Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 25:14 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 25:14 · ଓଡ଼ିଆ ବାଇବେଲ

ସମାନେେ ସହେି ସ୍ଥାନ ରେ ବହୁତ ଦିନ ରହିଲେ। ଫେଷ୍ଟ ରାଜାଙ୍କ ଆଗ ରେ ପାଉଲଙ୍କ ଅଭିଯୋଗ ବିଷୟ ରେ କହିଲେ। ସେ ତାହାଙ୍କୁ କହିଲେ, ଏଠା ରେ ଜଣେ ଲୋକ ଅଛି। ଫଲେୀକ୍ସ୍ ତାକୁ ବନ୍ଦୀ ରୂପେ ରଖି ଯାଇଛନ୍ତି।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 24:27

କିନ୍ତୁ ଏହିପରି ଦୁଇ ବର୍ଷ ବିତିଗଲାପରେ ପର୍କିୟ ଫେଷ୍ଟ ରାଜ୍ଯପାଳ ହେଲେ। ଫଲେୀକ୍ସ୍ ଆଉ ରାଜ୍ଯପାଳ ପଦ ରେ ରହିଲେ ନାହିଁ। ତେଣୁ ଫଲେୀକ୍ସ୍ ଯିହୂଦୀୟମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ପାଉଲଙ୍କୁ ବନ୍ଦୀ ଅବସ୍ଥା ରେ କାରାଗାର ରେ ରଖି ଚ଼ାଲିଗଲେ।

Interlinear

Choose Theme