Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 24:18 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 24:18 · ଓଡ଼ିଆ ବାଇବେଲ

ମୁଁ ମନ୍ଦିର ରେ ନିଜକୁ ଶୁଚ଼ି କରିବାକୁ ଯାଇଥିଲି। ଶୁଚ଼ିକରଣ ଉତ୍ସବ ସରିଗଲାପରେ କେତକେ ଯିହୂଦୀମାନେ ସଠାେରେ ମାେତେ ଦେଖିଲେ। ମୁଁ ସଠାେରେ କୌଣସି ଗଣ୍ଡଗୋଳ ସୃଷ୍ଟି କରିନାହିଁ କି ମାେ ସହିତ କୌଣସି ଲୋକ ମଧ୍ଯ ନଥିଲେ।

Cross references

ଯୋହନଲିଖିତ ସୁସମାଚାର 18:21

ତୁମ୍ଭେ ମାେତେ କାହିଁକି ପ୍ରଶ୍ନ ପଚାରୁଛ? ମାରେ ଶିକ୍ଷା ଶୁଣିଥିବା ଲୋକଙ୍କୁ ପଚାର, ମୁଁ କ'ଣ କହିଥିଲି, ସମାନେେ ଜାଣନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:26

ତେଣୁ ପାଉଲ ତହିଁ ଆରଦିନ ସହେି ଚ଼ାରିଜଣ ଲୋକଙ୍କୁ ସାଙ୍ଗ ରେ ନଇେ ଆପଣାକୁ ଶୁଚ଼ି କଲେ। ତା'ପରେ ସେ ମନ୍ଦିରକୁ ଯାଇ କେଉଁ ଦିନ କ୍ରିଯା ସମାରୋହର ଦିନ ପୁରି ୟିବ ଓ ସମାନଙ୍କେ ମଧ୍ଯରୁ ପ୍ରେତ୍ୟକକଙ୍କ ପାଇଁ ଦାନ ଦିଆୟିବ, ସହେି ବିଷୟ ରେ ଘୋଷଣା କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 24:12

ସମାନେେ ମାେତେ ମନ୍ଦିର ରେ ବା କୌଣସି ସମାଜ ଗୃହ ରେ ବା ସହର ରେ କାହାରି ସହ ୟୁକ୍ତି ତର୍କ କରିବା ବା ଭିଡ଼ ଜମଇବୋର ଦେଖି ନାହାଁନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 26:21

ଏଥିପାଇଁ ମନ୍ଦିର ରେ ଥିବା ସମୟରେ ଯିହୂଦୀମାନେ ମାେତେ ବନ୍ଦୀ କଲେ, ଓ ମାରିବାକୁ ଚେ଼ଷ୍ଟା କଲେ।

Interlinear

Choose Theme