ମୁଁ ସମାନଙ୍କେୁ ଖ୍ରୀଷ୍ଟଙ୍କ ବିରୁଦ୍ଧ ରେ କହିବା ପାଇଁ ବାଧ୍ଯ କରିଥିଲି। ମୁଁ ସମାନଙ୍କେ ବିରୁଦ୍ଧ ରେ ଏତେ ଭୀଷଣ ଭାବରେ ରାଗି ଯାଇଥିଲି ଯେ ସମାନଙ୍କେୁ ଅତ୍ଯାଚ଼ାର କରିବା ପାଇଁ ବିଦେଶୀ ନଗରଗୁଡ଼ିକୁ ମଧ୍ଯ ଯାଇଥିଲି।
Cross references
ଯାହାସବୁ ସୂର୍ୟ୍ଯ ତଳେ ଘଟେ, ସମସ୍ତ ଖରାପ ଯାହା ଅଛି ସେସବୁ ଜିନିଷ ସହେିପରି ଶଷେ ହୁଏ। ଏବଂ ଲୋକମାନେ ଯେତବେେଳେ ଜୀବିତ ଥାନ୍ତି, ସମାନଙ୍କେର ହୃଦଯ ଦୁଷ୍ଟତା ଓ ମୂର୍ଖାମୀ ରେ ପୁରିଥାଏ। ଏହାପ ରେ ସମାନେେ ମୃତ ଲୋକମାନଙ୍କ ପାଖକୁ ୟାଆନ୍ତି।
କିନ୍ତୁ ଲୋକଙ୍କ ପ୍ରତି ସାବଧାନ ରୁହ। ତୁମ୍ଭକୁ ସମାନେେ ବାନ୍ଧି କରି ତାହାଙ୍କର ସ୍ଥାନୀୟ ବିଚାରାଳୟ ହାତ ରେ ଦଇେ ଦବେେ ଓ ତାହାଙ୍କର ପ୍ରାର୍ଥନାଗୃହ ରେ ତୁମ୍ଭକୁ ଛାଟ ରେ ପିଟିବେ।
ମୁଁ ତୁମ୍ଭକୁ ସତ୍ଯ କହୁଛି। ଲୋକେ ଯେଉଁ ସବୁ ପାପ କରୁଛନ୍ତି, ସଗେୁଡିକୁ କ୍ଷମା କରି ଦିଆ ଯାଇ ପାରିବ। ଲୋକେ ପରମେଶ୍ବରଙ୍କ ବିରୁଦ୍ଧ ରେ ଯେତେ ସବୁ ଖରାପ କଥା କହୁଛନ୍ତି, ସେସବୁଗୁଡିକୁ ମଧ୍ଯ କ୍ଷମା କରି ଦିଆଯାଇ ପାରିବ।
ତୁମ୍ଭମାନେେ ସତର୍କ ରହିବ। ଲୋକମାନେ ତୁମ୍ଭମାନଙ୍କୁ ବନ୍ଦୀ କରି ବିଚାରାଳୟ ରେ ସମର୍ପି ଦବେେ। ସମାନେେ ତୁମ୍ଭମାନଙ୍କୁ ସମାନଙ୍କେର ସମାଜଗୃହ ଗୁଡିକରେ ପିଟିବେ। ମାରେ ଶିଷ୍ଯ ହାଇେଥିବା ଯୋଗୁ ତୁମ୍ଭମାନଙ୍କୁ ଶାସକ ଓ ରାଜାମାନଙ୍କ ଆଗ ରେ ଠିଆ ହବୋକୁ ବାଧ୍ଯ କରାୟିବ। ତୁମ୍ଭମାନେେ ମାେ ବିଷୟ ରେ ପ୍ରମାଣ ଦବେ।
ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଖୁବ୍ ରାଗିଗଲେ। ସମାନେେ ନିଜ ନିଜ ଭିତ ରେ କଥାବାର୍ତ୍ତା କଲେ, ଯୀଶୁଙ୍କ ପାଇଁ କ'ଣ କରାୟିବ?
