Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 23:17 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 23:17 · ଓଡ଼ିଆ ବାଇବେଲ

ତା'ପରେ ପାଉଲ ଜଣେ ସନୋ ଅଧିକାରୀଙ୍କୁ ଡ଼ାକି କହିଲେ, ଏହି ୟୁବକକୁ ସନୋଧ୍ଯକ୍ଷଙ୍କ ନିକଟକୁ ନଇଯାେଅ। ତା'ର ତାହାଙ୍କୁ କିଛି କହିବାର ଅଛି।

Cross references

ହିତୋପଦେଶ 22:3

ଚତୁର ଲୋକ ବିପଦ ଦେଖେ ଏବଂ ଏହାକୁ ଦୂର କରେ। ମାତ୍ର ଅ ବୋଧ ଲୋକମାନେ ବିପଦକୁ ଆବୋରି ନିଅନ୍ତି ଏବଂ କ୍ଷତିଗ୍ରସ୍ତ ହୁଅନ୍ତି।

ମାଥିଉଲିଖିତ ସୁସମାଚାର 8:8

ସନୋପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମାେ ଘରକୁ ଆସିବେ, ତାହାପାଇଁ ମୁଁ ଯୋଗ୍ଯ ନୁହେଁ। ଆପଣ କବଳେ ଆଦେଶ ଦଇେ ଦିଅନ୍ତୁ। ମାରେ ଦାସ ଭଲ ହାଇଯେିବ।

ମାଥିଉଲିଖିତ ସୁସମାଚାର 10:16

ସାବଧାନ, ଗଧିଆମାନଙ୍କ ଭିତ ରେ ମଷେମାନଙ୍କୁ ଛାଡିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ। କପୋତ ଭଳି ନିରୀହ ହୁଅ।

ରେରିତମାନଙ୍କ କାର୍ଯ୍ୟର ବିବରଣ 22:26

ଏ କଥା ଅଧିକାରୀ ଶୁଣି ସନୋଧ୍ଯକ୍ଷଙ୍କୁ ଜଣାଇଲେ। ଅଧିକାରୀ କହିଲେ, ତୁମ୍ଭେ ଜାଣ, ତୁମ୍ଭେ କଣ କରୁଛ? ଏ ଲୋକ ଜଣେ ରୋମୀୟ ନାଗରିକ?

ରେରିତମାନଙ୍କ କାର୍ଯ୍ୟର ବିବରଣ 23:23

ସନୋଧ୍ଯକ୍ଷ ଦୁଇ ଜଣ ସନୋପତିଙ୍କୁ ଡ଼ାକି କହିଲେ, ଆଜି ରାତି ନ'ଟା ବେଳେ କାଇସରୀଆକୁ ୟିବା ପାଇଁ 200 ପଦାତିକ ସୈନ୍ଯ, 70 ଜଣ ଅଶ୍ବାରୋହୀ, 200 ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର।

Interlinear

Choose Theme