Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 27:30 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 27:30 · ଓଡ଼ିଆ ବାଇବେଲ

କେତକେ ନାବିକ ଜାହାଜ ଛାଡ଼ି ଚ଼ାଲିୟିବାକୁ ଚାହିଁଲେ। ତେଣୁ ସମାନେେ ଜୀବନରକ୍ଷକ ଡ଼ଙ୍ଗାକୁ ପାଣି ରେ ଖ ସଇେ ଦେଲେ। ଯାହା ଫଳ ରେ ଅନ୍ୟମାନେ ଭାବିବେ ଯେ, ନାବିକମାନେ ଜାହାଜ ସାମନା ରେ ଅଧିକ ଲଙ୍ଗର ପକାଇବାକୁ ଯାଉଛନ୍ତି।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 27:16

ତା'ପରେ ଆମ୍ଭେ କ୍ଲାଉଦ ନାମକ ଉପଦ୍ବୀପ ଉହାଡ଼ ରେ ଜାହାଜ ଚ଼ଳାଇଲୁ। ସଠାେରେ ଗୋଟିଏ ଜୀବନରକ୍ଷକ ଡ଼ଙ୍ଗାକୁ ବହୁ କଷ୍ଟ ରେ ଆମ୍ଭେ ଜାହାଜ ଉପରକୁ ଉଠାଇବାକୁ ସମର୍ଥ ହେଲୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:32

ତେଣୁ ସୈନିକମାନେ ଜୀବନ ରକ୍ଷକ ଡ଼ଙ୍ଗାର ଦଉଡ଼ି କାଟି ଦେଲେ ଓ ତାହାକୁ ପାଣି ରେ ପକଇେ ଦେଲେ।

Interlinear

Choose Theme