Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 27:36 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 27:36 · ଓଡ଼ିଆ ବାଇବେଲ

ଏଥି ରେ ସମାନେେ ସମସ୍ତେ ଉତ୍ସାହିତ ହେଲେ ଓ ସମାନେେ ମଧ୍ଯ ଖାଇବା ଆରମ୍ଭ କଲେ।

Cross references

ଗୀତସଂହିତା 27:14

ସଦାପ୍ରଭୁଙ୍କ ସହାୟତା ପାଇଁ ଅପେକ୍ଷା କର, ବଳଶାଳୀ ଓ ସାହସୀକ ହୁଅ ଏବଂ ସଦାପ୍ରଭୁଙ୍କର ଅନୁସରଣ କର।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:22

କିନ୍ତୁ ବର୍ତ୍ତମାନ ମାରେକଥାଶୁଣ ଓ ସାହାସ ଧର। କାରଣ ତୁମ୍ଭମାନଙ୍କ ମଧ୍ଯରୁ କାହାରି ଜୀବନ ୟିବ ନାହିଁ। କବଳେ ଜାହାଜଟି ନଷ୍ଟ ହାଇଯେିବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:25

ତେଣୁ ବନ୍ଧୁଗଣ! ଖୁସୀ ହୁଅ। ମୁଁ ପରମେଶ୍ବରଙ୍କୁ ବିଶ୍ବାସ କରେ। ତାହାଙ୍କ ଦୂତ ମାେତେ ଯେପରି କହିଛନ୍ତି, ଠିକ୍ ସହେିପରି ଘଟିବ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:4

ଆମ୍ଭ ଅସୁବିଧା ସମୟରେ ସେ ଆମ୍ଭକୁ ସର୍ବଦା ସାନ୍ତ୍ବନା ପ୍ରଦାନ କରନ୍ତି, ଏବଂ ଆମ୍ଭେ ମଧ୍ଯ ଅନ୍ୟ ଲୋକମାନଙ୍କର ଅସୁବିଧା ସମୟରେ ସାନ୍ତ୍ବନା ପ୍ରଦାନ କରିପାରିବା। ଆମ୍ଭକୁ ପରମେଶ୍ବର ଯେଉଁ ପ୍ରକାର ସାନ୍ତ୍ବନା ଦିଅନ୍ତି, ଆମ୍ଭେ ସହେିମାନଙ୍କୁ ସହେି ପ୍ରକାର ସାନ୍ତ୍ବନା ପ୍ରଦାନ କରି ପାରିବା।

Interlinear

Choose Theme