Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 28:19 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 28:19 · ଓଡ଼ିଆ ବାଇବେଲ

କିନ୍ତୁ ଯିହୂଦୀମାନେ ଏ ନିଷ୍ପତ୍ତି ରେ ଆପତ୍ତି କଲେ। ତେଣୁ ମୁଁ କାଇସରଙ୍କ ନିକଟରେ ଆବଦନେ କରିବା ପାଇଁ ବାଧ୍ଯ ହଲିେ। ମାରେ କିନ୍ତୁ ନିଜ ଲୋକମାନଙ୍କ ବିରୁଦ୍ଧ ରେ କୌଣସି ଆପତ୍ତି ଅଭିଯୋଗ ନାହିଁ।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 25:10

ପାଉଲ କହିଲେ, ମୁଁ ବର୍ତ୍ତମାନ କାଇସରଙ୍କ ବିଚ଼ାର ଆସନ ସମ୍ମୁଖ ରେ ଠିଆ ହାଇେଛି। ଏଠା ରେ ହିଁ ମାରେ ବିଚ଼ାର ହବେ। ମୁଁ ଯିହୂଦୀୟମାନଙ୍କ ପ୍ରତି ଯେ କୌଣସି ଭୁଲ କରି ନାହିଁ, ଏହା ଆପଣ ଜାଣନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 25:21

କିନ୍ତୁ ପାଉଲ ବନ୍ଦୀଗୃହ ରେ ରହିବା ପାଇଁ ଓ ସମ୍ରାଟଙ୍କ ଦ୍ବାରା ବିଚ଼ାର ହବୋ ପାଇଁ ଅନୁରୋଧ କଲେ। ତେଣୁ ମୁଁ ତାହାକୁ ସମ୍ରାଟଙ୍କ ପାଖକୁ ପଠାଇବାର ବ୍ଯବସ୍ଥା କରିବା ପର୍ୟ୍ଯନ୍ତ ବନ୍ଦୀଗୃହ ରେ ରହିବା ପାଇଁ ଆଦେଶ ଦଲେି।

ରେରିତମାନଙ୍କ କାର୍ଯ୍ୟର ବିବରଣ 25:25

କିନ୍ତୁ ମୁଁ ଯେତବେେଳେ ତାହାଙ୍କର ବିଚ଼ାର କଲି ସେତବେେଳେ ତାହାଙ୍କର କିଛି ଭୁଲ୍ ଦେଖିଲି ନାହିଁ। ତାହାଙ୍କୁ ମୃତ୍ଯୁଦଣ୍ଡ ଦଲୋ ଭଳି କୌଣସି କାରଣ ଦେଖିଲି ନାହିଁ। ସେ ସମ୍ରାଟଙ୍କ ନିକଟରେ ବିଚ଼ାରିତ ହବୋ ପାଇଁ ଆବଦନେ କରିଥିବାରୁ ମୁଁ ତାହାକୁ ରୋମ୍ ପାଠାଇବା ପାଇଁ ସ୍ଥିର କଲି।

ରେରିତମାନଙ୍କ କାର୍ଯ୍ୟର ବିବରଣ 26:32

ଅଗ୍ରିପ୍ପା ଫେଷ୍ଟଙ୍କୁ କହିଲେ, ଆମ୍ଭେ ଏହି ଲୋକକୁ ମୁକ୍ତି ଦଇପୋରିଥାନ୍ତୁ, କିନ୍ତୁ ସେ ଯଦି କାଇସରଙ୍କୁ ଆବଦନେ କରି ନଥାଆନ୍ତା।

ରୋମୀୟଙ୍କ ପ୍ରତି ପତ୍ର 12:19

ତୁମ୍ଭମାନଙ୍କ ପ୍ରତି ଭୁଲ କରିଥିବା ଲୋକକୁ ନିଜ ତରଫରୁ ଦଣ୍ତ ଦିଅ ନାହିଁ। ତାହାକୁ ପରମେଶ୍ବରଙ୍କ କୋର୍ଧ ଦ୍ବାରା ଦଣ୍ତିତ ହବୋ ଲାଗି ଅପେକ୍ଷା କର। ଶାସ୍ତ୍ର ରେ ଲୋଖା ଅଛି: ପରମେଶ୍ବର କହିଛନ୍ତି, ଦଣ୍ତ ଦବୋ ମାରେ କାମ। ମୁଁ ଲୋକମାନଙ୍କୁ ପ୍ରତିଦାନ ଦବେି।

ପିତରଙ୍କ ପ୍ରଥମ ପତ୍ 2:22

ସେ କୌଣସି ପାପ କରି ନ ଥିଲେ ଓ କୌଣସି ମିଛ କଥା ମୁହଁ ରେ ଉଚ୍ଚାରଣ କରି ନ ଥିଲେ। ୟିଶାଇୟ 53:9

Interlinear

Choose Theme