ଏହି ବ୍ଯକ୍ତିମାନଙ୍କ ଭଳି, ମୁଁ ମଧ୍ଯ ପରମେଶ୍ବରଙ୍କଠା ରେ ଏହି ଭରସା ରଖିଛି ଯେ, ଉଭୟ ଉତ୍ତମ ଓ ଦୁଷ୍ଟ ଲୋକମାନଙ୍କର ମୃତ୍ଯୁରୁ ପୁନରୁତ୍ଥାନ ହବେ।
Cross references
ମୁଁ ଜାଣେ ମାରେ ରକ୍ଷାକର୍ତ୍ତା ଜୀବିତ ଏବଂ ଶଷେ ରେ ସେ ମାେତେ ରକ୍ଷା କରିବା ପାଇଁ ପୃଥିବୀ ରେ ଠିଆ ହବେେ।
ପୁଣି ଯେଉଁମାନେ ମୃତ ଓ କବର ପ୍ରାପ୍ତ ସମାନଙ୍କେ ମଧ୍ଯରୁ ଅନକେ ଜାଗି ଉଠିବେ। କେତକେ ଅନନ୍ତ ଜୀବନ, କେତକେ ଲଜ୍ଜା ଓ କେତକେ ଚିର ଅପମାନ ଭୋଗ ପାଇଁ ଉଠିବେ।
ମୃତର ପୁନରୁତ୍ଥାନ ବିଷୟ ରେ ପରମେଶ୍ବର ତୁମ୍ଭକୁ କଣ କହିଛନ୍ତି, ତାହା କ'ଣ ତୁମ୍ଭେ ପଢ଼ିନାହଁ?
ତୁମ୍ଭେ ଏଥି ରେ ଆଶ୍ଚର୍ୟ୍ଯ ହୁଅ ନାହିଁ। ଏପରି ସମୟ ଆସୁଛି, ଯେତବେେଳେ ସମାଧିସ୍ଥ ସମସ୍ତ ମୃତ ଲୋକମାନେ ତାହାଙ୍କର ସ୍ବର ଶୁଣିବେ।
ସଭା ରେ ସମାନଙ୍କେ ଭିତରୁ କେତକେ ଲୋକ ସାଦ୍ଦୁକୀ ଓ ଅନ୍ୟ କେତକେ ଫାରୁଶୀ ମଧ୍ଯ ଥିଲେ। ଏହା ପାଉଲ ଜାଣିପାରିଲେ। ତେଣୁ ସେ ଖୁବ୍ ଜୋର୍ ରେ କହିଲେ, ହେ ଭାଇମାନେ, ମୁଁ ଜଣେ ଫାରୂଶୀ ଓ ମାେ ପିତା ମଧ୍ଯ ଫାରୂଶୀ ଥିଲେ। ମୁଁ ଲୋକମାନଙ୍କର ମୃତ୍ଯୁରୁ ପୁନରୁତ୍ଥାନ ରେ ବିଶ୍ବାସ କରେ। ଏହି ବିଶ୍ବାସ ପାଇଁ ମୁଁ ଆଜି ଏଠା ରେ ଏହି ବିଚ଼ାରର ସମ୍ମୁଖୀନ ହେଉଛି।
ମୁଁ କବଳେ ଗୋଟିଏ କଥା ସମାନଙ୍କେ ମଧିଅରେ ଠିଆ ହାଇେ ଜାରେ ରେ କହିଥିଲି ଯେ, 'ମୃତ୍ଯୁରୁ ଲୋକମାନଙ୍କର ପୁନରୁତ୍ଥାନ ହବେ ବୋଲି ବିଶ୍ବାସ କରୁଥିବାରୁ ମାରେଆଜି ସଭା ସମ୍ମୁଖ ରେ ବିଚ଼ାର ହେଉଛି।'
ଆମ୍ଭମାନଙ୍କ ପୂର୍ବପୁରୁଷଙ୍କ ନିକଟରେ ପରମେଶ୍ବର ଯେଉଁ ପ୍ରତିଜ୍ଞା କରିଥିଲେ, ସହେି ପ୍ରତିଜ୍ଞା ଉପରେ ନିର୍ଭର କରିଥିବାରୁ ମାରେଆଜି ବିଚ଼ାର ହେଉଛି।
