ତେଣୁ ସମାନେେ ତାହାଙ୍କ ପାଖକୁ ଆସିବା ପାଇଁ ଗୋଟିଏ ଦିନ ସ୍ଥିର କଲେ। ବହୁ ସଂଖ୍ଯା ରେ ଲୋକମାନେ ତାହାଙ୍କ ରହିବା ସ୍ଥାନକୁ ଆସିଲେ। ପାଉଲ ସମାନଙ୍କେୁ ପରମେଶ୍ବରଙ୍କ ରାଜ୍ଯ ବିଷୟ ରେ ପ୍ରମାଣ ସହିତ ସବୁ କଥା ବୁଝାଇ ଦେଲେ। ସେ ସକାଳୁ ସନ୍ଧ୍ଯା ପର୍ୟ୍ଯନ୍ତ ମାଶାଙ୍କେ ବ୍ଯବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ରରୁ ଯୀଶୁଙ୍କ ବିଷୟ ବୁଝାଇ ସମାନଙ୍କେୁ ବିଶ୍ବାସ କରାଇବା ପାଇଁ ଚେ଼ଷ୍ଟା କଲେ।
Cross references
ଭବିଷ୍ଯଦ୍ବକ୍ତାମାନେ କହିଥିଲେ ଯେ, ଯୀଶୁ ତାହାଙ୍କ ମହିମା ରେ ପ୍ରବେଶ କରିବା ପୂର୍ବରୁ ଏଭଳି ଯାତନା ଭୋଗ କରିବେ।
ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନଙ୍କ ପାଖ ରେ ମୁଁ ଥିବା ବଳରେ କଥା ମନେ ପକାଅ। ମୁଁ କହିଥିଲି ଯେ ମାଶାଙ୍କେ ନିୟମ ରେ, ଭବିଷ୍ଯଦ୍ବକ୍ତାଙ୍କ ପୁସ୍ତକରେ ଓ ଗୀତସଂହିତା ରେ ମାେ ବିଷୟ ରେ ଯାହା ସବୁ ଲଖାେ ଯାଇଛି, ସଗେୁଡିକ ନିଶ୍ଚୟ ଘଟିବ।
ଯୀଶୁ କହିଲେ, ଯେଉଁ ପରମେଶ୍ବର ମାେତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ୟ୍ଯ ପୂର୍ଣ୍ଣ କରିବା ହେଉଛି ମାରେଆହାର।
ତା'ପରେ ଫିଲିପ୍ପ ଶାସ୍ତ୍ରର ସହେି ବାକ୍ଯରୁ ଆରମ୍ଭ କରି ଯୀଶୁଙ୍କର ସୁସମାଚ଼ାର ପର୍ୟ୍ଯନ୍ତ ତାହାଙ୍କୁ କହିଲେ।
ପାଉଲ ସମାନଙ୍କେ ପାଖକୁ ଗଲେ। ଏପରି ସେ ସର୍ବଦା କରୁଥିଲେ। ସେ ତିନି ବିଶ୍ରାମବାର ଦିନ ପର୍ୟ୍ଯନ୍ତ ସମାନଙ୍କେ ସହିତ ଶାସ୍ତ୍ର ଆଲୋଚନା କଲେ।
ପାଉଲ ପ୍ରତି ବିଶ୍ରାମବାର ଦିନ ସମାଜସଭାଗୃହ ରେ ଯିହୂଦୀୟ ଓ ଗ୍ରୀକ୍ମାନଙ୍କ ସହିତ ଚର୍ଚ୍ଚା କରୁଥିଲେ ଓ ଉପଦେଶ ଦ୍ବାରା ସମାନଙ୍କେର ବିଶ୍ବାସ ଜନ୍ମାଇବାକୁ ଚେଷ୍ଟା କରୁଥିଲେ।
