Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 27:9 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 27:9 · ଓଡ଼ିଆ ବାଇବେଲ

ଏହିପରି ବହୁତ ସମୟ ବିତିଗଲା। ସେତବେେଳେ ଯିହୂଦୀୟ ଉପବାସ ଦିବସର ପରବର୍ତ୍ତୀ ସମୟ ହାଇେ ଥିବାରୁ, ଦୀର୍ଘ ଯାତ୍ରା ପାଇଁ ପାଗ ବିପଦପୂର୍ଣ୍ଣ ହାଇେ ଆସୁଥିଲା। ତେଣୁ ପାଉଲ ସମାନଙ୍କେୁ ସାବଧାନ କରଇେ କହିଲେ, ହେ ବନ୍ଧୁଗଣ! ମୁଁ ଭାବୁଛି, ଆମ୍ଭମାନଙ୍କର ଆଉ ଆଗକୁ ଯାତ୍ରା କରିବା ବିପଦଜନକ ହବେ।

Cross references

ଲେବୀୟ ପୁସ୍ତକ 16:29

ତୁମ୍ଭମାନଙ୍କ ପାଇଁ ଏହା ଚିରନ୍ତନ ବିଧି ହସ୍ତ ହବେ। ସପ୍ତମ ମାସର ଦଶମ ଦିନ ରେ ତୁମ୍ଭମାନେେ କିଛି ଖାଦ୍ୟ ଖାଇବା ଉଚିତ୍ ନୁହେଁ। ତୁମ୍ଭମାନଙ୍କ ମଧିଅରେ ସ୍ବଦେଶୀଯ ହେଉ ବା ବିଦେଶୀଯ ହେଉ ତୁମ୍ଭମାନେେ କୌଣସି ପ୍ରକାର କାମ କରିବା ଉଚିତ୍ ନୁହେଁ।

ଲେବୀୟ ପୁସ୍ତକ 23:27

ସହେି ସପ୍ତମ ମାସର ଦଶମ ଦିନ ଅବଶ୍ଯ ପାପରୁ ପ୍ରାଯଶ୍ଚିତ୍ତର ଦିନ ହବେ। ସଦେିନ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହବୋ ଉଚିତ୍। ତୁମ୍ଭମାନେେ କିଛି ଖାଦ୍ୟ ଖାଇବା ଉଚିତ୍ ନୁହେଁ ଓ ସଦାପ୍ରଭୁଙ୍କୁ ସୁବାସିତ ଉପହାର ଉତ୍ସର୍ଗ କରିବା ଉଚିତ୍।

ଗଣନା ପୁସ୍ତକ 29:7

ପୁଣି ସପ୍ତମ ମାସର ଦଶମ ଦିନ ରେ, ତୁମ୍ଭମାନଙ୍କର ଏକ ପବିତ୍ର ସଭା ହବୋ ଉଚିତ୍। ସେ ଦିନ ରେ ତୁମ୍ଭମାନେେ ଆପଣା ଆପଣା ପ୍ରାଣକୁ ନମ୍ର କରିବା ଉଚିତ୍ ଏବଂ ସହେି ଦିନ କୌଣସି ପ୍ରକାର କାର୍ୟ୍ଯ କରିବା ଉଚିତ୍ ନୁହେଁ।

Interlinear

Choose Theme