Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 27:28 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 27:28 · ଓଡ଼ିଆ ବାଇବେଲ

ସମାନେେ ଗୋଟିଏ କଡ଼ ରେ ଓଜନ ଓହଳିଥିବା ଦଉଡ଼ି ସାହାୟ୍ଯ ରେ ମାପ କରି ସଠାେରେ ଜଳର ଗଭୀରତା 120 ଫୁଟ ବୋଲି ଦେଖିଲେ। କିଛି ସମୟ ପରେ ସମାନେେ ପୁଣି ମାପି ତାହା 90 ଫୁଟ ଗଭୀର ଥିବାର ଦେଖିଲେ।

Cross references

ଯିହିଜିକଲ 3:6

ବହୁତ ଅଲଗା ଅଲଗା ଦେଶଗୁଡ଼ିକ ନିକଟକୁ ତୁମ୍ଭମାନଙ୍କୁ ପଠାଯାଉ ନାହିଁ, ଯେଉଁମାନଙ୍କର ଭାଷାଗୁଡ଼ିକ ତୁମ୍ଭମାନେେ ବୁଝ ନାହିଁ। ପୁଣି ଯେଉଁମାନେ ତୁମ୍ଭମାନଙ୍କର ଭାଷା ବୁଝିପାରନ୍ତି ନାହିଁ। କିନ୍ତୁ ଯଦି ଆମ୍ଭେ ତୁମ୍ଭକୁ ସପରେି ଲୋକମାନଙ୍କ ପାଖକୁ ପଠାଇଥାନ୍ତୁ, ସମାନେେ ତୁମ୍ଭ କଥା ଶୁଣିଥାନ୍ତେ।

Interlinear

Choose Theme