ଏହା ଦ୍ବାରା ଯେ କବଳେ ଜାହାଜ ଓ ଜିନିଷପତ୍ରର କ୍ଷତି ଘଟିବ ତାହା ନୁହେଁ, ହୁଏତ ଆମ୍ଭମାନଙ୍କର ଜୀବନ ମଧ୍ଯ ଚ଼ାଲିଯାଇପା ରେ।
Cross references
ଯୋଷଫେ ଉତ୍ତର ଦଲୋ, ମୁଁ ପାରିବି ନାହିଁ। କିନ୍ତୁ ହାଇପୋ ରେ ପରମେଶ୍ବର ଏହାର ଅର୍ଥ କରିପାରନ୍ତି।
ସେତବେେଳେ ଫାରୋ ସମାନଙ୍କେୁ କହିଲେ, ମୁଁ ଭାବୁଛି ଆମ୍ଭେ ଏହି କାର୍ୟ୍ଯ ପାଇଁ ଯୋଷଫଙ୍କେଠାରୁ ଆଉ ଉତ୍ତମ ଲୋକ ପାଇପାରିବା ନାହିଁ। ପରମେଶ୍ବରଙ୍କ ଆତ୍ମା ତା' ମଧିଅରେ ଅଛନ୍ତି।
ମାତ୍ର ପରମେଶ୍ବରଙ୍କ ଲୋକ ଇଲୀଶାୟ ଇଶ୍ରାୟେଲ ରାଜାଙ୍କ ନିକଟକୁ ଏକ ବାର୍ତ୍ତା ପଠାଇ କହିଲେ, ସାବଧାନ, ତୁମ୍ଭେ ସହେି ସ୍ଥାନ ଦଇେ ୟିବ ନାହିଁ। କାରଣ ଅରାମୀଯମାନେ ସେ ସ୍ଥାନ ରେ ଗୋପନ ରେ ଅଛନ୍ତି।
ସଦାପ୍ରଭୁ ସର୍ବଦା ଗୁପ୍ତ ବିଷଯ ସବୁ ତାଙ୍କର ଅନୁୟୋଗୀମାନଙ୍କୁ କୁହନ୍ତି। ସେ ତାଙ୍କର ବ୍ଯବସ୍ଥା ସବୁ ସମାନଙ୍କେୁ ନିଯମ ପ୍ରଦାନ କରନ୍ତି।
ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମାରେ ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ ବିଷଯ ପରମେଶ୍ବର ମାେ ନିକଟରେ ପ୍ରକାଶ କଲେ, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାୟିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମାେ ପ୍ରତି ପ୍ରକାଶିତ ହାଇେଅଛି।
ସଦାପ୍ରଭୁ ମାରେପ୍ରଭୁ, କୌଣସି ଯୋଜନା ତାଙ୍କର ସବେକର ଅଗୋଚର ରେ କରନ୍ତି ନାହିଁ।
ଆମ୍ଭେ ବହୁତ ଦିନ ପର୍ୟ୍ଯନ୍ତ ସୁର୍ୟ୍ଯ କି ତାରା କିଛି ଦେଖି ପାରିଲୁ ନାହିଁ। ପ୍ରଚ଼ଣ୍ଡ ଝଡ଼ ବତାସର ବଗେ କମିଲା ନାହିଁ। ଆମ୍ଭମାନେେ ଜୀବନ ରକ୍ଷା କରିବାର ସମସ୍ତ ଆଶା ରହଇେ ବସିଲୁ। ଆମ୍ଭେ ଭାବିଲୁ, ଆମ୍ଭର ମୃତ୍ଯୁ ଘଟିବ। ଅନକେ ଦିନ ପର୍ୟ୍ଯନ୍ତ ଆମ୍ଭମାନେେ କହେି କିଛି ଖାଇ ନଥିଲୁ।
କିନ୍ତୁ ପାଉଲ ସନୋଅଧିକାରୀଙ୍କୁ ଓ ସୈନିକମାନଙ୍କୁ କହିଲେ, ଏମାନେ ଯଦି ଜାହାଜ ରେ ନରହିବେ, ତବେେ ତୁମ୍ଭମାନେେ କହେି ରକ୍ଷା ପାଇବ ନାହିଁ।
ବର୍ତ୍ତମାନ ବଞ୍ଚିବା ପାଇଁ ତୁମ୍ଭମାନଙ୍କର କିଛି ଖାଦ୍ୟ ଖାଇବା ନିହାତି ଆବଶ୍ଯକ। ତୁମ୍ଭମାନଙ୍କ ମଧ୍ଯରୁ କାହାରି ମୁଣ୍ଡର ଗୋଟିଏ ବାଳ ମଧ୍ଯ, ନଷ୍ଟ ହବେନାହିଁ।
କିନ୍ତୁ ଜାହାଜଟି ଦୁଇଟି ସମୁଦ୍ରର ସଙ୍ଗମ ସ୍ଥାନ ରେ ଗୋଟିଏ ବାଲିଚ଼ଡ଼ାଠା ରେ ଧକ୍କା ଖାଇ ଲାଗିଗଲା। ତେଣୁ ଜାହାଜର ଆଗ ଅଂଶ ଅଚ଼ଳ ହାଇଗେଲାଓ ପଛ ଭାଗ ଲହରୀ ଧକ୍କା ରେ ଭାଙ୍ଗି ଖଣ୍ଡ ଖଣ୍ଡ ହାଇଗେଲା।
ଉତ୍ତମ ଲୋକ ରକ୍ଷା ପାଇବା ବଡ଼ କଠିନ। ତା ହେଲେ ଯେଉଁମାନେ ପରମେଶ୍ବରଙ୍କ ବିରୋଧୀ ଓ ପାପରେ ପୂର୍ଣ୍ଣ ସମାନଙ୍କେର କ'ଣ ହବେ ?340