Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 27:37 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 27:37 · ଓଡ଼ିଆ ବାଇବେଲ

ଜାହାଜ ରେ ସର୍ବ ମାଟେ 276ଜଣ ଥିଲେ।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 2:41

ଯେଉଁମାନେ ତାହାଙ୍କର ଏହି କଥା ଗ୍ରହଣ କଲେ ସମାନେେ ବାପ୍ତିଜିତ ହେଲେ। ସଦେିନ ସହେି ବିଶ୍ବାସୀ ଦଳ ସହିତ ଆହୁରି ପ୍ରାୟ ତିନି ହଜାର ଲୋକ ୟୋଗ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:14

ତେଣୁ ଯୋଷଫେ ତାହାଙ୍କ ଭାଇମାନଙ୍କୁ ପଠାଇ ନିଜ ପିତା ଯାକୁବ ଓ ସମସ୍ତ ସମ୍ପର୍କୀୟଙ୍କୁ ନିଜ ପାଖକୁ ଡ଼କଇେ ଆଣିଲେ। ସମାନେେ ସମୁଦାୟ ସତୁରି ଜଣ ଥିଲେ।

ରୋମୀୟଙ୍କ ପ୍ରତି ପତ୍ର 13:1

ପ୍ରେତ୍ୟକକ ଲୋକର ସରକାରୀ ଶାସକମାନଙ୍କ ଅଧୀନତା ସ୍ବୀକାର କରିବା ଉଚିତ୍। କାରଣ ସମାନଙ୍କେ ଏହି କ୍ଷମତା ପରମେଶ୍ବରଙ୍କ ଦ୍ବାରା ଦିଆଯାଇଛି ଏବଂ ବର୍ତ୍ତମାନ ଯେଉଁ ମାନେ ଅଧିକାରୀ , ପରମେଶ୍ବରଙ୍କ ଦ୍ବାରା ସମାନଙ୍କେୁ ଏହି କ୍ଷମତା ପ୍ରଦାନ କରା ଯାଇଛି।

ପିତରଙ୍କ ପ୍ରଥମ ପତ୍ 3:20

ବହୁ ପୂର୍ବରୁ ନୋହଙ୍କ ସମୟରେ ଏହି ଆତ୍ମାଗୁଡ଼ିକ ପରମେଶ୍ବରଙ୍କ ଅବାଧ୍ଯ ହାଇେଥିଲେ। ନୋହ ତାହାଙ୍କ ଜାହାଜ ତିଆରି କଲା ପର୍ୟ୍ଯନ୍ତ ପରମେଶ୍ବର ର୍ଧୈୟ୍ଯ ସହିତ ଅପେକ୍ଷା କରୁଥିଲେ। ସହେି ଜାହାଜ ରେ ଅଳ୍ପ କେତେ ଜଣ, ମାତ୍ର ଆଠ ଜଣ ଜଳରୁ ରକ୍ଷା ପାଇପାରିଲେ।

Interlinear

Choose Theme