ଏଇଥିପାଇଁ ମୁଁ ତୁମ୍ଭମାନଙ୍କ ସଙ୍ଗେ ସାକ୍ଷାତ କରିବା ଓ କଥା ହବୋ ପାଇଁ ଚ଼ାହିଁଲି। ଇଶ୍ରାୟେଲର ଭରସା ରେ ବିଶ୍ବାସ କରୁଥିବା ହତେୁ ମୁଁ ଆଜି ଏହି ଶିକୁଳି ରେ ବନ୍ଧା ହାଇେଛି।
ଯୀଶୁଖ୍ରୀଷ୍ଟ ମୃତ୍ଯୁରୁ ଉତ୍ଥିତ ହାଇେଥିଲେ, ଏହା ପ୍ରଚାରିତ ହାଇେଛି, ତା' ହେଲେ ତୁମ୍ଭମାନଙ୍କ ମଧ୍ଯରୁ କେତଜେଣ କାହିଁକି କୁହନ୍ତି ଯେ, ଲୋକେ ମୃତ୍ଯୁରୁ ଉତ୍ଥିତ ହାଇପୋରିବେ ନାହିଁ।
ସେ ସ୍ବର୍ଗରୁ ଆସିବେ ଏବଂ ଯେଉଁ ଶକ୍ତି ବଳ ରେ ସବୁ ବିଷୟକୁ ନିଜ ଅଧୀନସ୍ଥ କରନ୍ତି, ସହେି ଶକ୍ତି ବଳ ରେ ସେ ଆମ୍ଭର ହୟେ, ଦହଗେୁଡ଼ିକୁ ପରିବର୍ତ୍ତନ କରି ତାଙ୍କ ନିଜର ଦହେ ଭଳି ଗୌରବମୟ କରି ଦବେେ।
ଆମ୍ଭେ ବିଶ୍ବାସ କରୁ ଯେ, ଯୀଶୁ ମଲେ। କିନ୍ତୁ ଆମ୍ଭେ ବିଶ୍ବାସ କରୁ ଯେ, ଯୀଶୁ ପୁନରୁତ୍ଥିତ ହେଲେ। ଅତଏବ, ଯୀଶୁଙ୍କ ହତେୁ ଯୀଶୁଙ୍କ ସହିତ ମୃତ ବ୍ଯକ୍ତିମାନଙ୍କୁ ପରମେଶ୍ବର ଏକାଠି ଆଣିବେ।
ଏହି ପ୍ରଥମ ପୁନରୁତ୍ଥାନ ରେ ଯେଉଁମାନେ ଅଂଶୀ ହୁଅନ୍ତି, ସମାନେେ ଧନ୍ଯ ଓ ପବିତ୍ର। ଏମାନଙ୍କ ଉପରେ ଦ୍ବିତୀୟ ମୃତ୍ଯୁର କୌଣସି କ୍ଷମତା ନାହିଁ। ସହେି ଲୋକମାନେ ପରମେଶ୍ବରଙ୍କର ଓ ଖ୍ରୀଷ୍ଟଙ୍କର ଯାଜକ ହବେେ। ସମାନେେ ତାହାଙ୍କ ସହିତ ଏକହଜାର ବର୍ଷ ପର୍ୟ୍ଯନ୍ତ ଶାସନ କରିବେ।
ମୁଁ ବଡ଼ଠାରୁ ସାନ ପର୍ୟ୍ଯନ୍ତ ମୃତବ୍ଯକ୍ତିଙ୍କୁ ସିଂହାସନ ସାମନା ରେ ଠିଆ ହବୋର ଦେଖିଲି। ଜୀବନ ପୁସ୍ତକ ଖାେଲାଥିଲା। ସଠାେରେ ଅନ୍ୟ ପୁସ୍ତକଗୁଡ଼ିକ ମଧ୍ଯ ଖାେଲାଥିଲା। ମୃତ ଲୋକମାନଙ୍କର ନିଜନିଜ କର୍ମ ଅନୁସାରେ ବିଚାର ହେଲା। ସହେି ପୁସ୍ତକଗୁଡ଼ିକରେ ଏସବୁ ବିଷୟ ଲଖାଯାେଇଥିଲା।