Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 27:14 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 27:14 · ଓଡ଼ିଆ ବାଇବେଲ

ମାତ୍ର ଅଳ୍ପ ସମୟ ପରେ ହଠାତ୍ ପାଗ ବଦଳିଗଲା। ଉତ୍ତର ପୂର୍ବୀୟ ନାମକ ପବନ, ଦ୍ବୀପଆଡୁ ପ୍ରଚ଼ଣ୍ଡ ବଗେ ରେ ବୋହିବାକୁ ଲାଗିଲା।

Cross references

ଯାତ୍ରା ପୁସ୍ତକ 14:21

ମାଶାେ ତାଙ୍କର ଆଶାବାଡି ସୂଫ ସମୁଦ୍ର ଉପରେ ବୁଲାଇବାରୁ ସଦାପ୍ରଭୁ ପୂର୍ବଦିଗରୁ ରାତିସାରା ପ୍ରଚଣ୍ଡ ବଗେ ରେ ପବନ ସମୁଦ୍ର ଉପରେ ବୁହାଇଲେ। ପାଣି ଦୁଇ ଭାଗ ହାଇଗେଲା ଏବଂ ସମୁଦ୍ର ମଧ୍ଯ ଶୁଷ୍କ ଭୂମିରେ ପରିଣତ ହାଇଗେଲା।

ଗୀତସଂହିତା 107:25

ପରମେଶ୍ବର ଆଜ୍ଞା କଲେ ଏବଂ ପ୍ରବଳ ବାଯୁ ଉଠି ଆସିଲା। ଢ଼େଉଗୁଡ଼ିକ ସମୁଦ୍ରର ଦୁଇଗୁଣ ଉପର ଉଚ୍ଚରେ ଆସିଲା।

ଯିହିଜିକଲ 27:26

ତୁମ୍ଭର ନାବିକମାନେ ତୁମ୍ଭକୁ ଗଭୀର ଜଳ ମଧ୍ଯକୁ ଆଣି ଅଛନ୍ତି। ମାତ୍ର ପୂର୍ବୀଯ ବାଯୁ ସମୁଦ୍ର ମଧିଅରେ ତୁମ୍ଭକୁ ଭାଙ୍ଗି ପକାଇଛି।

ଯୂନସ 1:3

ୟୂନସ ପରମେଶ୍ବରଙ୍କ କଥା ମାନିବାକୁ ଗ୍ଭହିଁଲା ନାହିଁ। ତେଣୁ ସେ ସଦାପ୍ରଭୁଙ୍କଠାରୁ ଦୂ ରଇେ ୟିବାକୁ ଚେଷ୍ଟା କଲା। ସେ ୟୋଫୋକୁ ଗ୍ଭଲିଗଲା। ସେ ଦେଖିଲା ଗୋଟିଏ ନେ ୗକା ସୁଦୂର ତର୍ଶୀଶ ନଗରୀକୁ ଯାଉଥିଲା। ସେ ଅର୍ଥ ଦଇେ ସହେି ନେ ୗକା ରେ ୟାତ୍ରା କଲା। ସେ ତର୍ଶୀଶ ଯାଉଥିବା ଲୋକମାନଙ୍କ ସହିତ ଭ୍ରମଣ କରିବାକୁ ଇଚ୍ଛା କଲା ଏବଂ ସଦାପ୍ରଭୁଙ୍କଠାରୁ ଦୂ ରଇେ ଗଲା।

ମାଥିଉଲିଖିତ ସୁସମାଚାର 8:24

ସହେି ସମୟରେ ହ୍ରଦ ରେ ଭୟଙ୍କର ଝଡ ହେଲା। ଲହଡି ରେ ଡଙ୍ଗା ଓଲଟ ପାଲଟ ହାଇେ ପଡୁଥିଲା। କିନ୍ତୁ ଯୀଶୁ ଶାଇେ ଥିଲେ।

ମାର୍କଲିଖିତ ସୁସମାଚାର 4:37

ତା'ପରେ ହ୍ରଦ ରେ ଗୋଟିଏ ଭୟଙ୍କର ଝଡ ସୃଷ୍ଟି ହେଲା। ଡଙ୍ଗା ଆଡକୁ ଢେଉ ମାଡି ଆସିଲା। ଡଙ୍ଗା ରେ ପାଣି ପ୍ରାୟ ଭର୍ତ୍ତି ହାଇଗେଲା।

Interlinear

Choose Theme