କାରଣ ସେ ଯିହୂଦୀମାନଙ୍କ ସହିତ ସର୍ବସାଧାରଣ ରେ ଦୃଢ଼ଭାବେ ୟୁକ୍ତିତର୍କ କରି ସମାନଙ୍କେୁ ପରାସ୍ତ କଲେ ଓ ଧର୍ମଶାସ୍ତ୍ରରୁ ପ୍ରମାଣ କରି ଦଖାଇେ ଦେଲେ ଯେ କବଳେ ଯୀଶୁ ହିଁ ଖ୍ରୀଷ୍ଟ ଅଟନ୍ତି।
ତା'ପରେ ପାଉଲ ସମାଜଗୃହ ରେ ପ୍ରବେଶ କରି ତିନିମାସ ପର୍ୟ୍ଯନ୍ତ ସାହାସର ସହିତ ଯିହୂଦୀମାନଙ୍କ ସହିତ ପରମେଶ୍ବରଙ୍କ ରାଜ୍ଯ ବିଷୟ ରେ କହିଲେ। ସେ ସମାନଙ୍କେୁ ପରମେଶ୍ବରଙ୍କ ରାଜ୍ଯ ବିଷୟ ରେ କହି ସମାନଙ୍କେୁ ଗ୍ରହଣ କରିବା ପାଇଁ ରାଜି କରାଇଲେ।
ଇଉତୁଖ ନାମକ ଜଣେ ୟୁବକ ଝରକା କଡ଼ ରେ ବସି ଖୁବ୍ ନିଦ ରେ ଶାଇେ ପଡ଼ିଥିଲା। ପାଉଲ କହି ଚ଼ାଲିଥିଲା ବେଳେ ସେ ନିଘୋଡ଼ ନିଦ ରେ ଶାଇେପଡ଼ି ତିନି ମହଲାରୁ ଖସି ପଡ଼ିଲା। ଯେତବେେଳେ ସମାନେେ ତାହାକୁ ଉଠାଇଲେ, ସେ ମରିସାରିଥିଲା।
ଆମ୍ଭମାନଙ୍କ ପୂର୍ବପୁରୁଷଙ୍କ ନିକଟରେ ପରମେଶ୍ବର ଯେଉଁ ପ୍ରତିଜ୍ଞା କରିଥିଲେ, ସହେି ପ୍ରତିଜ୍ଞା ଉପରେ ନିର୍ଭର କରିଥିବାରୁ ମାରେଆଜି ବିଚ଼ାର ହେଉଛି।
କିନ୍ତୁ ମାେତେ ପରମେଶ୍ବର ସାହାୟ୍ଯ କଲେ। ସେ ଆଜି ପର୍ୟ୍ଯନ୍ତ ମାେତେ ସାହାୟ୍ଯ କରିଆସୁଛନ୍ତି। ପରମେଶ୍ବରଙ୍କ ସାହାୟ୍ଯ ପାଇ ମୁଁ ଏଠା ରେ ଠିଆ ହାଇେଛି। ଉଭୟ ପ୍ରଭାବଶାଳୀ ଓ ସାଧାରଣ ଲୋକମାନଙ୍କୁ, ମୁଁ ଦେଖିଥିବା କଥା କହୁଛି। ମୁଁ କିଛି ନୂଆ କଥା କହୁନାହିଁ। ମାଶାେ ଓ ଭାବବାଦୀମାନେ ଯାହା ସବୁ ଘଟିବ ବୋଲି କହିଛନ୍ତି, ମୁଁ ସହେି କଥା କହୁଛି।
ଆମ୍ଭର ପ୍ରିୟ ମିତ୍ର ଓ ସହକର୍ମୀ ଫିଲୀମାନେ, ଆମ୍ଭର ଭଉଣୀ ଆପ୍ପିଯା, ସାଥି ସୈନିକ ଆଖିପ୍ପ, ଓ ତୁମ୍ଭ ଘରଠା ରେ ଏକତ୍ରୀତ ହେଉଥିବା ଉପାସନା ମଣ୍ଡଳୀକୁ ପତ୍ର ଲେଖୁଛୁ।