Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 23:23 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 23:23 · ଓଡ଼ିଆ ବାଇବେଲ

ସନୋଧ୍ଯକ୍ଷ ଦୁଇ ଜଣ ସନୋପତିଙ୍କୁ ଡ଼ାକି କହିଲେ, ଆଜି ରାତି ନ'ଟା ବେଳେ କାଇସରୀଆକୁ ୟିବା ପାଇଁ 200 ପଦାତିକ ସୈନ୍ଯ, 70 ଜଣ ଅଶ୍ବାରୋହୀ, 200 ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର।

Cross references

ମାଥିଉଲିଖିତ ସୁସମାଚାର 14:25

ଯୀଶୁ ହ୍ରଦ ଉପରେ ଚାଲିକରି ରାତ୍ରିର ଚତୁର୍ଥ ପ୍ରହର ରେ ଶିଷ୍ଯମାନଙ୍କ ପାଖ ରେ ଯାଇ ପହନ୍ଚିଲେ।

ଲୂକଲିଖିତ ସୁସମାଚାର 12:38

ସହେି ଚାକରମାନଙ୍କୁ ମାଲିକଙ୍କ ପାଇଁ ଅଧରାତି ବା ତା'ଠାରୁ ଆହୁରି ଅଧିକ ସମୟ ଅପେକ୍ଷା କରିବାକୁ ପଡିପା ରେ। କିନ୍ତୁ ମାଲିକ ଯେତବେେଳେ ଫରେିଆସି ସମାନଙ୍କେୁ ସପେର୍ୟ୍ଯନ୍ତ ଅପେକ୍ଷା କରିଥିବାର ଦେଖିବେ, ସେତବେେଳେ ସମାନେେ ଖୁସି ହାଇଯେିବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:40

କିନ୍ତୁ ଫିଲିପ୍ପ ଅଷ୍ଦୋଦ ନଗର ରେ ଦଖାଦେେଲେ ଓ କାଇସରୀଆ ନଗରକୁ ୟିବା ବାଟରେ ସବୁ ସହର ରେ ଲୋକମାନଙ୍କୁ ସୁସମାଚ଼ାର ପ୍ରଚ଼ାର କରି ଚ଼ାଲିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:31

ତେଣୁ ତାହାଙ୍କ ଆଦେଶ ଅନୁସାରେ, ସୈନିକମାନେ ପାଉଲଙ୍କୁ ଧରି ନେଲେ ଏବଂ ରାତ୍ରୀ ରେ ଆନ୍ତିପାତ୍ରି ନଗରକୁ ଆଣିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:33

ସମାନେେ କାଇସରୀଆ ରେ ପହଞ୍ଚି ରାଜ୍ଯପାଳକୁ ପତ୍ରଟି ଦେଲେ। ତା'ପରେ ସମାନେେ ପାଉଲଙ୍କୁ ତାହାଙ୍କ ହାତ ରେ ସମର୍ପଣ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 24:7

କିନ୍ତୁ ସତେିକି ବେଳେ ଆମ୍ଭେ ତାହାକୁ ଧରିନଲେୁ।

Interlinear

Choose Theme