Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 22:26 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 22:26 · ଓଡ଼ିଆ ବାଇବେଲ

ଏ କଥା ଅଧିକାରୀ ଶୁଣି ସନୋଧ୍ଯକ୍ଷଙ୍କୁ ଜଣାଇଲେ। ଅଧିକାରୀ କହିଲେ, ତୁମ୍ଭେ ଜାଣ, ତୁମ୍ଭେ କଣ କରୁଛ? ଏ ଲୋକ ଜଣେ ରୋମୀୟ ନାଗରିକ?

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 22:29

ପାଉଲ ଜଣେ ରୋମୀୟ ନାଗରିକ ବୋଲି ଜାଣିବା ପରେ ତାହାଙ୍କୁ ପ୍ରଶ୍ନ କରିବା ପାଇଁ ଯାଉଥିବା ଲୋକମାନେ ସଙ୍ଗେ ସଙ୍ଗେ ତାହାଙ୍କୁ ଛାଡ଼ି ଚ଼ାଲି ଗଲେ। ସନୋଧ୍ଯକ୍ଷ ମଧ୍ଯ ତାହାଙ୍କୁ ବାନ୍ଧି ବେତ୍ରାଘାତ କରିବା ପାଇଁ ଆଦେଶ ଦଇେଥିବାରୁ ଡ଼ରିଗଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:27

ଯୀହୂଦୀମାନେ ଏହି ଲୋକକୁ ଧରି ନଇେ ହତ୍ଯା କରିବା ପାଇଁ ଚେ଼ଷ୍ଟା କରୁଥିଲେ। ମୁଁ ଘଟଣା ସ୍ଥଳ ରେ ସୈନ୍ଯମାନଙ୍କ ସହିତ ପହଞ୍ଚିଲି ଓ ତାହାଙ୍କୁ ରକ୍ଷା କଲି। ମୁଁ ଜାଣିବାକୁ ପାଇଲି ସେ ଜଣେ ରୋମୀୟ ନାଗରିକ।

Interlinear

Choose Theme