Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 24:17 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 24:17 · ଓଡ଼ିଆ ବାଇବେଲ

ମୁଁ ବହୁତ ବର୍ଷ ପର୍ୟ୍ଯନ୍ତ ୟିରୂଶାଲମରୁ ଦୂର ରେ ଥିଲି। ତା'ପରେ ମାେ ଦରିଦ୍ର ଯିହୂଦୀମାନଙ୍କୁ ଅର୍ଥ ସାହାୟ୍ଯ ଦବୋ ପାଇଁ ଓ ପରମେଶ୍ବରଙ୍କ ପାଖ ରେ ଦାନ ଉତ୍ସର୍ଗ କରିବା ପାଇଁ ୟିରୂଶାଲମକୁ ଫରେିଲି।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 11:29

ସେଥିପାଇଁ ବିଶ୍ବାସୀମାନେ ସ୍ଥିର କଲେ ଯେ, ସମାନେେ ଯଥାଶକ୍ତି ସାହାୟ୍ଯ ପାଠାଇବେ। ପ୍ରେତ୍ୟକକ ବିଶ୍ବାସୀ ନିଜର ସାଧ୍ଯମତେ ସାହାୟ୍ଯ ଦବୋପାଇଁ ଯୋଜନା କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:16

ପାଉଲ ଏସିଆ ରେ ଅଧିକ ସମୟ ରହିବାପାଇଁ ଇଚ୍ଛା କରୁ ନଥିଲେ। ସେ ଏଫିସ ରେ ନ ଅଟକିବା ପାଇଁ ନିର୍ଣ୍ଣୟ କଲେ। ସମ୍ଭବ ହେଲେ ସେ ପେଣ୍ଟିକଷ୍ଟ ଦିନ ସୁଦ୍ଧା ୟିରୂଶାଲମ ରେ ପହଞ୍ଚିବାପାଇଁ ତର ତର ହେଉଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:31

ତେଣୁ ତୁମ୍ଭମାନେେ ସାବଧାନ ହାଇେ ରୁହ। ତୁମ୍ଭମାନେେ ମନେପକାଅ ଯେ, ମୁଁ ତିନି ବର୍ଷ ପର୍ୟ୍ଯନ୍ତ ତୁମ୍ଭମାନଙ୍କ ପାଖ ରେ ରହି ଆଖିର ଲୁହ ରେ ପ୍ରେତ୍ୟକକଙ୍କୁ ଦିନରାତି ସତର୍କ ବାଣୀ ଶୁଣାଇ ଥିଲି।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:26

ତେଣୁ ପାଉଲ ତହିଁ ଆରଦିନ ସହେି ଚ଼ାରିଜଣ ଲୋକଙ୍କୁ ସାଙ୍ଗ ରେ ନଇେ ଆପଣାକୁ ଶୁଚ଼ି କଲେ। ତା'ପରେ ସେ ମନ୍ଦିରକୁ ଯାଇ କେଉଁ ଦିନ କ୍ରିଯା ସମାରୋହର ଦିନ ପୁରି ୟିବ ଓ ସମାନଙ୍କେ ମଧ୍ଯରୁ ପ୍ରେତ୍ୟକକଙ୍କ ପାଇଁ ଦାନ ଦିଆୟିବ, ସହେି ବିଷୟ ରେ ଘୋଷଣା କଲେ।

ରୋମୀୟଙ୍କ ପ୍ରତି ପତ୍ର 15:25

ପରମେଶ୍ବରଙ୍କ ଲୋକଙ୍କ ସବୋ ରେ ଏବେ ମୁଁ ୟିରୁଶାଲମ ଯାଉଛି।

ରୋମୀୟଙ୍କ ପ୍ରତି ପତ୍ର 15:31

ପ୍ରାର୍ଥନା କର ଯେ, ମୁଁ ଯିହୁଦାଠା ରେ ଅବିଶ୍ବାସୀଲୋକମାନଙ୍କ କବଳରୁ ରକ୍ଷା କରିବି। ଏବଂ ଏଥିପାଇଁ ମଧ୍ଯ ପ୍ରାର୍ଥନା କରେ ଯେ, ୟିରୂଶାମଲଠା ରେ ଯାହା ସାହାୟ୍ଯ ପହଁଞ୍ଚିବ ସେଥି ରେ ପରମେଶ୍ବରଙ୍କ ଲୋକେ ପ୍ରସନ୍ନ ହବେେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 16:1

