Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 23:28 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 23:28 · ଓଡ଼ିଆ ବାଇବେଲ

ମୁଁ ଏହି ଲୋକକୁ ସମାନଙ୍କେର ମହାସଭାକୁ ନଇେ ତାହା ବିରୁଦ୍ଧ ରେ ଥିବା ଅଭିଯୋଗ ଜାଣିବାକୁ ଚ଼ାହୁଁଥିଲି।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 22:30

ତହିଁ ଆର ଦିନ ସନୋଧ୍ଯକ୍ଷ ଜାଣିବା ପାଇଁ ଚାହିଁଲେ, ଯିହୂଦୀମାନେ ପ୍ରକୃତ ରେ ପାଉଲଙ୍କ ବିରୁଦ୍ଧ ରେ କଣ ଦୋଷରୋପ କରୁଥିଲେ। ତେଣୁ ସେ ପାଉଲଙ୍କୁ ମୁକ୍ତ କରି ଦେଲେ ଏବଂ ୟିହୁଦୀ ମୁଖ୍ଯ ଯାଜକମାନଙ୍କୁ ଓ ସମଗ୍ର ଯିହୂଦୀ ମହାସଭା ଏକାଠି ହବୋକୁ ଆଦେଶ ଦେଲେ। ତା'ପରେ ସନୋଧ୍ଯକ୍ଷ ପାଉଲଙ୍କର ଶିକୁଳି ଖାଲିେ ଦେଲେ। ସେ ପାଉଲଙ୍କୁ ମହାସଭା ସମ୍ମୁଖ ରେ ବିଚ଼ାର ପାଇଁ ଠିଆ କରାଇଲେ।

Interlinear

Choose Theme