Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 26:27 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 26:27 · ଓଡ଼ିଆ ବାଇବେଲ

ହେ ରାଜା ଆଗ୍ରିପ୍ପା, ଆପଣ କ'ଣ ଭାବବାଦୀମାନଙ୍କ ଲଖାେ ରେ ବିଶ୍ବାସ କରନ୍ତି କି? ମୁଁ ଜାଣେ, ଆପଣ ବିଶ୍ବାସ କରନ୍ତି।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 26:22

କିନ୍ତୁ ମାେତେ ପରମେଶ୍ବର ସାହାୟ୍ଯ କଲେ। ସେ ଆଜି ପର୍ୟ୍ଯନ୍ତ ମାେତେ ସାହାୟ୍ଯ କରିଆସୁଛନ୍ତି। ପରମେଶ୍ବରଙ୍କ ସାହାୟ୍ଯ ପାଇ ମୁଁ ଏଠା ରେ ଠିଆ ହାଇେଛି। ଉଭୟ ପ୍ରଭାବଶାଳୀ ଓ ସାଧାରଣ ଲୋକମାନଙ୍କୁ, ମୁଁ ଦେଖିଥିବା କଥା କହୁଛି। ମୁଁ କିଛି ନୂଆ କଥା କହୁନାହିଁ। ମାଶାେ ଓ ଭାବବାଦୀମାନେ ଯାହା ସବୁ ଘଟିବ ବୋଲି କହିଛନ୍ତି, ମୁଁ ସହେି କଥା କହୁଛି।

Interlinear

Choose Theme