ପାଉଲ ଏହା ଶୁଣି ଉତ୍ତର ଦେଲେ, ହେ ମହମାନ୍ଯ ଫେଷ୍ଟ, ମୁଁ ପାଗଳ ନୁହେଁ। ମାରେ ସବୁ କଥା ସତ୍ଯ ଓ ୟୁକ୍ତିୟୁକ୍ତ।
Cross references
ହେ ମାନ୍ଯବର, ଯେ ହତେୁ ପ୍ରଥମରୁ ମୁଁ ନିଜେ ସାବଧାନ ହାଇେ ଏ ସବୁ ଅନୁଧ୍ଯାନ କରିଛି, ସେଥିସକାେଶ ତୁମ୍ଭ ପାଇଁ ଏହାର ଗୋଟିଏ କ୍ରମିକ ବିବରଣୀ ଏକ ପୁସ୍ତକ ଆକାର ରେ ଲେଖିବାକୁ ମୁଁ ଉଚିତ ମନେ କଲି।
ଯୀଶୁ ଉତ୍ତର ଦେଲେ, ମାେ ଭିତ ରେ ଭୂତ ନାହିଁ। ମୁଁ ମାେ ପରମପିତାଙ୍କୁ ସମ୍ମାନ ଦିଏ। କିନ୍ତୁ ତୁମ୍ଭେ ମାେତେ ସମ୍ମାନ ଦେଉ ନାହଁ।
ମହାମହିମ ରାଜ୍ଯପାଳ ଫଲେୀକ୍ସଙ୍କୁ କ୍ଲାଉଦିଅ ଲୂସିଯାଙ୍କର ନମସ୍କାର।
ଏଥିପାଇଁ ଆମ୍ଭେ ସବୁ ପ୍ରକାର ଓ ସର୍ବଦା ଆପଣଙ୍କ ନିକଟରେ ଅତ୍ଯନ୍ତ କୃତଜ୍ଞ।
ପ୍ରକୃତ ଶିକ୍ଷାକୁ ବ୍ଯବହାର କରି ଜଣେ ପ୍ରାଚୀନ ଲୋକମାନଙ୍କୁ ସାହାୟ୍ଯ କରିବା ରେ ସକ୍ଷମ ହାଇେଥିବେ ଏବଂ ପ୍ରକୃତ ଶିକ୍ଷାର ବିରୋଧୀମାନଙ୍କୁ ସେ ଯେପରି ଦଖାଇେ ଦବୋକୁ ସକ୍ଷମ ହବେେ ଯେ ସମାନେେ ଭୁଲ ଅଟନ୍ତି।
ତାହାଙ୍କ କୃପା ପାଇଁ ଆମ୍ଭେ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହେଲୁ। ଆମ୍ଭେ ଯେପରି ଅନନ୍ତଜୀବନ ପାଇବୁ, ସେଥିପାଇଁ ପରମେଶ୍ବର ଆମ୍ଭକୁ ପବିତ୍ରଆତ୍ମା ଦାନ କଲେ।
ଏହା କରିବାକୁ ତୁମ୍ଭେ ଆହ୍ବାନ ପାଇଛ। ତୁମ୍ଭେ ଅନୁସରଣ କରିବା ପାଇଁ ଖ୍ରୀଷ୍ଟ ଏକ ଉଦାହରଣ ଦଖାଇେ ଦଇଯୋଇଛନ୍ତି। ସେ ଯାହା କରିଥିଲେ, ତୁମ୍ଭେ ତାହା କରିବା ଉଚିତ୍। ସେ ତୁମ୍ଭ ପାଇଁ ଯାତନା ସହି ଥିବାରୁ, ତୁମ୍ଭେ ମଧ୍ଯ କଷ୍ଟ ଭୋଗିଲା ବେଳେ ର୍ଧୈୟ୍ଯଶୀଳ ହବୋ ଉଚିତ।
ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ଯ ରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ ପଥା କହିଥିବା ଯୋଗୁ କୌଣସି ଲୋକକୁ ତା' ବଦଳ ରେ ମନ୍ଦ କଥା କୁହ ନାହିଁ। ତା' ବଦଳ ରେ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କର ଯେ, ସେ ତା'କୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ବାନ ପାଇଥିବାରୁ ଏପରି କର।
କିନ୍ତୁ ତୁମ୍ଭେ ପବିତ୍ର ଭାବରେ ପ୍ରଭୁ ଖ୍ରୀଷ୍ଟଙ୍କୁ ନିଜ ହୃଦୟ ରେ ଧରି ରଖ। ତୁମ୍ଭର ଭରସାର କାରଣ ବିଷୟ ରେ କହେି ତୁମ୍ଭକୁ ପ୍ରଶ୍ନ କଲେ ତାହାକୁ ବୁଝାଇବା ପାଇଁ ସର୍ବଦା ପ୍ରସ୍ତୁତ ରହିଥାଅ।