Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 27:12 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 27:12 · ଓଡ଼ିଆ ବାଇବେଲ

ସହେି ବନ୍ଦରଟି ଶୀତ କଟଇବୋ ପାଇଁ ଅନୁପୟୁକ୍ତ ଥିଲା। ତେଣୁ ଜାହାଜର ଅଧିକାଂଶ ନାବିକ ଫୋନୀକ୍ ରେ ପହଞ୍ଚିବା ଆଶା ରେ ସଠାେରେ ଆମ୍ଭ ସହିତ ୟିବା ପାଇଁ ଓ ଶୀତଋତୁ କଟଇବୋ ପାଇଁ ପରାମର୍ଶ ଦେଲେ। ଫୋନୀକ୍ସ୍ କ୍ରୀତି ଉପଦ୍ବୀପର ଗୋଟିଏ ନଗର। ଫୋନୀକ୍ସ୍ ଗୋଟିଏ ବନ୍ଦର। ତାହା ଉଭୟ ଉତ୍ତରପୂର୍ବ ଓ ଦକ୍ଷିଣ ପୂର୍ବ ଦିଗକୁ ଥିଲା।

Cross references

ଗୀତସଂହିତା 107:30

ସମୁଦ୍ର ଶାନ୍ତ ହାଇଗେଲା ବୋଲି ନାବିକମାନେ ଖୁସି ହେଲେ, କାରଣ ସମାନେେ ଯେଉଁଠାକୁ ୟିବାକୁ ଚାହିଁଥିଲେ ପରମେଶ୍ବର ତାଙ୍କୁ ପୋତାଶଯକୁ ନିରାପଦରେ ଆଗଇେ ନଲେେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:8

ଆମ୍ଭେ କୂଳକେୂଳେ ବହୁତ କଷ୍ଟ ରେ ଯାତ୍ରା କଲୁ। ତା'ପରେ ଆମ୍ଭେ ଲାସାଯା ନଗର ପାଖ 'ସୁନ୍ଦର ବନ୍ଦର' ନାମକ ସ୍ଥାନ ରେ ପହଞ୍ଚିଲୁ।

Interlinear

Choose Theme