ରେରିତମାନଙ୍କ କାର୍ଯ୍ୟର ବିବରଣ 27:39 · ଓଡ଼ିଆ ବାଇବେଲ
ଦିନ ହେଲା, ମାତ୍ର ନାବିକମାନେ ସହେି ସ୍ଥାନଟି ଚ଼ିହ୍ନି ପାରିଲେ ନାହିଁ। ସମାନେେ ଗୋଟିଏ ଉପସାଗର କୂଳ ରେ ବାଲିତଟ ଦେଖିଲେ। ସମ୍ଭବ ହେଲେ ସହେି କୂଳ ରେ ଜାହାଜ ଲଗଇବୋ ପାଇଁ ସ୍ଥିର କଲେ।
Cross references
ରେରିତମାନଙ୍କ କାର୍ଯ୍ୟର ବିବରଣ 28:1
ଆମ୍ଭେ ନିରାପଦ ରେ କୂଳ ରେ ପହଞ୍ଚିବା ପରେ ଜାଣିଲୁ ଯେ, ସହେି ଉପଦ୍ବୀପର ନାମ ମଲେିତୀ। ସେତବେେଳେ ବର୍ଷା ହେଉଥିଲା।