Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 23:20 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 23:20 · ଓଡ଼ିଆ ବାଇବେଲ

ସେ କହିଲା, ଯିହୂଦୀମାନେ ପାଉଲଙ୍କୁ ଆହୁରି ଅଧିକ ପ୍ରଶ୍ନ ପଚ଼ାରିବାର ବାହାନା ରେ ଆସନ୍ତା କାଲି ତାହାଙ୍କର ମହାସଭାକୁ ଆଣିବା ଉଦ୍ଦେଶ୍ଯ ରେ ଆପଣଙ୍କୁ କହିବାକୁ ସ୍ଥିର କରିଛନ୍ତି।

Cross references

ଗୀତସଂହିତା 12:2

ଲୋକମାନେ ନିଜ ପଡ଼ୋଶୀ ସହିତ ମିଥ୍ଯା କହନ୍ତି। ପ୍ରେତ୍ୟକକ ମଣିଷ ଆଜି ଚାଟୁକାର ସାଜି ପଡ଼ୋଶୀମାନଙ୍କୁ ମିଥ୍ଯା କଥାରେ ଭୁଲାଇ କହନ୍ତି।

ଦାନିଏଲ 6:5

ଶଷେ ରେ ସହେି ଲୋକମାନେ କହିଲେ, ଆମ୍ଭମାନେ ଦାନିୟେଲଙ୍କ ବିଷଯ ରେ କୌଣସି ଦୋଷ ପାଇବା ନାହିଁ। ତେଣୁ ତାଙ୍କ ପରମେଶ୍ବର ବ୍ଯବସ୍ଥା ସମ୍ବନ୍ଧ ରେ ଦୋଷ ଦେଖିବା।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:1

ପାଉଲ ଏକ ଲୟ ରେ ସହାସଭାକୁ ଚ଼ାହିଁ କହିଲେ, ହେ ମାରେ ଭାଇମାନେ! ମୁଁ ଆଜି ପର୍ୟ୍ଯନ୍ତ ଉତ୍ତମ ବିବକେ ଅନୁସାରେ କର୍ମ କରି ପରମେଶ୍ବରଙ୍କ ସମ୍ମୁଖ ରେ ଜୀବନ ଅତିବାହିତ କରିଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:14

ସମାନେେ ମୁଖ୍ଯ ଯାଜକ ଓ ପ୍ରାଚ଼ୀନମାନଙ୍କ ପାଖକୁ ଯାଇ କହିଲେ, ଆମ୍ଭେ ପ୍ରତିଜ୍ଞା କରିଛୁ ଯେ, ପାଉଲଙ୍କୁ ବଧ ନକରିବା ପର୍ୟ୍ଯନ୍ତ କହେି ଭୋଜନ ସ୍ପର୍ଶ କରିବୁ ନାହିଁ।

Interlinear

Choose Theme