ରେରିତମାନଙ୍କ କାର୍ଯ୍ୟର ବିବରଣ 27:26 · ଓଡ଼ିଆ ବାଇବେଲ
କିନ୍ତୁ ଆମ୍ଭେ କୌଣସି ଉପଦ୍ବୀପ କୂଳ ରେ ଖଣ୍ଡ ବିଖଣ୍ଡ ହାଇେ ପଡ଼ିବା।
Cross references
ରେରିତମାନଙ୍କ କାର୍ଯ୍ୟର ବିବରଣ 27:17
କବଳେ ତାହାକୁ ଜାହାଜ ଭିତରକୁ ନଲେୁ। ତାହାକୁ ଏକାଠି ଧରି ରଖିବା ପାଇଁ ଜାହାଜର ଚ଼ାରିପଟେ ଦଉଡ଼ି ରେ ବାନ୍ଧି ଦେଲେ। ନାବିକମାନେ ଚେ଼ାରାବାଲି ରେ ଜାହାଜ ଲାଗିୟିବାର ଭୟ କଲେ। ତେଣୁ ସମାନେେ ଉପର ପାଲଗୁଡ଼ିକ ଖ ସଇେ ପବନ ରେ ଜାହାଜଟିକୁ ଭ ସଇେ ଦେଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27:29
ସମାନେେ ଭୟ କଲେ, ଯେ କାଳେ ଜାହାଜ ଭାସି-ଭାସି ଯାଇ ପଥର ରେ ଧକ୍କା ହାଇଯେିବ। ତେଣୁ ସମାନେେ ଜାହାଜର ପଛପଟେ ଚ଼ା ରୋଟି ଲଙ୍ଗର ପକାଇ ଦିନ ହବୋ ପାଇଁ ଅପେକ୍ଷା କଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 28:1
ଆମ୍ଭେ ନିରାପଦ ରେ କୂଳ ରେ ପହଞ୍ଚିବା ପରେ ଜାଣିଲୁ ଯେ, ସହେି ଉପଦ୍ବୀପର ନାମ ମଲେିତୀ। ସେତବେେଳେ ବର୍ଷା ହେଉଥିଲା।