ଏବେ ସେ ପୁଝି ପାରିଲା ଯେ, ସେ ବହୁତ ମୂର୍ଖାମୀ କରିଛି। ସେ ଭାବିଲା, 'ମାେ ବାପାଙ୍କର ମୂଲିଆମାନଙ୍କର କେତେ ଖାଦ୍ୟ ବଳୁଛି। ଆଉ ମୁଁ ଏଠା ରେ ଭୋକରେ ମରୁଛି।
କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ଲୋକେ ତୁମ୍ଭମାନଙ୍କୁ ବନ୍ଦୀ କରିନବେେ, ଓ ତୁମ୍ଭମାନଙ୍କୁ ୟନ୍ତ୍ରଣା ଦବେେ। ଲୋକମାନେ ସମାନଙ୍କେର ସମାଜଗୃହମାନଙ୍କ ରେ ତୁମ୍ଭମାନଙ୍କର ବିଚାର କରିବେ ଓ ତୁମ୍ଭମାନଙ୍କୁ କାରାଗାର ରେ ବନ୍ଦୀ କରିବେ। ରାଜା ଓ ଶାସନକର୍ତ୍ତାଙ୍କ ସାମନା ରେ ତୁମ୍ଭମାନଙ୍କୁ ହାଜର କରାୟିବ। ତୁମ୍ଭମାନେେ ମାରେ ଅନୁସରଣ କରୁଥିବା ଯୋଗୁଁ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଏଭଳି ବ୍ଯବହାର କରିବେ।
ଶାଉଲ ୟିରୂଶାଲମ ରେ ପ୍ରଭୁଙ୍କ ଅନୁସରଣକାରୀମାନଙ୍କ ବିରୁଦ୍ଧ ରେ ହତ୍ଯାର ଭୟ ଦଖାଇବୋ ପାଇଁ ଚେ଼ଷ୍ଟା କଲେ।
ଯିହୂଦୀୟମାନେ ଲୋକମାନଙ୍କର ଭିଡ଼ ଦେଖି ଈର୍ଷା କଲେ। ସମାନେେ ପାଉଲଙ୍କ କଥାକୁ ବିରୋଧ କରି ଅପମାନଜନକ ଶବ୍ଦ ସବୁ ପ୍ରଯୋଗ କଲେ।
କିନ୍ତୁ ସମାନେେ ଯେତବେେଳେ ତାହାଙ୍କୁ ବାଧା ଦେଲେ ଓ ନାନା ଖରାପ କଥାକହିଲେ, ପାଉଲ ଏହାର ବିରୁଦ୍ଧ ରେ ନିଜର ଲୁଗାପଟାର ଧୂଳି ଝାଡ଼ି ଦେଲେ। ସେ କହିଲେ, ଯଦି ତୁମ୍ଭମାନେେ ଉଦ୍ଧାର ପାଉନାହଁ ତାହାହେଲେ ଏହା ମାରେ ଦୋଷ ନୁହେଁ। ମୁଁ ସମସ୍ତ ଚେ଼ଷ୍ଟା କରି ସାରିଛି। ମୁଁ ଏବଠାରୁେ ଅଣଯିହୂଦୀମାନଙ୍କ ପାଖକୁ ୟିବି।
ମହାୟାଜକ ଓ ପ୍ରାଚ଼ୀନ ଲୋକମାନଙ୍କର ସମ୍ପୂର୍ଣ୍ଣ ପରିଷଦ ଏ କଥାର ସାକ୍ଷୀ ଅଟନ୍ତି। ମୁଁ ସମାନଙ୍କେଠାରୁ ଦମ୍ମସକରେେ ଥିବା ସମାନଙ୍କେର ଭାଇମାନଙ୍କ ପାଖକୁ ପତ୍ର ନଇେ ଯାଇଥିଲି। ସଠାେରେ ଥିବା ଯୀଶୁଙ୍କର ଶିଷ୍ଯମାନେ ଯେପରି ଦଣ୍ଡ ପାଇପାରନ୍ତି, ଏଥିନିମନ୍ତେ ସମାନଙ୍କେୁ ବନ୍ଦୀ କରି ୟିରୁଶାଲମକୁ ନଇେ ଆସିବା ପାଇଁ ମୁଁ ଯାଉଥିଲି।
କିନ୍ତୁ ମୁଁ କହିଲି, ପ୍ରଭୁ, ଏ ଲୋକମାନେ ତ ସମସ୍ତେ ଜାଣନ୍ତି ଯେ ମୁଁ ପ୍ରେତ୍ୟକକ ସମାଜଗୃହକୁ ଯାଇ ସଠାେରେ ତୁମ୍ଭକୁ ବିଶ୍ବାସ କରୁଥିବା ଲୋକମାନଙ୍କୁ ବନ୍ଦୀ କରୁଥିଲି ଏବଂ ମାଡ଼ ମାରୁଥିଲି।
ପାଉଲ ଆତ୍ମରକ୍ଷା ପାଇଁ ଏହି ସବୁ କଥା କହିଲା ବେଳେ, ଫେଷ୍ଟ ଖୁବ୍ ଜାରେ ରେ କହିଲେ, ପାଉଲ, ତୁମ୍ଭେ ପାଗଳା ବହୁତ ପଢ଼ିବା କାରଣରୁ ତୁମ୍ଭେ ପାଗଳ ହାଇଯୋଇଛ।