Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 25:17 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 25:17 · ଓଡ଼ିଆ ବାଇବେଲ

ତେଣୁ ଏହି ଯିହୂଦୀୟମାନେ ବିଚ଼ାର ପାଇଁ କାଇସରୀଆକୁ ଆଣିବାର ମୁଁ ସମୟ ନଷ୍ଟ ନକରି ତହିଁ ଆରଦିନ ବିଚ଼ାର ସ୍ଥାନ ରେ ବସିଲି ଓ ସହେି ଲୋକକୁ ବିଚ଼ାରାଳୟକୁ ଆଣିବା ପାଇଁ ଆଦେଶ ଦଲେି।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 25:6

ତା'ପରେ ଫେଷ୍ଟ ସମାନଙ୍କେ ସହିତ ଆଠ ଦଶଦିନ ରହି କାଇସରୀଆକୁ ଚ଼ାଲିଗଲେ। ତହିଁ ଆରଦିନ ସେ ବିଚ଼ାର ଆସନ ରେ ବସିଲେ, ଓ ପାଉଲଙ୍କୁ ଡ଼କାଇ ପଠାଇଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 25:10

ପାଉଲ କହିଲେ, ମୁଁ ବର୍ତ୍ତମାନ କାଇସରଙ୍କ ବିଚ଼ାର ଆସନ ସମ୍ମୁଖ ରେ ଠିଆ ହାଇେଛି। ଏଠା ରେ ହିଁ ମାରେ ବିଚ଼ାର ହବେ। ମୁଁ ଯିହୂଦୀୟମାନଙ୍କ ପ୍ରତି ଯେ କୌଣସି ଭୁଲ କରି ନାହିଁ, ଏହା ଆପଣ ଜାଣନ୍ତି।

Interlinear

Choose Theme