ବର୍ତ୍ତମାନ ପରମେଶ୍ବରଙ୍କ ଲୋକମାନଙ୍କର ସାହାୟ୍ଯ ପାଇଁ ଅର୍ଥ ସଂଗ୍ରହ ବିଷୟ ରେ ମୁଁ ଗାଲାତୀୟ ମଣ୍ଡଳୀକୁ ଏ ସର୍କ ରେ ଦଇେ ଥିବା ନିର୍ଦ୍ଦଶମାନେ ତୁମ୍ଭମାନେେ ଅବଶ୍ଯ ପାଳନ କରିବା ଉଚିତ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:1

ଭାଇ ଓ ଭଉଣୀମାନେ! ପରମେଶ୍ବର ମାକିଦନିଆର ମଣ୍ଡଳୀମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ପ୍ରକାଶ କରିଛନ୍ତି, ସହେି ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଇବାକୁ ଇଚ୍ଛା କରୁଛୁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:9

ତୁମ୍ଭମାନେେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ସହିତ ପରିଚିତ। ତୁମ୍ଭମାନେେ ଜାଣ ଯେ, ଖ୍ରୀଷ୍ଟ ଈଶ୍ବରଙ୍କଠା ରେ ଧନୀ ହାଇେଥିଲେ ମଧ୍ଯ, ତୁମ୍ଭମାନଙ୍କ ପାଇଁ ସେ ଗରିବ ହେଲେ। ତାହାଙ୍କର ଗରିବ ହବୋ ଦ୍ବାରା ତୁମ୍ଭମାନେେ ଯେପରି ଧନୀ ହୁଅ, ସେଥିପାଇଁ ଯୀଶୁଖ୍ରୀଷ୍ଟ ଏପରି କଲେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 9:1

ପରମେଶ୍ବରଙ୍କ ଲୋକମାନଙ୍କ ପାଇଁ ଏହି ସବୋ ବିଷୟ ରେ ଏପରି ଲେଖିବା ମାେ ପାଇଁ ପ୍ରକୃତ ରେ ଆବଶ୍ଯକ ନୁହେଁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 9:12

ଏହି ସବୋ ଯେଉଁଥି ରେ କି ତୁମ୍ଭମାନଙ୍କର ଏକ ଭାଗ ରହିଛି ତା'ଦ୍ବାରା କବଳେ ଯେ ସାଧୁ ମାନଙ୍କର ଆବଶ୍ଯକତା ପୂରଣ ହୁଏ, ତା' ନୁହେଁ ବରଂ ପରମେଶ୍ବରଙ୍କ ପ୍ରତି ହୃଦୟ ଧନ୍ଯବାଦ ରେ ଉଚ୍ଛୁଳି ଉେଠ।

ଗାଲାତୀୟଙ୍କ ପ୍ରତି ପତ୍ର 2:10

ସସମାଲନ ଆମ୍ଭକୁସଗାଟିଏ କଥା କହିବା ଉପଲରସଜାରସଦଲଲସଯ, ଆମ୍ଲଭସଯପରି ଅଭାବଲର ଥିବା ଗରୀବସଲାକମାନଙ୍କୁ ସାହାୟ୍ଯ କରିବା କଥା ମଲନ ରଖୁ। ଏହି କାମଟି କରିବା ପାଇଁ ମୁଁସଯ କଲବଳ ଇଚ୍ଛା କରୁଥିଲି ତା ନୁଲହଁ, ବରଂ ଏଥିପାଇଁସମାର ଉଦ୍ୟୋଗ ମଧ୍ଯ ଥିଲା।

Interlinear

Choose Theme