Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 25:27 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 25:27 · ଓଡ଼ିଆ ବାଇବେଲ

ତେଣୁ ମୁଁ ଭାବୁଛି, ଜଣେ ବନ୍ଦୀ ବିରୁଦ୍ଧ ରେ କୌଣସି ଅଭିଯୋଗ ନଲେଖି ସମ୍ରାଟଙ୍କ ପାଖକୁ ପଠାଇବା ମାରେ ମୂର୍ଖାମୀ ହବେ।

Cross references

ହିତୋପଦେଶ 18:13

ଯେ ଶୁଣିବା ପୂର୍ବରୁ ଉତ୍ତର କରେ, ଗୋଟିଏ ଅଜ୍ଞାନତା ପରି ସିଏ ବିବଚେନା ହୁଏ ଓ ଲଜ୍ଜିତର କାରଣ ହୁଏ।

ଯୋହନଲିଖିତ ସୁସମାଚାର 7:51

ସେ କହିଲେ, ଆମ୍ଭର ପ୍ରଥା ଯେ କୌଣସି ଲୋକର କଥା ପ୍ରଥମେ ନଶୁଣି ବିଚାର କରିବ ନାହିଁ। ସେ କ'ଣ କରିଛନ୍ତି, ଆମ୍ଭେ ନଜାଣି ତାହାଙ୍କର ବିଚାର କରି ପାରିବା ନାହିଁ।

Interlinear

Choose Theme