Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 27:11 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 27:11 · ଓଡ଼ିଆ ବାଇବେଲ

କିନ୍ତୁ ସନୋଧିକାରୀ, ପାଉଲଙ୍କ କହିଥିବା କଥା ଅପେକ୍ଷା ଜାହାଜର କ୍ଯାପଟନ୍େ ଓ ମାଲିକଙ୍କ କଥାକୁ ଅଧିକ ବିଶ୍ବାସ କଲେ।

Cross references

ଯାତ୍ରା ପୁସ୍ତକ 9:20

କେତକେ କର୍ମଚାରୀ ଫାରୋଙ୍କର, ଯେଉଁମାନେ କି ସଦାପ୍ରଭୁଙ୍କର ଆଜ୍ଞା ରେ ଧ୍ଯାନ ଦେଲେ। ସହେି ଲୋକମାନେ ସମାନଙ୍କେର ପଶୁ ଏବଂ ଦାସମାନଙ୍କୁ ଗୃହକୁ ଆଣି ନିରାପଦ ରେ ରଖିଲେ।

ଦିତୀୟ ରାଜାବଳୀ 6:10

ତହିଁରେ ପରମେଶ୍ବରଙ୍କ ଲୋକ ଯେଉଁ ସ୍ଥାନ ବିଷଯ ରେ ସାବଧାନ କରାଇଥିଲେ ଇଶ୍ରାୟେଲର ରାଜା ତାଙ୍କ ଲୋକମାନଙ୍କୁ ସହେି ସ୍ଥାନ ବିଷଯ ରେ ଜଣାଇ ସତର୍କ କରାଇଲେ। ଏହିପରି ଇଶ୍ରାୟେଲର ରାଜା ବହୁତ କମ ଲୋକମାନଙ୍କୁ ରକ୍ଷା କଲେ।

ହିତୋପଦେଶ 27:12

ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ। ମାତ୍ର ଅସତର୍କ ଲୋକ ଆଗ ବଢ଼ି ଶାସ୍ତି ପାଏ।

ଯିହିଜିକଲ 3:17

ହେ ମନୁଷ୍ଯ ପୁତ୍ର, ଆମ୍ଭେ ଇଶ୍ରାୟେଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିୟୁକ୍ତ କରିଅଛୁ। ଏଣୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମ ରେ ସମାନଙ୍କେୁ ଚତନୋ ଦିଅ।

ଯିହିଜିକଲ 33:4

ଯଦି କହେି ତୂରୀ ଶବ୍ଦ ଶୁଣି ସତର୍କ ନ ହୁଏ ଓ ଶତ୍ରୁର ଖଡ୍ଗ ତାହାକୁ ହତ୍ଯା କରେ, ତବେେ ତାହାର ମୃତ୍ଯୁ ପାଇଁ ସେ ଦାଯୀ ରହିବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:21

ଶଷେ ରେ ପାଉଲ ସମାନଙ୍କେୁ କହିଲେ, ବନ୍ଧୁଗଣ, ତୁମ୍ଭମାନେେ ଯଦି ମାେ କଥା ଶୁଣି କ୍ରୀତି ଉପଦ୍ବୀପରୁ ଜାହାଜ ଛାଡ଼ି ନଥାନ୍ତ, ତବେେ ତୁମ୍ଭମାନଙ୍କେର ଏ ଜାହାଜ ନଷ୍ଟ ହାଇେ ନଥାନ୍ତା ଓ ଏତେ କ୍ଷତି ଘଟି ନଥାନ୍ତା।

ଏବ୍ରୀ 11:7

କେତକେ ଦେଖି ନ ପାରୁ ଥିବା ବିଷୟଗୁଡ଼ିକ ପ୍ରତି ପରମେଶ୍ବର ନୋହଙ୍କୁ ସତର୍କ କରି ଦଇେଥିଲେ। ନୋହଙ୍କର ପରମେଶ୍ବରଙ୍କ ପ୍ରତି ବିଶ୍ବାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ବାସ ବଳ ରେ ନୋହ ଦଖାଇେଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ବର ବିଶ୍ବାସ ବଳ ରେ ଧାର୍ମିକ କରନ୍ତି, ସମାନଙ୍କେ ଭିତରୁ ନୋହ ଜଣେ ଥିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:17

ଘଣ୍ଟାକ ମଧିଅରେ ଏହି ସମସ୍ତ ବିଶାଳ ସମ୍ପତ୍ତି ନଷ୍ଟ କରିଦିଆଗଲା।

Interlinear

Choose Theme