍ଭମାନେେ ପ୍ରଥମରୁ ମାେ ସହିତ ରହିଛ।

ରେରିତମାନଙ୍କ କାର୍ଯ୍ୟର ବିବରଣ 1:8

କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭମାନେେ ଶକ୍ତି ପାଇ ତୁମ୍ଭମାନେେ ମାରେ ସାକ୍ଷୀ ହବେ। ପ୍ରଥମେ ୟିରୂଶାଲମର ଲୋକମାନଙ୍କୁ, ତା'ପରେ ତୁମ୍ଭମାନେେ ସମଗ୍ର ୟିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳ ରେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 1:22

ଅନ୍ୟଭାଷା ରେ କହିବାକୁ ଗଲେ, ଯୋହନଙ୍କ ଦ୍ବାରା ବାପ୍ତିଜିତ ହବୋ ଦିନଠାରୁ ଯୀଶୁଙ୍କୁ ଆମ୍ଭମାନଙ୍କ ମଧ୍ଯରୁ ଉର୍ଦ୍ଧ୍ବକୁ ନିଆ ହାଇଯେିବା ପର୍ୟ୍ଯନ୍ତ ଏହି ଲୋକ ଜଣଙ୍କ ଆମ୍ଭ ସଙ୍ଗ ରେ ରହିଥିବା ଉଚ଼ିତ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:20

ସମାନେେ ପ୍ ରରେିତମାନଙ୍କୁ ଦଣ୍ଡ ଦବୋପାଇଁ ବାଟ ପାଇଲେ ନାହିଁ, କାରଣ ଲୋକେ ଏ ଘଟଣା ପାଇଁ ପରମେଶ୍ବରଙ୍କର ଗୁଣଗାନ କରୁଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:39

ଯୀଶୁ ୟିହୂଦା ଦେଶ ରେ ଓ ୟିରୂଶାଲମ ରେ ଯାହାସବୁ କରିଥିଲେ ସହେିସବୁ ଆମ୍ଭେ ନିଜେ ଦେଖିଅଛୁ। ଆମ୍ଭେ ତାହାର ସାକ୍ଷୀ ଅଟୁ। ସମାନେେ ତାହାଙ୍କୁ ବଧକଲେ। କାଠ ନିର୍ମିତ କୃଶ ରେ ସମାନେେ ତାହାଙ୍କୁ ଚ଼ଢ଼ାଇ ହତ୍ଯା କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 22:14

ସେ ମାେତେ କହିଲେ, 'ଆମ୍ଭମାନଙ୍କ ପୈତୃକ ପରମେଶ୍ବର ତାହାଙ୍କର ଇଚ୍ଛା ଜାଣିବା ନିମନ୍ତେ, ଓ ସହେି ଧାର୍ମିକ ବ୍ଯକ୍ତିଙ୍କୁ ଦେଖିବା ଓ ତାହାଙ୍କ ମୁଖର କଥା ଶୁଣିବା ନିମନ୍ତେ ତୁମ୍ଭକୁ ମନୋନୀତ କରି ଅଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:11

ସହେି ରାତି ରେ ପ୍ରଭୁ ପାଉଲଙ୍କ ପାଖ ରେ ଠିଆ ହାଇେ କହିଲେ, ସାହସୀ ହୁଅ। ତୁମ୍ଭେ ମାେ ବିଷୟ ରେ ୟିରୁଶାଲମ ରେ ଯେପରି ସାକ୍ଷ୍ଯ ଦଇେଛ ଠିକ୍ ସହେିପରି ରୋମ ରେ ମଧ୍ଯ ଦବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 26:16

ତୁମ୍ଭେ ଏବେ ଠିଆହୁଅ। ମୁଁ ତୁମ୍ଭକୁ ଜଣେ ସବେକରୂପେ ନିୟୁକ୍ତ କରିବା ପାଇଁ ତୁମ୍ଭ ନିକଟରେ ଦଖାେ ଦଇେଅଛି। ତୁମ୍ଭେ ମାେ ବିଷୟ ରେ ଯାହା ଦେଖିଲ, ଓ ଯାହା ମୁଁ ତୁମ୍ଭକୁ ଦଖାଇବେି, ତୁମ୍ଭେ ତା'ର ସାକ୍ଷୀ ହବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 26:20

ମୁଁ ପ୍ରଥମେ ଦମ୍ମସକେ ନଗର ରେ, ପରେ ୟିରୂଶାଲମ ରେ ସମଗ୍ର ୟିହୂଦା ଓ ଅଣଯିହୂଦୀ ଦେଶମାନଙ୍କ ରେ ମଧ୍ଯ ପ୍ରଚ଼ାର କଲି। ମୁଁ ସମାନଙ୍କେୁ ଅନୁତାପ କରି ପରମେଶ୍ବରଙ୍କ ପାଖକୁ ଫରେିବା ପାଇଁ କହିଲି। ସମାନଙ୍କେ ହୃଦୟ ପରିବର୍ତ୍ତନ ପାଇଁ ଉଚ଼ିତ କାର୍ୟ୍ଯ କରିବା ପାଇଁ ମଧ୍ଯ କହିଲି।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:24

'ଭୟ କରନାହିଁ, ପାଉଲ! ତୁମ୍ଭେ ନିଶ୍ଚୟ କାଇସରଙ୍କ ସମ୍ମୁଖକୁ ୟିବ। ପରମେଶ୍ବର ତୁମ୍ଭ ହତେୁ ତୁମ୍ଭର ସମସ୍ତ ସହଯାତ୍ରୀଙ୍କ ଜୀବନ ରକ୍ଷା କରିବେ।'

Interlinear

Choose Theme