Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 25:4 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 25:4 · ଓଡ଼ିଆ ବାଇବେଲ

କିନ୍ତୁ ଫେଷ୍ଟ କହିଲେ, ପାଉଲ କାଇସରୀଆ ରେ ରହିବେ ଓ ମୁଁ ଶୀଘ୍ର ଯାଇ ପହଞ୍ଚିବି।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 24:23

ଫଲେିକ୍ସ୍ ଶତ ସନୋପତିଙ୍କ ଜିମା ରେ ପାଉଲଙ୍କୁ ରଖିବା ପାଇଁ ଆଦେଶ ଦେଲେ। ସେ ତାହାଙ୍କୁ ନଜରବନ୍ଦୀ ରେ ରଖି କିଛି ସ୍ବାଧୀନତା ଦବୋ ପାଇଁ ମଧ୍ଯ ଆଜ୍ଞା ଦେଲେ। ପାଉଲଙ୍କ ବନ୍ଧୁମାନେ ଯଦି ତାହାଙ୍କ ନିକଟକୁ କୌଣସି ଆବଶ୍ଯକୀୟ ଜିନିଷ ନଇେ ଆସନ୍ତି, ତବେେ ସମାନଙ୍କେୁ ବାଧା ନଦବୋ ନିମନ୍ତେ ମଧ୍ଯ ସେ ସହେି ଶତ ସନୋପତିଙ୍କୁ ଆଦେଶ ଦେଲେ।

Interlinear

Choose Theme